• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଧୁନିକ ଜ୍ଞାନକୌଶଳର ବ୍ୟବହାର ଓ ଦକ୍ଷତା ବିକାଶ ଜରିଆରେ ଆମେ କୃଷି କ୍ଷେତ୍ରରେ ଶୀର୍ଷ ସ୍ତରକୁ ପହଞ୍ଚିପାରିବା : କୃଷିମନ୍ତ୍ରୀ ଡ. ସାହୁ

Proprietor Abhimanyu Maharana by Proprietor Abhimanyu Maharana
September 20, 2021
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ଆଧୁନିକ ଜ୍ଞାନକୌଶଳର ବ୍ୟବହାର ଓ ଦକ୍ଷତା ବିକାଶ ଜରିଆରେ ଆମେ କୃଷି କ୍ଷେତ୍ରରେ ଶୀର୍ଷ ସ୍ତରକୁ ପହଞ୍ଚିପାରିବା : କୃଷିମନ୍ତ୍ରୀ ଡ. ସାହୁ
Share on FacebookShare on TwitterWhatsapp

ବେରୋଜଗାର ଓ ଶିକ୍ଷିତ ଯୁବକଙ୍କ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଏବଂ ଓଏଆଇସି ୱେବସାଇଟ ଉଦ୍‌ଘାଟିତ

ଓଡ଼ିଶା ତାଜା ନ୍ୟୁଜ୍ (୨୦ ସେପ୍ଟେମ୍ବର ସୋମବାର) ଭୁବନେଶ୍ୱର :- ଓଡ଼ିଶା କୃଷି କ୍ଷେତ୍ରରେ ଏକ ପ୍ରଗତିଶୀଳ ରାଜ୍ୟ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନ ଓ ଦୂରଦୃଷ୍ଟି ପାଇଁ ଓଡ଼ିଶା ବିଗତ ବର୍ଷମାନଙ୍କରେ କୃଷି କ୍ଷେତ୍ରରେ ଜାତୀୟ ସ୍ତରରେ ଅନେକ ପୁରସ୍କାର ହାସଲ କରିଛି । ନିକଟରେ ଓଡ଼ିଶା ମାଣ୍ଡିଆ ସମେତ କ୍ଷୁଦ୍ରଶସ୍ୟ ଚାଷକୁ ପ୍ରୋତ୍ସାହନ କ୍ଷେତ୍ରରେ ସମଗ୍ର ଦେଶରେ ଶ୍ରେଷ୍ଠ ରାଜ୍ୟ ଭାବେ ପୁରସ୍କୃତ ହୋଇଛି । ତେବେ ଆଧୁନିକ ଜ୍ଞାନକୌଶଳର ବ୍ୟବହାର ଓ ଦକ୍ଷତା ବିକାଶ ଜରିଆରେ ଆମେ କୃଷି କ୍ଷେତ୍ରରେ ଶୀର୍ଷ ସ୍ତରକୁ ପହଞ୍ଚିପାରିବା ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମତବ୍ୟକ୍ତ କରିଛନ୍ତି ।

ଆଜି ବେରୋଜଗାର ଓ ଶିକ୍ଷିତ ଯୁବକଙ୍କ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଏବଂ ଓଡ଼ିଶା କୃଷି ଶିଳ୍ପ ନିଗମର େୱବ୍‌ସାଇଟ୍‌ ଉଦ୍‌ଘାଟନ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଡ. ସାହୁ କହିଲେ ଯେ ବର୍ତ୍ତମାନ କୃଷି କ୍ଷେତ୍ରରେ ସବୁଠୁ ଅଧିକ ନିଯୁକ୍ତି ସୁଯୋଗ ରହିଛି । ନିଜର ଜ୍ଞାନ ଓ ଦକ୍ଷତା ବୃଦ୍ଧି ସହ ଶିକ୍ଷିତ ଯୁବକଯୁବତୀ ନିଜ ଅଞ୍ଚଳରେ ଅର୍ଥ ଉପାର୍ଜନ ସହ ସମ୍ମାନର ସହ ଜୀବନ ଜିଇଁ ପାରିବେ ବୋଲି କହିଥିଲେ । ବର୍ତ୍ତମାନ ସମୟରେ କୃଷି ଯନ୍ତ୍ରପାତିର ଚାହିଦା ବୃଦ୍ଧି ପାଇଥିବାବେଳେ ଏହା ଉପରେ ଅଧିକ ଜ୍ଞାନ ଆହରଣ ଯୁବବର୍ଗଙ୍କ ଆତ୍ମନିର୍ଭରଶୀଳ କରାଇପାରିବ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ କୃଷି ଏବଂ କୃଷି ଯନ୍ତ୍ରପାତି କ୍ଷେତ୍ରରେ ଅଧିକ ତାଲିମ କାର୍ଯ୍ୟକ୍ରମ ସହ ଶିକ୍ଷିତ ତାଲିମପ୍ରାପ୍ତ ମାନବସମ୍ବଳର ଏକ ଡାଟାବେସ୍‌ ପ୍ରସ୍ତୁତ ଉପରେ ଗୁରୁତ୍ୱ ଦେଇଥିଲେ ।

