• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ପ୍ରେମିକ ଘର ସମ୍ମୁଖରେ ଧାରଣା ଦେଲା ପ୍ରେମିକା,ମା-ପୁଅ ଘରେ ତାଲା ପକାଇ ଫେରାର

Proprietor Abhimanyu Maharana by Proprietor Abhimanyu Maharana
September 17, 2021
in ଅପରାଧ, ଓଡ଼ିଶା, ଦେବଗଡ଼, ଦେଶ, ହୋମ୍
0
ପ୍ରେମିକ ଘର ସମ୍ମୁଖରେ ଧାରଣା ଦେଲା ପ୍ରେମିକା,ମା-ପୁଅ ଘରେ ତାଲା ପକାଇ ଫେରାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୭ ସେପ୍ଟେମ୍ବର,ଶୁକ୍ରବାର ) ଦେବଗଡ/ରିଆମାଳ :- ପ୍ରେମ ନାଁରେ ଦୀର୍ଘବର୍ଷ ଦୈହିକ ସମ୍ପର୍କ ରଖିବାପରେ ଜଣେ ଯୁବକ ବିବାହ କରିବାକୁ ମନା କରିବାରୁ ପ୍ରେମିକା ଜଣକ ପ୍ରେମିକଙ୍କ ଘର ସମ୍ମୁଖରେ ଧାରଣା ଦେବା ଅଂଚଳରେ ଚର୍ଚ୍ଚାର ବିଷୟ ହୋଇଛି । ପ୍ରେମିକାଙ୍କ ଏଭଳି କାଣ୍ଡ ଦେଖି ଉକ୍ତ ପ୍ରେମିକ କୁଣ୍ଢେଇଗୋଳା ଥାନା ଜରାଛାଟ ଗାଁର ରାଜୁ ଓରଫ୍‌ ରାଜେନ୍ଦ୍ର ସାହୁ ନିଜ ଘରେ ତାଲା ପକେଇ ବିଧବା ମାଆ ମେଘି ସାହୁଙ୍କୁ ସାଙ୍ଗରେ ନେଇ ଗାଁରୁ ଫେରାର୍‌ ମାରିଥିବା ଜଣାପଡିଛି । ଗାଁଲୋକଙ୍କ ଠାରୁ ଖବରପାଇ କୁଣ୍ଢେଇଗୋଳା ପୁଲିସ ପହଞ୍ଚି ଧାରଣରତ ଯୁବତୀଙ୍କୁ ଉଦ୍ଧାର କରି ଥାନାକୁ ଆଣିଥିବା ବେଳେ ଉକ୍ତ ଯୁବତୀ ଜଣକ ନିଜ ପ୍ରେମିକ ଓ ତାଙ୍କ ମାଆଙ୍କ ବିରୁଦ୍ଧରେ ଲିଖିତ ଅଭିଯୋଗ

କରିଥିବା ଜଣାପଡିଛି । ଯୁବତୀଙ୍କ ଅଭିଯୋଗ ଅନୁଯାୟୀ ରିଆମାଳ ବ୍ଲକ ଅନ୍ତର୍ଗତ ପରା ପଞ୍ଚାୟତ ଜରାଛାଟ ଗାଁର ସ୍ୱର୍ଗଳଈନ୍ଦ୍ରମଣୀ ସାହୁଙ୍କ ଏକମାତ୍ର ପୁଅ ରାଜେନ୍ଦ୍ର । ଗତ ୬ ବର୍ଷ ତଳେ ହାଇସ୍କୁଲରେ ପଢୁଥିବା ବୁଢାପାଳ ପୁଲିସ୍‌ ବିଟ୍‌ ଅଞ୍ଚଳର ଉକ୍ତ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ସ୍ଥାପନ କରିଥିଲା । ରାଜେନ୍ଦ୍ର ମ୍ୟାଟ୍ରିକ୍‌ ପରେ ନିକଟ ପରା ଗାଁର ଜଣେ ଠିକାଦାରଙ୍କ ପାଖରେ ରହି ମୁନସି କାମ କରୁଥିବା ବେଳେ କଲେଜ ପଢିବାକୁ ଯାଉଥିବା ଉକ୍ତ ଯୁବତୀଙ୍କୁ ବିବାହ କରିବାର ପ୍ରତିଶ୍ରୁତି ଦେଇ ଦୈହିକ ସମ୍ପର୍କ ରଖିଥିଲା । ତେବେ ଏହା ଭିତରେ ଉକ୍ତ ଯୁବତୀ ଜଣକ ବିବାହ ପାଇଁ ଜିଦ୍‌ ଧରିଥିଲେ । ଫଳରେ ଏହାକୁ ନେଇ ଉଚ୍ଚବାଚ ହେବାସହ

ରାଜେନ୍ଦ୍ର ସାହୁ କୁଆଡେ ଗତ ୧୨ ତାରିଖ ତାଙ୍କୁ ବିବାହ କରିବାକୁ ରୋକଠୋକ୍‌ ମନା କରିଥିଲେ । ତେବେ ଏକଥା ଜାଣିବା ପରେ ଯୁବତୀ ଜଣକ ଛେଣ୍ଡିପଦା ନିଜ ବିବାହିତା ଝିଅଘରେ ରହୁଥିବା ରାଜେନ୍ଦ୍ରଙ୍କ ମାଆଙ୍କୁ ଖବର ଦେଇଥିବା ବେଳେ ସେ ମଧ୍ୟ ତାଙ୍କୁ ଗାଳିଗୁଲକରିଥିଲେ । ତେବେ ରାଜେନ୍ଦ୍ରଙ୍କ ମାଆ ମେଘି ଆଜି ସୁଦଶା ବ୍ରତ ପାଳନ ପାଇଁ ନିଜ ଗାଁକୁ ଆସିଥିବାର ଖବରପାଇ ଯୁବତୀ ଜଣକ ନିଜ ଭାଇଙ୍କ ସହ ଏକ ବାଇକ୍‌ ଯୋଗେ ପ୍ରେମିକ ଘରକୁ ପହଞ୍ଚିଥିଲେ। ତେବେ ରାଜେନ୍ଦ୍ର ଓ ମାଆ ମେଘି ତାଙ୍କୁ ଗାଳିଗୁଲଜ କରିବାସହ ଧକ୍କାମାରି ଘରୁ ବାହାର କରିଦେଇଥିଲେ । ଯୁବତୀ ଜଣକ ସମାଧାନ ପାଇଁ ଗାଁଲୋକଙ୍କୁ ସମସ୍ତ ଘଟଣା ବଖାଣିବାସହ ପ୍ରେମିକ ଘର ସମ୍ମୁଖରେ ଧାରଣା ଦେଇଥିଲେ। ଅନ୍ୟପକ୍ଷରେ ଉକ୍ତ ମା-ପୁଅ ଲୋକଲଜ୍ଜ୍ୟାରୁ ଘରେ ତାଲା ଲଗାଇ ଗାଁରୁ ଫେରାର୍‌ ମାରିଥିବା ବେଳେ ପୁଲିସ ପହଞ୍ଚି ଯୁବତୀଙ୍କୁ ବୁଝାସୁଝା କରି ଥାନାକୁ ଆଣିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

March 5, 2026
୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

March 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version