No Result
View All Result

ଓଡ଼ିଶା ତାଜା ନ୍ୟୁଜ୍ (୨୬ ସେପ୍ଟେମ୍ବର ରବିବାର ) ଭୁବନେଶ୍ୱର :- ସରକାରଙ୍କ ପକ୍ଷରୁ ଅରିନ୍ଦମଙ୍କ ପତ୍ନୀ ସମୀକ୍ଷାଙ୍କୁ ଅର୍ଥ ରାଶି ପ୍ରଦାନ କରିଛନ୍ତି କେନ୍ଦୁଝର ଉପ ଜିଲ୍ଲାପାଳ ରାମଚନ୍ଦ୍ର କିସ୍କୁ । ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଏହି ସହାୟତା ରାଶି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଗତକାଲି ଅରିନ୍ଦମଙ୍କ ପରିବାରକୁ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଦେବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଆଜି ଉପଜିଲ୍ଲାପାଳ ଅରିନ୍ଦମ ଦାସଙ୍କ ଘରେ ପହଞ୍ଚି ସହାୟତା ରାଶି ଚେକ୍ ପ୍ରଦାନ କରିଛନ୍ତି । ପରିବାର ଲୋକେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି । (ରଶ୍ମିତା ମହାପାତ୍ର /କଟକ ରିପୋର୍ଟ )
No Result
View All Result