• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାଇକମାଲରେ କୃଷକ ସମାବେଶ : ନଅ ଦଫା ଦାବୀପତ୍ର ପ୍ରଦାନ 

Proprietor Abhimanyu Maharana by Proprietor Abhimanyu Maharana
September 24, 2021
in ଓଡ଼ିଶା, ବରଗଡ଼, ହୋମ୍
0
ପାଇକମାଲରେ କୃଷକ ସମାବେଶ : ନଅ ଦଫା ଦାବୀପତ୍ର ପ୍ରଦାନ 
Share on FacebookShare on TwitterWhatsapp

ତାଜା ନ୍ୟୁଜ୍ (୨୪ ସେପ୍ଟେମ୍ୱର ଶୁକ୍ରବାର) ପଦ୍ମପୁର :- ପଦ୍ମପୁର ଉପଖଣ୍ଡ ରାଜ ବୋଡାସମ୍ବର କୃଷକ ସଙ୍ଗଠନ ପାଇକମାଲ ବ୍ଲକ କୃଷକ ସଙ୍ଗଠନ ପକ୍ଷରୁ ପାଇକମାଲ ତହସିଲଦାର ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ନଅ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି । ସର୍ବ ପ୍ରଥମେ କୃଷକ ମାନେ ପାଇକମାଲ ବଜାର ପ୍ରାଙ୍ଗଣରେ ମିଳିତ ହୋଇ ଶୋଭାଯାତ୍ରାରେ ବାହାରି ପାଇକମାଲ ତହସିଲ କାର୍ଯ୍ଯଳୟ ରେ ପହଞ୍ଚି ଥିଲେ ।ଏହି ଶୋଭାଯାତ୍ରାରେ ଚାଷୀ ଓ ମହିଲା ମାନେ ଶହ ଶହ ସଂଖ୍ଯାରେ ଯୋଗଦାନ କରିଥିଲେ ।

ପାଇକମାଲ ତହସିଲ ଅଫିସ ସମ୍ମୁଖରେ ଚାଷୀ ନେତା ବିଶ୍ଵନାଥ ରଣାଙ୍କ ସଭାପତିତ୍ବ ରେ ଏକ କୃଷକ ସମାବେଶ ସଭା ଆୟୋଜନ ହୋଇଥିଲା । ଏହି ସଭାରେ ଚାଷୀ ମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରି ନେତା ମାନେ ବକୃତା ପ୍ରଦାନ କରିଥିଲେ । ଦାବୀ ଗୁଡିକ ମଧ୍ଯରେ ପାଇକମାଲ ବ୍ଲକକୁ ମରୁଡ଼ି ଘୋଷଣା,ସମ୍ପୁର୍ଣ୍ଣ ରୂପେ କୃଷିରଣ ଛାଡ,କୃଷକ ନିମନ୍ତେ କେନ୍ଦ୍ର ସରକାରଙ୍କ ର କୃଷି ଆଇନ ପ୍ରତ୍ୟାହାର,ପାଇକମାଲ ସମସ୍ତ ଜମିକୁ ଜଳସେଚନ ସୁବିଧା,ବିକ୍ରିୟ ହୋଇଥିବା ଧାନ ବସ୍ତା ର ଟଙ୍କା ପ୍ରଦାନ,ଜମିର କିସମ ପରିବର୍ତ୍ତନ,ଉଠା ଜଳସେଚନ ବିଦ୍ୟୁତ ଶୁକ୍ଲ ଛାଡ,ଶ୍ରମିକ ମାନଙ୍କୁ କାମ ଯୋଗାଣ,ଚାଷୀ ଓ ଶ୍ରମିକ ପରିବାରକୁ ରାସନ କାର୍ଡ ଏବଂ କାଳିଆ ଯୋଜନା ଅର୍ଥ ଯୋଗାଇବା ଆଦି ନଅ ଦଫା ସମ୍ବଳିତ ଦାବିପତ୍ର କୁ ପାଇକମାଲ ତହସିଲଦାର ଶ୍ରୀ ମନୋଜ କୁମାର ମେହେରଙ୍କୁ ପ୍ରଦାନ କରା ଯାଇଥିଲା ।

ଏହି ଚାଷୀ ସମାବେଶରେ ଚାଷୀ ମାନଙ୍କ ମଧ୍ଯରୁ ଦହିତ ସାହୁ,ବାଳକୃଷ୍ଣ ବନଛୋର,ମୁକ୍ତେଶ୍ଵର ପଟେଲ,ପୀତାମ୍ବର ସାହୁ,ରାସ ବିହାର ସାହୁ,ବିପିନ ବିହାର ଠାକୁର,ପୁସ୍କର ବରିହା,ମଳୟ ଭୋଇ,ଲିଙ୍ଗରାଜ ପ୍ରଧାନ, ଅଜିତ ଶତପଥୀ,ନନ୍ଦଲାଲ ତ୍ରିବେଦୀ,ଯୁଧିଷ୍ଠିର ସାହୁ, ଅଶୋକ ସାହୁ,ବାଞ୍ଚାନିଧି ସାହୁ,କୈଳାସ ସାହୁ,ବିରେନ ପ୍ରଧାନ, ଅଶୋକ ସାହୁ,ହର ବଣିଆଙ୍କ ସମେତ ଚାଷୀ ସାମିଲ ଥିଲେ । ଆଗାମୀ ସମୟରେ ଯଦି ସରକାର ପଦକ୍ଷେପ ନ ନେବେ ତେବେ ରାଜରାସ୍ତାକୁ ଓହ୍ଲାଇବା ପାଇଁ ଚେତାବନୀ ଦେଇଛନ୍ତି । (ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version