• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟାଉନ ଥାନା ରେ ଯୁବକର ସଂଦେହ ଜନକ ମୃତ୍ୟୁ, ସହରରେ ଉତ୍ତେଜନା

Proprietor Abhimanyu Maharana by Proprietor Abhimanyu Maharana
September 25, 2021
in ଓଡ଼ିଶା, ବରଗଡ଼, ହୋମ୍
0
ଟାଉନ ଥାନା ରେ ଯୁବକର ସଂଦେହ ଜନକ ମୃତ୍ୟୁ, ସହରରେ ଉତ୍ତେଜନା
Share on FacebookShare on TwitterWhatsapp

ତାଜା ନ୍ୟୁଜ୍ (୨୫ ସେପ୍ଟେମ୍ୱର ଶନିବାର ) ବରଗଡ଼ :- ଗତକାଲି ରାତିରେ ବରଗଡ଼ ଟାଉନ ପୋଲିସ ଏକ ପୁରୁଣା ଗଣ୍ଡଗୋଳ କେଶ୍ ରେ ଜନୈକ ଯୁବକ କୁ ଦିନଟିକୁ ଆଣିବା ପରେ ଥାନାରେ ଥିବା ଉକ୍ତ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣା କୁ କେନ୍ଦ୍ର କରି ଆଜି ବରଗଡ଼ ରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ୟକ୍ତ ଲୋକେ ବରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭଙ୍ଗାରୁଜା କରିବା ସହ ମୃତ ଦେହକୁ ଗାନ୍ଧୀ ଛକଠାରେ ରାସ୍ତାରେ ରଖି ରାସ୍ତା ଅବରୋଧ କରିଛନ୍ତି । ଗତ ରାତିରେ ବରଗଡ଼ ଟାଉନ ଥାନା ର ପୋଲିସ ତୋରା ର ଜନୈକ ଯୁବକ ଗୋବିନ୍ଦ କୁମ୍ଭାର ଙ୍କୁ ଥାନା କୁ ଆଣିଥିଲେ । ମାସେ ଆଗରୁ ଏକ ଗଣ୍ଡଗୋଳ ଘଟଣା ରେ ସଂପୃକ୍ତ ଥିବା ଅଭିଯୋଗରେ ଗୋବିନ୍ଦ ଙ୍କୁ ଥାନାକୁ ଅଣାଯାଇଥିଲା ।

ପୋଲିସର ସୂଚନା ଅନୁସାରେ ଭୋର ରେ ଗୋବିନ୍ଦ ଙ୍କ ଦେହ ହଠାତ ଖରାପ ହେବାରୁ ତାଙ୍କୁ ପ୍ରଥମେ ବରଗଡ଼ ସହରରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ନିଆଯାଇଥିଲା । ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଖେଦାପାଲି ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଖବର ପ୍ରଚାରିତ ହେବା ପରେ ସହରରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା । ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନାରେ ଭଙ୍ଗାରୁଜା କରିଥିଲେ । ପରେ ମୃତ ଦେହ ସେଠାରୁ ଆଣି ବରଗଡ଼ ଗାନ୍ଧିଛକ ଠାରେ ରାସ୍ତା ଅବରୋଧ କରିଥିଲେ। ମୃତ ଯୁବକଙ୍କ ଶବ ରାସ୍ତା ଉପରେ ରଖି ଉତ୍ତ୍ୟକ୍ତ ଲୋକେ ରାସ୍ତରୋକୋ କରିଥିବା ବେଳେ ହଠାତ ପରିସ୍ଥିତି ଅଣାୟତ୍ତ ହୋଇପଡିଛି ।

ଉତ୍ତ୍ୟକ୍ତ ଲୋକଙ୍କୁ ଘଉଡାଇବାକୁ ଯାଇ ପୋଲିସ ଲାଠି ଚାର୍ଜ କରିଛି । ଫଳରେ କିଛି ଲୋକ ଆହତ ହୋଇଥିବା ଖବର ମିଳିଛି । ବର୍ତ୍ତମାନ ପରିସ୍ଥିତି ଉତ୍ତେଜନପୂର୍ଣ୍ଣ ରହିଥିବାରୁ ସାରା ଅଞ୍ଚଳ ପୋଲିସ ଛାଉଣୀରେ ପରିଣତ ହୋଇଛି । ଏସପି ଅଫିସ ଛକରେ ପୋଲିସ ଫ୍ଲାଗମାର୍ଚ୍ଚ କରିବା ସହ ପରିସ୍ଥିତି ପ୍ରତି ନଜର ରଖିଛି । ପୋଲିସ କର୍ଡନରେ ମୃତଦେହ ପୋଷ୍ଟମର୍ଟମ ପାଇଁ ନିଆଯାଇଛି । ଆସନ୍ତାକାଲି ସକାଳେ ଶବ ବ୍ୟବଚ୍ଛେଦ ହେବ ବୋଲି ସୂଚନା ମିଳିଛି । ଡ଼ିଆଇଜି ଜୟନାରାୟନ ପଙ୍କଜ ପରିସ୍ଥିତି ର ଅନୁଧ୍ୟାନ ପାଇଁ ବରଗଡ଼ ରେ ପହଞ୍ଚି ବରଗଡ଼ ଏସପି ଅଫିସ ରେ ଘଟଣା ର ସମୀକ୍ଷା କରୁଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ଏହି ବୈଠକକୁ ଡକାଯାଇ ଆଲୋଚନା କରାଯାଉଛି । ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ ବୈଠକରେ ଉପସ୍ଥିତ ଅଛନ୍ତି । ସହରରେ ଚାପା ଉତ୍ତେଜନା ରହିଥିଲେ ମଧ୍ୟ ପରିସ୍ଥିତି ନିୟନ୍ତ୍ରଣରେ ରହିଛି ।(ସତ୍ୟ ନାରାୟଣ ପ୍ରଧାନ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version