• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ସ୍ୱାଧୀନତାର ଅମୃତ ମହୋତ୍ସବ’ ଆୟକର ବିଭାଗ, କଟକ ତରଫରୁ ସମ୍ବର୍ଦ୍ଧନା ସଭା ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ଏବଂ ଆୟକର ବିଭାଗ ସହ ସଂଶ୍ଳିଷ୍ଟ ବ୍ୟକ୍ତିମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ

Proprietor Abhimanyu Maharana by Proprietor Abhimanyu Maharana
September 20, 2021
in ଓଡ଼ିଶା, ମହାନଗର, ହୋମ୍
0
‘ସ୍ୱାଧୀନତାର ଅମୃତ ମହୋତ୍ସବ’ ଆୟକର ବିଭାଗ, କଟକ ତରଫରୁ ସମ୍ବର୍ଦ୍ଧନା ସଭା ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ଏବଂ ଆୟକର ବିଭାଗ ସହ ସଂଶ୍ଳିଷ୍ଟ ବ୍ୟକ୍ତିମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୦ ସେପ୍ଟେମ୍ବର ସୋମବାର) ଭୁବନେଶ୍ୱର :- ଭାରତବର୍ଷର ସ୍ୱାଧୀନତା ପ୍ରାପ୍ତିର ପଚସ୍ତରୀ ବର୍ଷ ପାଳନ ଅବସରରେ କେନ୍ଦ୍ର ସରକାର ‘ସ୍ୱାଧୀନତାର ଅମୃତ ମହୋତ୍ସବ’ର ଘୋଷଣା କରିବା ସହ ସମସ୍ତ ସରକାରୀ ବିଭାଗମାନଙ୍କୁ ଏହି ମହୋତ୍ସବର ମର୍ଯ୍ୟାଦାପୂର୍ଣ୍ଣ ପାଳନ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି । ଦେଶର ଉନ୍ନତିରେ ସହଯୋଗ ଦେଇଥିବା ସମାଜର ପ୍ରଖ୍ୟାତ ନାଗରିକ ମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରିବା ଏହି ମହୋତ୍ସବର ଏକ ବିଶେଷ ଅଂଶ । ଏହି ଉପଲକ୍ଷେ ଆୟକର ବିଭାଗ, କଟକ ତରଫରୁ କଟକରେ କାର୍ଯ୍ୟରତ ମୁଖ୍ୟ ଆୟକର ଆୟୁକ୍ତ ଶ୍ରୀ ମନୋରଞ୍ଜନ ପାଣିଗ୍ରାହୀଙ୍କ ମାର୍ଗଦର୍ଶନରେ ଏକ ଭବ୍ୟ ସମ୍ବର୍ଦ୍ଧନା ସମାରୋହର ଆୟୋଜନ କରାଯାଇଥିଲା ।

ଉକ୍ତ ଭବ୍ୟ ସମାରୋହ ସଭାକୁ ସମାଜର ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ଏବଂ ଆୟକର ବିଭାଗ ସହ ସଂଶ୍ଳିଷ୍ଟ ବ୍ୟକ୍ତିମାନଙ୍କୁ ନିମନ୍ତ୍ରିତ କରାଯାଇ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ମୁଖ୍ୟ ଅତିଥି ଭାବେ ମାନ୍ୟବର ଲୋକସଭା ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ ଏବଂ ମୁଖ୍ୟ ବକ୍ତା ଭାବେ ଉଚ୍ଚଶିକ୍ଷା ବିଭାଗର ପୂର୍ବତନ ନିର୍ଦ୍ଦେଶକ ପ୍ରଫେସର (ଡକଫର) ବିମଳ ପ୍ରସାଦ ନନ୍ଦ ଉପସ୍ଥିତ ରହି ସଭାକୁ ସମ୍ବୋଧିତ କରିଥିଲେ । ମୁଖ୍ୟ ଅତିଥି ଶ୍ରୀ ମହତାବ ଆୟକର ବିଭାଗର ସମସ୍ତ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ସମୟର ଆହ୍ୱାନକୁ ସ୍ୱୀକାର କରି ଦେଶର ମୂଳଭୂତ ବ୍ୟବସ୍ଥାର ସୁଦୃଢ଼ ଅଭିବୃଦ୍ଧି ନିମନ୍ତେ ଅଧିକରୁ ଅଧିକ କର ସଂଗ୍ରହ କରିବା ପାଇଁ ପ୍ରେରିତ କରିଥିଲେ ।

