• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍କିଲ୍ ମାଧ୍ୟମରେ ଯୁବକଙ୍କୁ ଆତ୍ମନିର୍ଭର କରିବା ଆଗାମୀ ୨୫ ବର୍ଷର ସଂକଳ୍ପ – ଧର୍ମେନ୍ଦ୍ର ପ୍ରଧାନ

Proprietor Abhimanyu Maharana by Proprietor Abhimanyu Maharana
September 17, 2021
in ଓଡ଼ିଶା, ଦେଶ, ମହାନଗର, ରାଜନୀତି, ହୋମ୍
0
ସ୍କିଲ୍ ମାଧ୍ୟମରେ ଯୁବକଙ୍କୁ ଆତ୍ମନିର୍ଭର କରିବା ଆଗାମୀ ୨୫ ବର୍ଷର ସଂକଳ୍ପ – ଧର୍ମେନ୍ଦ୍ର ପ୍ରଧାନ
Share on FacebookShare on TwitterWhatsapp

କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

1. ଦେଶର ୩୬ ଜଣଙ୍କୁ କୌଶଲାଚାର୍ଯ୍ୟ ପୁରସ୍କାରରେ ସମ୍ମାନିତ କଲେ କେନ୍ଦ୍ରମନ୍ତ୍ରୀ
2. ଓଡ଼ିଶାରୁ ୪ ଜଣ ପାଇଲେ କୌଶଲାଚାର୍ଯ୍ୟ ପୁରସ୍କାର
3. ଓଡିଶାର ଚନ୍ଦ୍ରାବଳୀ ଖଟୁଆ, ଅଜୟ କୁମାର ସ୍ୱାଇଁ, ବିପିନ ବିହାରୀ ଗୌଡ଼ ଏବଂ ନିବେଦିତା
ମୋହନପାତ୍ରଙ୍କୁ ମିଳିଲା କୌଶଲାଚାର୍ଯ୍ୟ ପୁରସ୍କାର
4. ଜାତୀୟ ଶିକ୍ଷା ନୀତି ବିଦ୍ୟାର୍ଥୀଙ୍କୁ ଦକ୍ଷତା ସହ ରୋଜଗାର ଆଧାରିତ ଶିକ୍ଷା ଦେବ
5. ଭବିଷ୍ୟତର ଚାକିରି ଏବଂ କୌଶଳ ଚାହିଦାକୁ ଗଭୀର ଭାବରେ ବୁଝିବା ଆବଶ୍ୟକ
6. ବିଶ୍ୱ ଆବଶ୍ୟକତାକୁ ପୂରଣ କରିବା ଭଳି ଦକ୍ଷତା ପ୍ରଶିକ୍ଷଣ ଦେବା ଉପରେ ଗୁରୁତ୍ୱ ଦିଆଯାଉ

ଓଡ଼ିଶା ତାଜା ନ୍ୟୁଜ୍ (୧୭ ସେପ୍ଟେମ୍ବର,ଶୁକ୍ରବାର ) ନୂଆଦିଲ୍ଲୀ /ଭୁବନେଶ୍ୱର :– ଆଗାମୀ ଦିନ ମାନଙ୍କରେ ଦେଶରେ ଉତ୍ପାଦନ ଏବଂ ଅର୍ଥନୀତିକୁ ବଢ଼ାଇବା ପାଇଁ ଦେଶର ଯୁବକଯୁବତୀଙ୍କୁ ସ୍କିଲ୍ ମାଧ୍ୟମରେ ସ୍ୱାବଲମ୍ବୀ ଏବଂ ଆତ୍ମବିଶ୍ୱାସୀ କରିବା ସହ ଏହି ପୃଷ୍ଠଭୂମିରେ ସେମାନଙ୍କୁ ଆତ୍ମନିର୍ଭର କରିବା ହେଉଛି ଅମୃତ ମହୋତ୍ସବର ଅମୃତ ବିନ୍ଦୁ । ତେଣୁ ସ୍ୱାଧୀନତାର ୧୦୦ ବର୍ଷ ପୂରଣ କରିବା ତଥା ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ଏହାକୁ ସଂକଳ୍ପରେ ପରିଣତ କରି ଯୁବକମାନଙ୍କୁ ସଶକ୍ତ କରିବାକୁ ଏହି ସୁଯୋଗକୁ ଉପଯୋଗ କରିବା ପାଇଁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଶୁକ୍ରବାର ପବିତ୍ର ବିଶ୍ୱକର୍ମା ଜୟନ୍ତୀ ଅବସରରେ ଭାରତବର୍ଷର ବିଭିନ୍ନ ରାଜ୍ୟରୁ ଦକ୍ଷ ପ୍ରଶିକ୍ଷକ ମାନଙ୍କୁ ଭର୍ଚ୍ଚୁଆଲ ପ୍ଲାଟଫର୍ମରେ ଉଦ୍ୟମିତା ପ୍ରଶିକ୍ଷକ ସମେତ ବିଭିନ୍ନ ବିଭାଗରେ ୩୬ ଜଣ ପ୍ରଶିକ୍ଷକଙ୍କୁ କୌଶଲାଚାର୍ଯ୍ୟ ପୁରସ୍କାର-୨୦୨୧ରେ ସମ୍ମାନିତ କରିଛନ୍ତି । ଓଡ଼ିଶାରୁ ଜନ ଶିକ୍ଷଣ ସଂସ୍ଥାନର ହସ୍ତକଳା ପ୍ରଶିକ୍ଷକ ଚନ୍ଦ୍ରାବଳୀ ଖଟୁଆ, ଜନ ଶିକ୍ଷଣ ସଂସ୍ଥାର ବୈଷୟିକ ପ୍ରଶିକ୍ଷକ ଅଜୟ କୁମାର ସ୍ୱାଇଁ, ଆଇଟିଆଇରେ ମାଷ୍ଟର ଟ୍ରେନର ବିପିନ ବିହାରୀ ଗୌଡ଼ ଏବଂ ଆଇଟିଆଇରେ ଡ଼ିଜିଟି ମାଷ୍ଟର ଟ୍ରେନର ନିବେଦିତା ମୋହନପାତ୍ରଙ୍କୁ କୌଶଲାଚାର୍ଯ୍ୟ ପୁରସ୍କାର ପ୍ରଦାନ କରାଯାଇଛି ।

