• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ

Proprietor Abhimanyu Maharana by Proprietor Abhimanyu Maharana
September 21, 2021
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ
Share on FacebookShare on TwitterWhatsapp

ମୋହନା ବ୍ଲକ ଶିକୁଳିପଦର ପଞ୍ଚାୟତ  ଅଲଣ୍ଡା ୧୦୮ ଫାର୍ମାଶିଷ୍ଟଙ୍କ ମହାନତା, ଗର୍ଭବତୀ ମହିଳାଙ୍କୁ ଷ୍ଟେଚ଼ରରେ ବୋହି ଆଣିଲେ ୩ କିମି ରାସ୍ତା

ଓଡ଼ିଶା ତାଜା ନ୍ୟୁଜ୍ (୨୧ ସେପ୍ଟେମ୍ବର ମଙ୍ଗଳବାର)  ପାରଳାଖେମୁଣ୍ଡି :- କେନ୍ଦ୍ର ଓ ରାଜ୍ୟ ସରକାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଉନ୍ନତି ତଥା ମୌଳିକ ସମସ୍ୟାର ସମାଧାନ ପାଇଁ ପାଣି ଭଳି କୋଟି କୋଟି ଟଙ୍କା ଖର୍ଚ କରୁଥିବା ଡିଣ୍ଡିମ ପିଟୁଥିବା ବେଳେ ଗଜପତି ଜିଲ୍ଲା ମୋହନା ବ୍ଳକର ଉପାନ୍ତ ଅଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳର ବାସ୍ତବତା ସମ୍ପୂର୍ଣ୍ଣ ଭିନ୍ନ । ଏହି ବ୍ଳକରେ ଏବେ ମଧ୍ୟ ବହୁ ଗ୍ରାମ ରହିଛି ଯେଉଁଠି କି ଗମନାଗମନ କରିବା କାଠିକର ପାଠ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ସ୍ଥାନୀୟ ବ୍ଳକ ଅନ୍ତର୍ଗତ ଶିକୁଳିପଦର ପଞ୍ଚାୟତ ଅଧିନ ଅଲଣ୍ଡା ଗ୍ରାମରେ ।

ଏହି ଗ୍ରାମର ଜଣେ ଗର୍ଭବତୀ ମହିଳା ସୁନିଲା ଶବର (୩୩) ଗର୍ଭ ଯନ୍ତ୍ରଣା ସହ୍ୟ କରି ନ ପାରି ମୋହନା ସ୍ୱାସ୍ଥ୍ୟକେନ୍ଦ୍ରରେ ନିୟୋଜିତ ୧୦୮ ଆମ୍ବୁଲେନ୍ସକୁ ଖବର କରିଥିଲେ। ଖବର ପାଇ ୧୦୮ର ଫାର୍ମାଶିଷ୍ଟ ବିବ୍ୟାଧର ସାହୁ ଓ ଚାଳକ ଯାଇଥିଲେ  । ଗାଡିଟି ରାଜ୍ୟ ରାଜପଥ କଡରେ ପଡୁଥିବା ଅଲଣ୍ଡା ଛକଠାରେ ଅଟକି ଥିଲା । ସେଠାରୁ ୫ କି.ମି ଦୂର ଅଲଣ୍ଡା ଗ୍ରାମର ରାସ୍ତା ବିପର୍ଯ୍ୟସ୍ତ ଥିବାରୁ ୧୦୮ ଯିବା ସମ୍ଭବପର ହୋଇନଥିଲା ।

