• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀ ନାୟକ : ମାର୍ଶାଘାଇ ଓ ମହାକାଳପଡା ବ୍ଲକ ଗସ୍ତ କରି ସମ୍ଭାବ୍ୟ ବନ୍ୟାର ସମୀକ୍ଷା କରିଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
September 18, 2021
in ଓଡ଼ିଶା, କେନ୍ଦ୍ରାପଡା, ହୋମ୍
0
ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀ ନାୟକ : ମାର୍ଶାଘାଇ ଓ ମହାକାଳପଡା ବ୍ଲକ ଗସ୍ତ କରି ସମ୍ଭାବ୍ୟ ବନ୍ୟାର ସମୀକ୍ଷା କରିଛନ୍ତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୮ ସେପ୍ଟେମ୍ବର ଶନିବାର) ମାର୍ଶାଘାଇ :- ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀ ନାୟକ ଶୁକ୍ରବାର ମାର୍ଶାଘାଇ ଓ ମହାକାଳପଡା ବ୍ଲକ ଗସ୍ତ କରି ସମ୍ଭାବ୍ୟ ବନ୍ୟାର ସମୀକ୍ଷା କରିଛନ୍ତି । ମାର୍ଶାଘାଇ ବ୍ଲକରେ ବିଡିଓ ନିରଂଜନ ସାହୁଙ୍କ ସହିତ ଆଲୋଚନା କରି ବ୍ଲକ ପ୍ରଶାସନର ପ୍ରସ୍ତୁତି ସଂପର୍କରେ ବୁଝିଥିଲେ । ଏହାପରେ ମହାକାଳପଡା ବ୍ଲକର ଦଶମୈାଜି ଅଞ୍ଚଳ ଗସ୍ତ କରିଥିଲେ । ମହାନଦୀର ଶାଖା ନଦୀ ଲୁଣା ନଦୀର ଘେରା ମଧ୍ୟରେ ରହିଥିବା ଦଶମୈାଜିରେ ରହିଥିବା ଦୁଇଟି ପଞ୍ଚାୟତ ବଡକୂଳ ଓ କରଞ୍ଜ ପଞ୍ଚାୟତର ନଦୀ ବନ୍ଧ ପରିଦର୍ଶନ କରିଥିଲେ ।

ବଡକୂଳ ପଞ୍ଚାୟତର ଗୋପୀନାଥପୁର ଠାରେ ସ୍ଥାନୀୟ ଜନସାଧାରଣଙ୍କ ସହିତ ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଥିଲେ । ନଦୀ ବନ୍ଧକୁ ଦୁର୍ବଳ ସ୍ଥାନକୁ ସତର୍କ ନଜର ରଖିବା ସହିତ ବାଲି ବସ୍ତା ପ୍ରସ୍ତୁତ କରି ରଖିବା ପାଇଁ ଉପସ୍ଥିତ ଜଳସଂପଦ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । ବିଧାୟକଙ୍କ ସହିତ ଜଳସଂପଦ ବିଭାଗର ନିର୍ବାହୀ ଯନ୍ତ୍ରୀ, ପୂର୍ବତନ ସରପଞ୍ଚ ଉତ୍ତମ ଦାସ, ଯୁବନେତା ନିହାର ରଂଜନ ଦାସ, କୁଞ୍ଜବିହାରୀ ଦାସ, ବିପ୍ର ମହାପାତ୍ର, ଅଜୟ ରାଉତ, ବାବୁଲି ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version