• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜଘାଟ ଚେକ୍‌ପୋଷ୍ଟରେ ଧରାପଡ଼ିଲା ଶତାଧିକ ଗାଡ଼ି କଟକଣା ସତ୍ତ୍ବେ ଆନ୍ଧ୍ର, ଛତିଶଗଡ଼, ପଶ୍ଚିମବଙ୍ଗରୁ ଗାଡ଼ି ଆସିଲା କେମିତି …?

Proprietor Abhimanyu Maharana by Proprietor Abhimanyu Maharana
April 23, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ରାଜଘାଟ ଚେକ୍‌ପୋଷ୍ଟରେ ଧରାପଡ଼ିଲା ଶତାଧିକ ଗାଡ଼ି କଟକଣା ସତ୍ତ୍ବେ ଆନ୍ଧ୍ର, ଛତିଶଗଡ଼, ପଶ୍ଚିମବଙ୍ଗରୁ ଗାଡ଼ି ଆସିଲା କେମିତି …?
Share on FacebookShare on TwitterWhatsapp

ବାଲେଶ୍ୱର,ଜଳେଶ୍ବର ( ଓଡିଶା ତାଜା ନ୍ୟୁଜ୍‌ ) କୋଭିଡ୍ ହସ୍ପିଟାଲ ପରିଦର୍ଶନ , ରିପୋର୍ଟ ଦୀପ୍ତିମାନ୍ ପତି ,୨୩ ଏପ୍ରିଲ, ଗୁରୁବାର : ସୁବର୍ଣ୍ଣରେଖା ସେତୁ ନିକଟ ରାଜଘାଟଠାରେ ଜିଲ୍ଲା ପୁଲିସ ଦ୍ବାରା ଖୋଲା ଯାଇଥିବା ଏକ ଚେକ୍‌ ପୋଷ୍ଟ ନିକଟରେ ଆଜି ପୂର୍ବାହ୍ନରେ ଶତାଧିକ ଗାଡ଼ି ଅଟକିଥିବା ଦେଖିବାକୁ ମିଳିଥିଲା । ଲକ୍ଷ୍ମଣନାଥ ଅନ୍ତଃରାଜ୍ୟ ତନଖି ଫାଟକରେ କଡ଼ା ଯାଞ୍ଚ ପ୍ରକ୍ରିୟା ଚାଲୁଥିବା ବେଳେ ଶତାଧିକ ଗାଡ଼ି ପଶ୍ଚିମବଙ୍ଗରୁ ଆସି ରାଜଘାଟରେ ପହଞ୍ଚିଲା । ଯାଞ୍ଚ ବେଳେ ଜଣାପଡ଼ିଥିଲା ଯେ ଅଧିକାଂଶ ଆମ୍ବୁଲାନ୍ସରେ ରୋଗୀ ବଦଳରେ ଯାତ୍ରୀ ବୁହା ଚାଲିଛି ।

ଧରାପଡ଼ିଥିବା ଅଧିକାଂଶ ଗାଡ଼ି ମଧ୍ୟରୁ କେରଳ, ଛତିଶଗଡ଼, କର୍ଣ୍ଣାଟକ, ତାମିଲନାଡୁ, ମଧ୍ୟପ୍ରଦେଶ ଅଞ୍ଚଳର ବହୁ ଆମ୍ବୁଲାନ୍ସ ରହିଛି । ଏହି ଗାଡ଼ିଗୁଡ଼ିକ କିପରି ଲକ୍ଷ୍ମଣନାଥ ଗେଟ୍ ଅତିକ୍ରମ କଲେ ତାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଲକ୍ଷ୍ମଣନାଥରେ ଏସବୁ ଗାଡ଼ିକୁ ଯାଞ୍ଚ କରାଯାଇଛି କି ନାହିଁ, ଯଦି କରାଯାଇଛି ତେବେ କେଉଁ କାଗଜପତ୍ର ବଳରେ ଗାଡ଼ିଗୁଡ଼ିକ ସେଠାରୁ ଛଡ଼ାଯାଇଥିଲା । ଏହାକୁ ନେଇ ତନାଘନା ଚାଲିଛି । କେବଳ ପଶ୍ଚିମବଙ୍ଗ ପଟୁ ନୁହେଁ ବାଲେଶ୍ବର ପଟୁ ମଧ୍ୟ ଅନୁରୂପ ଭାବେ ଶତାଧିକ ଗାଡ଼ି ଏଠାରେ ଯାଞ୍ଚ ବେଳେ ଅଟକ ରଖାଯାଇଥିଲା । ଆମ୍ବୁଲାନ୍ସ ଗାଡ଼ିଗୁଡ଼ିକ ମଧ୍ୟରୁ ଅଧିକାଂଶ ଗାଡ଼ିରେ ରୋଗୀ ପରିବର୍ତ୍ତେ ଯାତ୍ରୀ ଯାଉଥିବା ଦେଖା ଯାଇଥିଲା । ‌‌‌‌‌‌‌‌‌‌‌‌‌‌‌‌‌‌‌‌‌‌‌

ଏପରିକି ଗାଡ଼ିଗୁଡିକରେ ଯାତ୍ରୀ ଯାଉଥିଲେ ମଧ୍ୟ ରୋଗୀ ଯାଉଛି ବୋଲି କେତେକ ଗାଡ଼ିକୁ ପାସ୍‌ ଦିଆଯାଇଥିବା ଅଭିଯୋଗ ହୋଇଛି । ଖବର ପାଇ ବରିଷ୍ଠ ପଦାଧିକାରୀ ରାଜଘାଟରେ ପହଞ୍ଚି ପଶ୍ଚିମବଙ୍ଗ ପଟୁ ଆସିଥିବା ଗାଡ଼ିଗୁଡ଼ିକୁ ଲକ୍ଷ୍ମଣନାଥକୁ ଫେରାଇ ଦେବା ସହ ଧରପଗଡ଼କୁ ଜୋରଦାର କରିଥିଲେ । ଜରୁରୀ ରୋଗୀ ନେଉଥିବା ଗାଡ଼ିକୁ ଛାଡ଼ି ଦିଆଯାଇଥିବା ବେଳେ ଅନ୍ୟଗୁଡ଼ିକ ଏବେ ବି ଅଟକ ରହିଛି । ତେବେ ଲକ୍‌ଡାଉନ୍ କଟକଣା ସତ୍ତ୍ବେ ଆନ୍ଧ୍ର, ଛତିଶଗଡ଼, ପଶ୍ଚିମବଙ୍ଗ ସମେତ ଅନ୍ୟ ରାଜ୍ୟରୁ ଓଡ଼ିଶା ସୀମା ଭିତରକୁ ଗାଡ଼ି ଆସୁଛି କିପରି ତାହା ଏବେ ସାଧାରଣରେ ଆଲୋଚନାର ବିଷୟ ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

March 11, 2026
୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

March 11, 2026
ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନ ସଚେତନତା

ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନ ସଚେତନତା

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version