• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ ସଂୟ ଶାସିତ ମହାବିଦ୍ୟାଳୟର +୩ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି

Proprietor Abhimanyu Maharana by Proprietor Abhimanyu Maharana
September 14, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ ସଂୟ ଶାସିତ ମହାବିଦ୍ୟାଳୟର +୩ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ସେପ୍ଟେମ୍ବର ମଙ୍ଗଳବାର ) ନୟାଗଡ଼ :- ପରୀକ୍ଷା ଦେଇଥିବା ୬୨୫ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୬୦୨ ଜଣ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି । ୯୬.୩୨ ପ୍ରତିଶତ ପାସହାର ରହିଥିବା ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ପକ୍ଷରୁ ଅଧ୍ୟକ୍ଷ ସୁରେଶ କୁମାର ପ୍ରଧାନଙ୍କ ସୂତ୍ରରୁ ସୂଚନା ମିଳିଛି । ସେଥିମଧ୍ୟରୁ କଳାରେ ୯୮.୬ ପ୍ରତିଶତ ପାସ୍କାର ରହିଛି ।

କଳାରେ ୨୧୫ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୧୨ ଜଣ ପାସ କରିଛନ୍ତି । ସେହିଭଳି ଭାବେ ବାଣିଜ୍ୟରେ ୯୨ ପ୍ରତିଶତ ପାସ୍ ହାର ରହିଛି । ୧୧୯ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୧୦ ଜଣ ପାସ କରିଛନ୍ତି । ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ବିଜ୍ଞାନ ବିଭାଗରେ ୯୬ ପ୍ରତିଶତ ପାସ୍ ହାର ରହିଛି । ୨୯୧ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୮୦ ପାସ କରିଛନ୍ତି । ମହାବିଦ୍ୟାଳୟର +୩ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନରେ ଇତିଶ୍ରୀ ବିଶ୍ବାଳ ପଦାର୍ଥ ବିଜ୍ଞାନ ସମ୍ମାନରେ ୨୦୧୯ ମାର୍କ ରଖୁ ବିଜ୍ଞାନ ଟପ୍ପର ହୋଇଛନ୍ତି ।

ଏଥିସହିତ ସେ ମହାବିଦ୍ୟାଳୟର ଶ୍ରେଷ୍ଠ ସ୍ନାତକ ସମ୍ମାନ ଲାଭ କରିଛନ୍ତି । ବାଣିଜ୍ୟରେ ଚିନ୍ମୟୀ ସ୍ବାଇଁ ୨୧୦୫ ମାର୍କ ରଖ୍ ଟପ୍ପର ହୋଇଛନ୍ତି । କଳାରେ ସଂସ୍କୃତ ସମ୍ମାନ ରଖ ଐଶୋର୍ଯ୍ୟ ମହାନ୍ତି ୨୨୦୨ ମାର୍କ ରଖୁ ଟପ୍ପର ହୋଇଛନ୍ତି । ଏଥି ସହ ପ୍ରକାଶ ପାଇଥିବା ଏମ. ଏ ପରୀକ୍ଷାରେ ମଧ୍ୟ ଫଳା ଫଳ ୧00% ହୋଇଥିବା ମହାବିଦ୍ୟାଳୟ ସୂତ୍ରରୁ ଜଣାପଡିଛି   | ଏହି ଫଳାଫଳ ପ୍ରକାଶନ ସମୟରେ ପରୀକ୍ଷା ନିୟନ୍ତ୍ରକଙ୍କ ସମେତ ଅଧ୍ୟାପକ ମହମଦ ଓମାର ମଲିକ, ଗଣେଶ ମିଶ୍ର, ଡ଼ ଲଷ୍ମୀଧର ସାହୁଙ୍କ ସମେତ ପରୀକ୍ଷା କାର୍ଯ୍ୟକ୍ରମ ସହିତ ସଂଶ୍ଲିଷ୍ଟ ସମସ୍ତ ଅଧ୍ୟାପକ, କର୍ମଚାରୀ ଉପସ୍ଥିତ ଥିଲେ |  (ରିପୋର୍ଟ -ରାମକୃଷ୍ଣ ରଥ, ନୟାଗଡ଼)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରୟାସ ର ରଜ ଉତ୍ସବ ପାଳିତ

ପ୍ରୟାସ ର ରଜ ଉତ୍ସବ ପାଳିତ

June 16, 2025
Sainik School Bhubaneswar Stands Champion of the Tournament & Sainik School Kodagu is Runners up

Sainik School Bhubaneswar Stands Champion of the Tournament & Sainik School Kodagu is Runners up

June 16, 2025
ମୃତ୍ୟୁଞ୍ଜୟ ବୈଦ୍ୟ ସଂଘ ପକ୍ଷରୁ ଆଚାର୍ଯ୍ୟ ସୁଶୃତଙ୍କର ଜୟନ୍ତୀ ପାଳିତ

ମୃତ୍ୟୁଞ୍ଜୟ ବୈଦ୍ୟ ସଂଘ ପକ୍ଷରୁ ଆଚାର୍ଯ୍ୟ ସୁଶୃତଙ୍କର ଜୟନ୍ତୀ ପାଳିତ

June 16, 2025
ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା

ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା

June 16, 2025

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରୟାସ ର ରଜ ଉତ୍ସବ ପାଳିତ

ପ୍ରୟାସ ର ରଜ ଉତ୍ସବ ପାଳିତ

June 16, 2025
Sainik School Bhubaneswar Stands Champion of the Tournament & Sainik School Kodagu is Runners up

Sainik School Bhubaneswar Stands Champion of the Tournament & Sainik School Kodagu is Runners up

June 16, 2025
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version