ଏହି ଉପଲକ୍ଷେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ସ୍ୱାଧୀନତାର ୭୫ ବର୍ଷ ପାଳନ କରୁଥିବା ବେଳେ ମୋଦି ସରକାର ସବକା ସାଥ୍‌, ସବକା ବିକାଶ, ସବକା ବିଶ୍ୱାସ ଏବଂ ସବକା ପ୍ରୟାସ ଉପରେ ଗୁରୁତ୍ୱ ଦେଇଛନ୍ତି । ନୂତନ ବ୍ୟବସାୟ ଏବଂ ସ୍କିଲିଂ ମଡେଲଗୁଡିକ ବିକଶିତ ହେଉଛି, ଯାହା ମହାମାରୀ ପରବର୍ତୀ ଦୁନିଆରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଏ ଦୃଷ୍ଟିରୁ ଆଗାମୀ ୨୫ ବର୍ଷ ଆମ ପାଇଁ ମହତ୍ୱପୂର୍ଣ୍ଣ । ଦୀର୍ଘ ୩୪ ବର୍ଷ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସରକାରରେ ଅଣାଯାଇଥିବା ଜାତୀୟ ଶିକ୍ଷା ନୀତି ବିଦ୍ୟାର୍ଥୀଙ୍କୁ କୌଶଳ ସହ ରୋଜଗାର ଆଧାରିତ ଶିକ୍ଷା ପ୍ରଦାନ କରିବ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେକ୍ ଅନ୍ ଇଣ୍ଡିଆ ଏବଂ ଭାରତକୁ ବିଶ୍ୱର ଦକ୍ଷତା ରାଜଧାନୀ କରିବା ବାସ୍ତବରେ ଦୂରଦୃଷ୍ଟିରେ ପରିଣତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି । ଦକ୍ଷତାକୁ ଅଧିକ କ୍ରିୟାଶୀଳ କରିବା ଦିଗରେ କାର୍ଯ୍ୟ କରିବା ଦରକାର । ଭବିଷ୍ୟତରେ ଥିବା ଚାକିରି ଏବଂ କୌଶଳ ଚାହିଦାକୁ ଆମେ ଗଭୀର ଭାବରେ ବୁଝିବା ଆବଶ୍ୟକ । ଆମର ପ୍ରଶିକ୍ଷକମାନଙ୍କୁ ଉନ୍ନତ କରିବା ପାଇଁ ଅଭିନବ ଉପାୟ ଉପରେ ଧ୍ୟାନ ଦେବାକୁ ପଡ଼ିବ ଏବଂ ଏଥିପାଇଁ ତୃଣମୂଳ ସ୍ତରରେ ଦକ୍ଷତା ବିକାଶ ଯୋଜନା କରିବାକୁ ପଡିବ । ବିଦ୍ୟାର୍ଥୀ ଜୀବନର ପ୍ରାରମ୍ଭରୁ ସମାଜ ଜୀବନରେ ନୂଆ ଜିନିଷ ଶିଖିବା ଏବଂ ଶିଖାଇବା ସର୍ବଦା ଆମର ପରମ୍ପରା ରହିଛି ।

ମନୁଷ୍ୟ ଚେତନା ଜାଗୃତ ହେବା ଦିନ ଠାରୁ କିଛି ନା କିଛି ଜିନିଷ ଶିଖିଥାଏ । ବର୍ତମାନ ବୈଜ୍ଞାନିକ ଯୁଗରେ ଆମପ ଦକ୍ଷତା ପ୍ରଶିକ୍ଷଣ ବ୍ୟବସ୍ଥା ଅତ୍ୟାଧୁନିକ, ବିଜ୍ଞାନ ଆଧାରିତ, ପ୍ରାସଙ୍ଗିକ ଓ ବିଶ୍ୱ ଆବଶ୍ୟକତାକୁ ପୂରଣ କରିବା ଭଳି ହେବା ଦରକାର । ଆଗାମୀ ଦିନରେ ଦେଶର ଆବଶ୍ୟକତା ବଢ଼ୁଥିବା ବେଳେ ଦକ୍ଷତା ଏବଂ ଉଦ୍ୟମିତା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଯୁବକ ଯୁବତୀଙ୍କୁ ରି-ସ୍କିଲିଂ ଏବଂ ଅପ୍ ସ୍କିଲିଂ କରିବାର ଆବଶ୍ୟକତା ରହିଛି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version