• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯନ୍ତ୍ରୀ ଓ ନେତା ଗିରଫ : ଯୁବତୀଙ୍କୁ ନିଶାସକ୍ତ କରି ଅନୈତିକ ସମ୍ପର୍କ ରଖିବା ଅଭିଯୋଗ

Abhimanyu Maharana by Abhimanyu Maharana
September 21, 2021
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ଯନ୍ତ୍ରୀ ଓ ନେତା ଗିରଫ : ଯୁବତୀଙ୍କୁ ନିଶାସକ୍ତ କରି ଅନୈତିକ ସମ୍ପର୍କ ରଖିବା ଅଭିଯୋଗ
Share on FacebookShare on TwitterWhatsapp

ଆମେ ନେଲୁ ଉଡ଼ନ୍ତା କିଳା – ଯନ୍ତ୍ରୀ ଓ ନେତା ଗିରଫ 

1. ସୋନପୁର ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ – ଶଶୀକାନ୍ତ ସେଠୀ

 2. ପୂର୍ବତନ ନଗର ବିଜେପି ସଭାପତି – ଗଣେଶ ସାହୁ

ଓଡ଼ିଶା ତାଜା ନ୍ୟୁଜ୍ (୨୧ ସେପ୍ଟେମ୍ବର ମଙ୍ଗଳବାର) ସୋନପୁର :- ଗତକାଲି ସଂଧ୍ୟାରେ ଦୁଇ ଅଭିଯୁକ୍ତ ସୁବଳୟା ଅଞ୍ଚଳର ଜଣେ ୨୧ବର୍ଷିୟୀ ଯୁବତୀଙ୍କୁ କିଛି ଟଙ୍କା ଦେଇ ଯନ୍ତ୍ରୀଙ୍କ ଗୋକର୍ଣ୍ଣେଶ୍ୱର ପଡାସ୍ଥିତ ଭଡାଘରରେ ମଦ୍ୟାପନ କରାଇ ଅନୈତିକ ସମ୍ପର୍କ ରଖିଥିଲେ । ଜଣେ ଯୁବତୀଙ୍କ ସହ ଅନୈତିକ ସମ୍ପର୍କ ରଖିଥିବା ଅଭିଯୋଗରେ ସୋନପୁର ପୁଲିସ ଜନୈକ ଯନ୍ତ୍ରୀ ଓ ନେତାଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ସୋନପୁର ମଝିପଡାର ପୂର୍ବତନ ନଗର ବିଜେପି ସଭାପତି ଗଣେଶ ସାହୁ (୪୮) ଏବଂ ସୋନପୁର ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ଶଶୀକାନ୍ତ ସେଠୀ (୪୨) । ପରେ ଉକ୍ତ ଯୁବତୀଙ୍କୁ ବାଇକ୍‌ରେ ଆଣି ନିଶାସକ୍ତ ଅବସ୍ଥାରେ ସୋନପୁରର ଏକ ହୋଟେଲ ସମ୍ମୁଖରେ ଛାଡି ଦେଇଥିଲେ ।

ଉକ୍ତ ଯୁବତୀ ଜଣକ ସେଠାରେ ନିଶାଶକ୍ତ ଅବସ୍ଥାରେ ପାଟିତୁଣ୍ଡ କରିଥିଲେ । ପୁଲିସ ଖବର ପାଇ ତାକୁ ସେଠାରୁ ଉଦ୍ଧାର କରି ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲା । ପ୍ରକାଶ ଯେ, କିଛିଦିନ ପୂର୍ବରୁ ଯନ୍ତ୍ରୀ ଜଣକ ସମ୍ବଲପୁରର ଏକ ବସ୍‌ରେ ଯାଉଥିବା ବେଳେ ଉକ୍ତ ଯୁବତୀଙ୍କ ସହ ପରିଚୟ ହୋଇଥିଲା । ପରେ ଯନ୍ତ୍ରୀ ଜଣ ଉକ୍ତ ଯୁବତୀଙ୍କୁ ଆଣି ସୋନପୁରସ୍ଥିତ ଭଡ଼ାଘରେ ରଖିଥିଲେ । ଗତକାଲି ଉଭୟ ଯନ୍ତ୍ରୀ ଶ୍ରୀ ସେଠୀ ଏବଂ ଗଣେଶ ସାହୁ ଯୁବତୀଙ୍କ ସହ ଅନୈତିକ ସମ୍ପର୍କ ରଖିଥିବା ପୁଲିସ ସୂତ୍ରରୁ ପ୍ରକାଶ । ଏନେଇ ପୁଲିସ ଏକ ମାମଲା ରୁଜୁ କରିଥିବା ବେଳେ ଆଇଆଇସି ପୁଷ୍ପେନ୍ଦୁ ସାଗର ଘଟଣାର ତଦନ୍ତ କରୁଛନ୍ତି ।

Abhimanyu Maharana

Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

February 24, 2020
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

୫୫ ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ – ୨୯.୩୬ କୋଟି ଟଙ୍କା ମଞ୍ଜୁର

July 5, 2022
ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ବକୃତା, ପ୍ରବନ୍ଧ, କବିତା ଆବୃତ୍ତି ନେଇ ଏକ ପ୍ରତିଯୋଗିତା ଅନୁଷ୍ଠିତ

ପାରଳାଖେମୁଣ୍ଡି ସ୍ଥିତ ଗୁଣ୍ଡିଚା ମନ୍ଦିରରେ ବରାହ ନୃସିଂହ ଅବତାର ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ପାରଳାଖେମୁଣ୍ଡି ଠାରେ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି : ୬୦ ଅଭିଯୋଗ ଶୁଣିଲେ – ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୫୫ ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ – ୨୯.୩୬ କୋଟି ଟଙ୍କା ମଞ୍ଜୁର

୫୫ ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ – ୨୯.୩୬ କୋଟି ଟଙ୍କା ମଞ୍ଜୁର

July 5, 2022
ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ବକୃତା, ପ୍ରବନ୍ଧ, କବିତା ଆବୃତ୍ତି ନେଇ ଏକ ପ୍ରତିଯୋଗିତା ଅନୁଷ୍ଠିତ

ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ବକୃତା, ପ୍ରବନ୍ଧ, କବିତା ଆବୃତ୍ତି ନେଇ ଏକ ପ୍ରତିଯୋଗିତା ଅନୁଷ୍ଠିତ

July 5, 2022
  • About
  • Advertise
  • Privacy & Policy
  • Contact

© 2020 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2020 Odisha Taza News.