ଏଣୁ ଫାର୍ମାଶିଷ୍ଟ ବିଦ୍ୟାଧର ଷ୍ଟେଚର ଧରି ପାଦରେ ଚାଲି ଚାଲି ଅଲଣ୍ଡା ଗ୍ରାମରେ ପହଞ୍ଚିଲେ। ସେଠାରୁ ଗର୍ଭବତୀ ମହିଳାଙ୍କୁ ଷ୍ଟେଚ଼ରରେ ଶୁଆଇ ବୋହି ବୋଲି ୩ କି.ମି ଦୁର୍ଗମ ରାସ୍ତା ପାର ହୋଇ ଅଟକି ରହିଥିବା ୧୦୮ରେ ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ। କିଛି ଘଣ୍ଟାର ବ୍ୟବଧାନ ପରେ ସୁନିଲାଙ୍କର ଏକ ପୁତ୍ର ସନ୍ତାନ ଜନ୍ମ ହୋଇଥିବା ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଜଣାପଡିଛି। ମା’ ଓ ପୁଅ ଉଭୟେ ସୁସ୍ଥ ଅଛନ୍ତି।            (ଗରୁଡ଼ଧ୍ଵଜଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରିଷ୍ଠ ସାମ୍ବାଦିକ ଗରୁଡ଼ ଧ୍ଵଜ ଚୌଧୁରୀ ଓ ତାଙ୍କ ପତ୍ନୀ ପାରଳାଖେମୁଣ୍ଡି ଶ୍ରୀଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ପାଇଁ ବରିଷ୍ଠ ସାମ୍ୱାଦିକ 25 ହଜାର ଟଙ୍କା ପ୍ରଦାନ କଲେ

ବରିଷ୍ଠ ସାମ୍ବାଦିକ ଗରୁଡ଼ ଧ୍ଵଜ ଚୌଧୁରୀ ଓ ତାଙ୍କ ପତ୍ନୀ ପାରଳାଖେମୁଣ୍ଡି ଶ୍ରୀଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ପାଇଁ ବରିଷ୍ଠ ସାମ୍ୱାଦିକ 25 ହଜାର ଟଙ୍କା ପ୍ରଦାନ କଲେ

October 22, 2026
Delhi’s Sahapurjat Durga Puja Celebrates Silver Jubilee

ଦିଲ୍ଲୀର ସାହାପୁରଯାଠରେ ଦୁର୍ଗାପୂଜା ର ରଜତ ଜୟନ୍ତୀ ପାଳନ

October 21, 2026
Delhi’s Sahapurjat Durga Puja Celebrates Silver Jubilee

Delhi’s Sahapurjat Durga Puja Celebrates Silver Jubilee

October 21, 2026
ନିଆଳି ଥାନାରେ ମା, ଦୁର୍ଗାଙ୍କ ପବିତ୍ର ପୂଜା ଉତ୍ସବ ଅନୁଷ୍ଠିତ

ନିଆଳି ଥାନାରେ ମା, ଦୁର୍ଗାଙ୍କ ପବିତ୍ର ପୂଜା ଉତ୍ସବ ଅନୁଷ୍ଠିତ

October 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରିଷ୍ଠ ସାମ୍ବାଦିକ ଗରୁଡ଼ ଧ୍ଵଜ ଚୌଧୁରୀ ଓ ତାଙ୍କ ପତ୍ନୀ ପାରଳାଖେମୁଣ୍ଡି ଶ୍ରୀଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ପାଇଁ ବରିଷ୍ଠ ସାମ୍ୱାଦିକ 25 ହଜାର ଟଙ୍କା ପ୍ରଦାନ କଲେ

ବରିଷ୍ଠ ସାମ୍ବାଦିକ ଗରୁଡ଼ ଧ୍ଵଜ ଚୌଧୁରୀ ଓ ତାଙ୍କ ପତ୍ନୀ ପାରଳାଖେମୁଣ୍ଡି ଶ୍ରୀଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ପାଇଁ ବରିଷ୍ଠ ସାମ୍ୱାଦିକ 25 ହଜାର ଟଙ୍କା ପ୍ରଦାନ କଲେ

October 22, 2026
Delhi’s Sahapurjat Durga Puja Celebrates Silver Jubilee

ଦିଲ୍ଲୀର ସାହାପୁରଯାଠରେ ଦୁର୍ଗାପୂଜା ର ରଜତ ଜୟନ୍ତୀ ପାଳନ

October 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version