• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ମୋହନା ବ୍ଲକ ଶିକୁଳିପଦର ଗ୍ରାମ ସରକାରୀ ଉଚ୍ଚ ବିଦ୍ୟାଳୟରେ ୫ଟି ମାଧ୍ୟମରେ – ସ୍ମାର୍ଟ କ୍ଲାସ କାର୍ଯ୍ୟ ଯୁଦ୍ଧ କାଳୀନ ଭିତ୍ତିରେ ଚାଲିଛି

Proprietor Abhimanyu Maharana by Proprietor Abhimanyu Maharana
September 15, 2021
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ମୋହନା ବ୍ଲକ ଶିକୁଳିପଦର ଗ୍ରାମ ସରକାରୀ ଉଚ୍ଚ ବିଦ୍ୟାଳୟରେ ୫ଟି ମାଧ୍ୟମରେ – ସ୍ମାର୍ଟ କ୍ଲାସ କାର୍ଯ୍ୟ ଯୁଦ୍ଧ କାଳୀନ ଭିତ୍ତିରେ ଚାଲିଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ସେପ୍ଟେମ୍ବର ବୁଧବାର) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ଆଦିବାସୀ ଅଧ୍ୟୁଷିତ ମୋହନା ବ୍ଲକର ଶିକୁଳିପଦର ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତରେ ଚାଲିଥିବା ଦେଖିବାକୁ ମିଳୁଛି । ଗତ କିଛିଦିନ ଧରି ବିଡ଼ିଓ ସାର୍ଥକ ସୌରଭ ମହାପାତ୍ର ଙ୍କ ପ୍ରତକ୍ଷ ତତ୍ୱବାଧାନରେ କାର୍ଯ୍ୟ ସୁରୁଖୁରୁରେ ଚାଲିଥିବା ଏବଂ ବିଦ୍ୟାଳୟର ସୌନ୍ଧର୍ଯ୍ୟ କରଣ କାର୍ଯ୍ୟ ଚାଲୁରହିଛି । ସ୍ଥାନୀୟ ଅଞ୍ଚଳର ଛାତ୍ର ଛାତ୍ରୀ ଯେପରି ଉଚ୍ଚ ମାନର ଶିକ୍ଷା ଗ୍ରହଣ କରିବେ ସେହି ଉଦ୍ଧେଶ୍ୟରେ ବିଦ୍ୟାଳୟ ଗୁଡିକୁ ପୁନରୁଦ୍ଧାର ସହ ଉଚ୍ଚମାନର ଶିକ୍ଷାଗ୍ରହଣ କରିପାରିବେ ସେହି ଉଦ୍ଧେଶ୍ୟରେ କାର୍ଯ୍ୟ କ୍ରମ ଗ୍ରହଣ କରିଛନ୍ତି ନବୀନ ସରକାର ।

ଓଡିଶାର ଛାତ୍ର ଛାତ୍ରୀ ଯେପରି ଘରୋଇ ବିଦ୍ୟାଳୟକୁ ଆକୃଷ୍ଟ ନ ହେବେ ସେହି ଉଦ୍ଧେଶ୍ୟରେ ସ୍ମାର୍ଟ କ୍ଲାସ କରିବା ଯୋଜନା କରି ଓଡ଼ିଶାର ସବୁ ଜିଲ୍ଲାକୁ ପ୍ରଥମ କରି ପରୀକ୍ଷା ମୂଳକ ଭାବେ ସ୍ମାର୍ଟ କ୍ଲାସ କାର୍ଯ୍ୟ ଆରମ୍ଭ କରିଥିବା ଜଣାପଡ଼ିଛି । ପ୍ରଥମ କରି ଏହି ସ୍ମାର୍ଟ କ୍ଲାସ କାର୍ଯ୍ୟ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହୋଇ ଥିବା ଦେଖିବାକୁ ମିଳିଛି । ଗଜପତି ଜିଲ୍ଲାର ମୋହନା ବ୍ଲକ ଶିକୁଳିପଦର ସରକାରୀ ବିଦ୍ୟାଳୟରେ ଏହିକାର୍ଯ୍ୟ ଦ୍ରୁତ ଦ୍ରୁତ ଗତିରେ ଚାଲିଛି । ଏହି କାର୍ଯ୍ୟ ଶେଷ ହେଲେ ଅତି ନିକଟରେ ଏହି ଉଦ୍ଘାଟନ ହେବ ବୋଲି ଶୁଣିବାକୁ ମିଳିଛି ।

ଏହି କାର୍ୟ୍ଯ କୁ ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ଅନାମ ଚରଣ ପାତ୍ର, ବ୍ଲକ ସହକାରୀ ଯନ୍ତ୍ରୀ ଜଗବନ୍ଧୁ ଆଚାର୍ଯ୍ୟ, କନିଷ୍ଟ ଯନ୍ତ୍ରୀ ହରୀକୃଷ୍ଣ ସାହୁ ଙ୍କ ତତ୍ୱାବଧାନ ରେ ଚାଲୁ ରହିଛି । ଏହି ବିଦ୍ୟାଳୟ ଅତ୍ୟାଧୁନିକ ରେ ପରିଣତ ହେଲେ ଏହି ଅଂଚଳରେ ଆଦିବାସୀ ଗରିବ ଛାତ୍ର ଛାତ୍ରୀ ଉନ୍ନତ ମାନର ଶିକ୍ଷା ଗ୍ରହଣ କରିପାରିବେ । ଏହି ପରି ଏହି ଅଞ୍ଚଳର ବିଦ୍ୟାଳୟ ଗୁଡିକ ହେଲେ କେହିବି ଛାତ୍ର ଛାତ୍ରୀ ଆଉ ସହର ମୁହାଁ ହେବନାହିଁ ବୋଲି ଆଲୋଚନା ହେଉଛି । (ଗରୁଡ଼ ଧ୍ଵଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

May 10, 2026
ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

Ankura Hospital, Bhubaneswar Organised Awareness Program on World Lupus Day 2026

May 10, 2026
ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

May 10, 2026
ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

May 10, 2026

Recent News

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

May 10, 2026
ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

Ankura Hospital, Bhubaneswar Organised Awareness Program on World Lupus Day 2026

May 10, 2026
ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

May 10, 2026
ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

May 10, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

May 10, 2026
ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

Ankura Hospital, Bhubaneswar Organised Awareness Program on World Lupus Day 2026

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version