ମୁଖ୍ୟ ଅତିଥି ସମସ୍ତ ସମ୍ବର୍ଦ୍ଧିତ ଅତିଥିମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ମୁଖ୍ୟବକ୍ତା ଶ୍ରୀ ନନ୍ଦ ସମସ୍ତ ନାଗରିକମାନଙ୍କୁ ଦେଶର କର ବୃଦ୍ଧିରେ ସହାୟକ ହେବା ପାଇଁ ଆହ୍ୱାନ କରିଥିଲେ । ଉକ୍ତ ସମାରୋହ ସଭାକୁ ଭେଷଜ ବିଭାଗର ପ୍ରଫେସର ତଥା ବର୍ତ୍ତମାନର ଡିଏମ୍‌ଇଟି ନିର୍ଦ୍ଦେଶକ ଡାକ୍ତର ଚିନ୍ମୟ ବିଜୟ କିଶୋର ମହାନ୍ତି, ସ୍ତ୍ରୀ ଓ ପ୍ରସୂତି ବିଭାଗର ପ୍ରାକ୍ତନ ପ୍ରଫେସର ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଆୟକର ଆୟୁକ୍ତ(ସେବାନିବୃତ୍ତ) ଶ୍ରୀ ଅଭୟ ଚରଣ ନାଏକ, ବରିଷ୍ଠ ଆଡ଼୍‌ଭୋକେଟ୍‌ ଶ୍ରୀ ବାସୁଦେବ ପଣ୍ଡା, ରେଭେନ୍ସା ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଶ୍ରୀ ପ୍ରଭାତ କୁମାର ମିଶ୍ର, ସଦ୍‌ଗୁରୁ ହସ୍‌ପିଟାଲ୍‌ ଏବଂ ରିସର୍ଚ୍ଚ ସେଣ୍ଟର ମ୍ୟାନେଜିଂ ଡାଇରେକଫର ଡାକ୍ତର ପ୍ରଦୀପ କୁମାର ମହାନ୍ତି,

ଆଡ୍‌ଭୋକେଟ୍‌ ପ୍ରମୋଦ ଜେଷ୍ଠି, ଚାଟାର୍ଡ ଆକାଉଣ୍ଟାଣ୍ଟ ଶ୍ରୀ ରାଜକିଶୋର ଦାସ, ଆଡ୍‌ଭୋକେଟ୍‌ ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକ, ଚାଟାର୍ଡ ଆକାଉଣ୍ଟାଣ୍ଟ ବିଶ୍ୱଜ୍ୟୋତି ପଟ୍ଟନାୟକ, ଇଷ୍ଟର୍ଣ୍ଣ ଇଣ୍ଡିଆ କନ୍‌ଷ୍ଟ୍ରକସନ୍‌ ପ୍ରା. ଲିମିଟେଡ୍‌ର ମ୍ୟାନେଜିଂ ଡାଇରେକଫର ଇଂ. ଶ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଦାସ ଏବଂ ଆୟକର ବିଭାଗର ଅବସରପ୍ରାପ୍ତ କର୍ମଚାରୀ ଶ୍ରୀ ଜଗବନ୍ଧୁ ସାହୁ ଓ ସେକ୍‌ ଅବଦୁଲ୍‌ ନାସିରଙ୍କୁ ନିମନ୍ତ୍ରିତ କରାଯାଇ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ସମାରୋହ ସଭାକୁ ଆୟକର ନିରୀକ୍ଷକ ଶିବପ୍ରସାଦ ରଥ ପରିଚାଳନା କରିଥିଲେ । ଯୁଗ୍ମ ଆୟକର ଆୟୁକ୍ତ ଡକଫର ଉମାକାନ୍ତ ଧୃପତି ସ୍ୱାଗତ ଭାଷଣ ଦେବା ସହ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ ।

ସଭା ଶେଷରେ ଆୟକର ଅଧିକାରୀ ରଞ୍ଜନ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ ସଭାରେ ଅତିରିକ୍ତ ଆୟକର ଆୟୁକ୍ତ ଜିତେନ୍ଦ୍ର କୁମାର ଲେଙ୍କା ଏବଂ ଅରୁଣ କୁମାର ମହାନ୍ତି, ଆୟକର ଅଧିକାରୀ କ୍ଷିତୀଶ କୁମାର ମହାନ୍ତି ଏବଂ ପ୍ରମୋଦ କୁମାର ସାହୁଙ୍କ ସହ ଅନ୍ୟାନ୍ୟ ଅଧିକାରୀ ଏବଂ କର୍ମଚାରୀବୃନ୍ଦ ଉପସ୍ଥିତ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

June 15, 2026
ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version