• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସେବା ବସ୍ତୁ ନୁହେଁ ; ଭାବ ଆଧାରିତ – ରାଜ୍ୟପାଳ ସେଣ୍ଟ ଜନ୍‌ ଆମ୍ବୁଲାନ୍ସ, ଓଡ଼ିଶା ଶାଖାର କାର୍ଯ୍ୟକାରୀ କମିଟି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
September 17, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସେବା ବସ୍ତୁ ନୁହେଁ ; ଭାବ ଆଧାରିତ – ରାଜ୍ୟପାଳ ସେଣ୍ଟ ଜନ୍‌ ଆମ୍ବୁଲାନ୍ସ, ଓଡ଼ିଶା ଶାଖାର କାର୍ଯ୍ୟକାରୀ କମିଟି ବୈଠକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୭ ସେପ୍ଟେମ୍ବର ଶୁକ୍ରବାର) ଭୁବନେଶ୍ୱର :- ସେବା ହିଁ ଆଧ୍ୟାତ୍ମିକତା । ଯେଉଁମାନେ ଅନ୍ୟର ସେବାରେ ନିଜକୁ ସମର୍ପିତ କରିଛନ୍ତି; ସେମାନେ ନିଜ ଜୀବନର ସାର୍ଥକତା ପ୍ରତିପାଦନ କରିପାରିଛନ୍ତି । ସେବା ବାସ୍ତବରେ ବସ୍ତୁ ଆଧାରିତ ନୁହେଁ ; ଏହା ଭାବ ଆଧାରିତ ଏବଂ ସେଣ୍ଟ ଜନ୍‌ ଆମ୍ବୁଲାନ୍ସ ଏହି ଭାବଧାରାରେ ସେବା କାର୍ଯ୍ୟକୁ ଆହୁରି ପ୍ରସାରିତ କରିବାକୁ ରାଜ୍ୟପାଳ ତଥା ସେଣ୍ଟ ଜନ୍‌ ଆମ୍ବୁଲାନ୍ସ, ଓଡ଼ିଶା ଶାଖାର ସଭାପତି ପ୍ରଫେସର ଗଣେଶୀ ଲାଲ ପରାମର୍ଶ ଦେଇଛନ୍ତି । ଆଜି ରାଜଭବନର ଅଭିଷେକ କକ୍ଷରେ ଅନୁଷ୍ଠିତ ସଂଗଠନର କାର୍ଯ୍ୟନିର୍ବାହୀ କମିଟି ବୈଠକରେ ଅଧ୍ୟକ୍ଷତା କରି ପ୍ରଫେସର ଲାଲ ସେଣ୍ଟ ଜନ୍‌ ଆମ୍ବୁଲାନ୍ସର ସେବା କାର୍ଯ୍ୟକୁ ଆହୁରି କି୍ରୟାଶୀଳ ଓ ଫଳପ୍ରସୂ କରିବା ନିମନ୍ତେ ସମୟ ଉପଯୋଗୀ ପଦକ୍ଷେପ ନେବାକୁ କହିଥିଲେ ।

ପ୍ରାରମ୍ଭରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ତଥା ସେଣ୍ଟ ଜନ୍‌ ଆମ୍ବୁଲାନ୍ସ, ଓଡ଼ିଶା ଶାଖାର ଅଧ୍ୟକ୍ଷ ନବ କିଶୋର ଦାସସ୍ୱାଗତ ସୂଚନା ଦେଇଥିଲେ । ଅବୈତନିକ ସଚିବ ଡ. ସନତ କୁମାର ପଟ୍ଟନାୟକ ବାର୍ଷିକ ବିବରଣୀ ଉପସ୍ଥାପନ କରିଥିଲେ । ପରେ ବିଭିନ୍ନ ପ୍ରସଙ୍ଗ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା । ସେଣ୍ଟ ଜନ୍‌ ଆମ୍ବୁଲାନ୍ସର କାର୍ଯ୍ୟାଳୟ ଗୃହ ନିର୍ମାଣ, ସରକାରୀ ଅନୁଦାନ ବୃଦ୍ଧି, କର୍ମଚାରୀମାନଙ୍କର ବେତନ ବୃଦ୍ଧି, ବିଦ୍ୟାଳୟଗୁଡ଼ିକରେ ପ୍ରାଥମିକ ଚିକିତ୍ସା ସେବା ପ୍ରଶିକ୍ଷଣ ଓ ପ୍ରଶିକ୍ଷାର୍ଥୀମାନଙ୍କୁ ଠିକ୍‌ ସମୟରେ ପ୍ରମାଣପତ୍ର ପ୍ରଦାନ ସଂପର୍କରେ ଆଲୋଚନା ହୋଇଥିଲା । ସେଣ୍ଟ ଜନ୍‌ ଆମ୍ବୁଲାନ୍ସ ସେବାକୁ ଆହୁରି ରୋଗୀସେବା ଅନୁକୂଳ କରିବାକୁ ବୈଠକରେ ମତପ୍ରକାଶ ପାଇଥିଲା ।

ରାଜ୍ୟପାଳ ପ୍ରଫେସର ଲାଲ କମିଟି ଗଠନ କରି ସମସ୍ତ ପ୍ରସଙ୍ଗ ଉପରେ ସେପେଫମ୍ବର ୩୦ ତାରିଖ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ କୁମାର ମିଶ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ, ରେଡ୍‌କ୍ରସ୍‌, ଓଡ଼ିଶା ଶାଖାର ସଚିବ ସିଟିଏମ୍‌ ସୁଗୁଣା, ପୁଲିସ ଅତିରିକ୍ତ ମହାନିର୍ଦ୍ଦେଶକ ଲଳିତ ଦାସ, ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଡ. ସନ୍ତୋଷ ବାଲା ପ୍ରମୁଖ ଯୋଗଦେଇଥିଲେ । ବୈଠକରେ ପୂର୍ବ ବୈଠକର ବିବରଣୀ ଗୃହୀତ ହେବା ସହ ସଂସ୍ଥାର ଆର୍ଥିକ ବିବରଣୀ ଓ ବାର୍ଷିକ ବିବରଣୀ ଇତ୍ୟାଦି ଗୃହୀତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version