ଉପଦେଷ୍ଟା ଶ୍ରୀ କୃତିବାସ ପାତ୍ର ତାଲିମ ନେବାକୁ ଆସିଥିବା ଯୁବକମାନଙ୍କୁ ଉଦ୍‌ବୋଧନ ଦେଇ ନିଷ୍ଠା ଓ ଆନ୍ତରିକ ଉଦ୍ୟମ ଯେ କୌଣସି କଠିନ କାର୍ଯ୍ୟକୁ ସଫଳ କରିବାରେ ସକ୍ଷମ ବୋଲି କହିଥିଲେ । କୃଷି ଶିଳ୍ପ ନିଗମର ଅଧ୍ୟକ୍ଷ ଶ୍ରୀ ଦେବାଶିଷ ମହାନ୍ତି ରାଜ୍ୟ ସରକାର ଏବଂ ନିଗମ ପକ୍ଷରୁ ନିଆଯାଇଥିବା ବିଭିନ୍ନ କଲ୍ୟାଣକାରୀ ଯୋଜନା ସଂପର୍କରେ କହିଥିଲେ । କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର ସରକାରଙ୍କ ପକ୍ଷରୁ ଚାଷୀମାନଙ୍କୁ ରିହାତି ମୂଲ୍ୟରେ ଦିଆଯାଉଥିବା ବିଭିନ୍ନ କୃଷି ଯନ୍ତ୍ରପାତିର ରକ୍ଷଣାବେକ୍ଷଣ ଓ ମରାମତି ନିମନ୍ତେ ଦକ୍ଷ ମାନବସମ୍ବଳର ଆବଶ୍ୟକ ଥିବାରୁ ଏହି ତାଲିମ କାର୍ଯ୍ୟକ୍ରମ ବେଶ୍‌ ଉପଯୋଗୀ ବୋଲି କହିଥିଲେ ।

ଏଠାରେ ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମରେ ଚାଷୀମାନଙ୍କୁ ଯୋଗାଇ ଦିଆଯାଇଥିବା ପାୱାର ଟିଲର୍‌, ପମ୍ପ, ଧାନକଟା ଯନ୍ତ୍ର ଏବଂ ଯନ୍ତ୍ରଚାଳିତ ୱିଡର ଯନ୍ତ୍ରଗୁଡ଼ିକର ରକ୍ଷଣାବେକ୍ଷଣ ପାଇଁ ରାଜ୍ୟର ବେରୋଜଗାର ଓ ଶିକ୍ଷିତ ଯୁବକଙ୍କ ପାଇଁ ଆଜି ଭୁବନେଶ୍ୱରଠାରେ ୧୨ ଦିନିଆ ଦକ୍ଷତା ବୃଦ୍ଧି ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ଏଥିରେ ବିଭିନ୍ନ ଜିଲ୍ଲାରୁ ୫ଟି ବ୍ୟାଚ୍‌ରେ ୧୫୦ ଜଣଙ୍କୁ ତାଲିମ ପ୍ରଦାନ କରାଯିବ । ଆଜିର ଏହି କାର୍ଯ୍ୟକ୍ରମରେ ଓଡ଼ିଶା କୃଷି ଶିଳ୍ପ ନିଗମର ପରିଚାଳନା ନିର୍ଦ୍ଦେଶକ ସଦାନନ୍ଦ ନାୟକ ସ୍ୱାଗତ ଭାଷଣ ଦେଇଥିବାବେଳେ ବାଙ୍କବିହାରୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ରଞ୍ଜନା ପଣ୍ଡାଙ୍କ ସମେତ ରାଜ୍ୟ ଉଦ୍ୟାନ ନିର୍ଦ୍ଦେଶକ, ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକ, କୃଷି ମୁଖ୍ୟଯନ୍ତ୍ରୀ ଓ ନିଗମର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

June 15, 2026
ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version