• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଆ ସାହିତ୍ୟରେ ଉପନ୍ୟାସ ରଚନା ଶିଥିଳ : ଅଧ୍ୟାପକ ବିଶ୍ୱରଞ୍ଜନ

Proprietor Abhimanyu Maharana by Proprietor Abhimanyu Maharana
September 26, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଓଡ଼ିଆ ସାହିତ୍ୟରେ ଉପନ୍ୟାସ ରଚନା ଶିଥିଳ : ଅଧ୍ୟାପକ ବିଶ୍ୱରଞ୍ଜନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୬ ସେପ୍ଟେମ୍ବର ରବିବାର ) ଭୁବନେଶ୍ୱର :- ଉପନ୍ୟାସରେ ସମୟର ପୁନଃନିର୍ମାଣ ଓ ଅଙ୍କନର ସାମର୍ଥ୍ୟ ରହିଛି । ଏହା ସହିତ ଭାବର ବ୍ୟାପ୍ତି ଓ ବୈଚିତ୍ର୍ୟର ଉପସ୍ଥାପନା ପାଇଁ ଉପନ୍ୟାସ ରଚନାରେ ସୁଯୋଗ ରହିଛି । ଓଡ଼ିଆ ସାହିତ୍ୟରେ ଉପନ୍ୟାସ ରଚନା ଶିଥିଳ ହେଉଥିବା ପରିପ୍ରେକ୍ଷୀରେ ବହୁସଂଖ୍ୟାରେ ଉପନ୍ୟାସ ଲେଖାକୁ ପ୍ରୋତ୍ସାହନ ମିଳିବା ଆବଶ୍ୟକ ବୋଲି ବିଶିଷ୍ଟ ଲେଖକ ଅଧ୍ୟାପକ ବିଶ୍ୱରଞ୍ଜନ ମତପ୍ରକାଶ କରିଛନ୍ତି । ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟ ଆନୁକୂଲ୍ୟରେ ସ୍ଥାନୀୟ କୃଷକ ସମାଜରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅଧ୍ୟାପକ ବିଶ୍ୱରଞ୍ଜନ ତାପସ କୁମାର ସାହାଙ୍କ ଲିଖିତ ଉପନ୍ୟାସ ‘ସୀମାରେଖାି’ ପାଠକାର୍ପଣ କରି କହିଲେ ଯେ ଭାରତ-ଚୀନ ଯୁଦ୍ଧର କାଳ୍ପନିକ ପୃଷ୍ଠଭୂମିରେ ଏକ ପ୍ରେମକାହାଣୀକୁ ସଫଳ ଭାବରେ ଲେଖକ ପ୍ରକାଶ କରିଛନ୍ତି ।

କଥାକାର ରାଜ୍ୟବର୍ଦ୍ଧନ ଧଳମହାପାତ୍ର ଓଡ଼ିଆ ସାହିତ୍ୟଜଗତକୁ ତାପସଙ୍କ ପ୍ରବେଶ ଉତ୍ସାହଜନକ ବୋଲି ଉଲ୍ଲେଖ କରି ଉପନ୍ୟାସର ସମୀକ୍ଷା କରିଥିଲେ । ଅନୁଷ୍ଠାନର ଉପସଭାପତି କବି ରକ୍ଷକ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସଭାପତି ସୂର୍ଯ୍ୟ ମିଶ୍ର ସାଂପ୍ରତିକ ସାହିତ୍ୟ ସଂଗଠନଗୁଡ଼ିକର କ୍ରିୟାଶୀଳତା ଉପରେ ସୂଚନା ଦେଇଥିଲେ । ମୌସୁମୀ ଦାସ ‘ଏ ମାସର କବ’ ଭାବେ ଯୋଗଦେଇ କବିତା ପାଠ କରିଥିବାବେଳେ ପରବର୍ତ୍ତୀ ପର୍ଯ୍ୟାୟରେ ଇତିଶ୍ରୀ ପତି, ବିବେକ ଜେନା, ପିତାମ୍ବର ଭୋଇ, ଶୈଳେନ୍ଦ୍ର କୁମାର ଜେନା, ଡକଫର ଦେବାଶିଷ ମହାପାତ୍ର, ପବିତ୍ର ମୋହନ କର ଓ ବିଜନବାଳା ପଟ୍ଟଯୋଶୀ ପ୍ରମୁଖ କବିତା ପାଠ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

ସିଆଇଆଇ ଓଡିଶା ପକ୍ଷରୁ ଓଡିଶାରେ ଶିଳ୍ପ ଅଭିବୃଦ୍ଧି ଓ ସ୍ଥାୟୀ ବିିକାଶ ପାଇଁ ଏକ ରୋଡମ୍ୟାପ ସହିତ ୨୦୨୬ – ୨୭ ପାଇଁ ନୂଆ ନେତୃତ୍ୱ ଘୋଷଣା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

ସିଆଇଆଇ ଓଡିଶା ପକ୍ଷରୁ ଓଡିଶାରେ ଶିଳ୍ପ ଅଭିବୃଦ୍ଧି ଓ ସ୍ଥାୟୀ ବିିକାଶ ପାଇଁ ଏକ ରୋଡମ୍ୟାପ ସହିତ ୨୦୨୬ – ୨୭ ପାଇଁ ନୂଆ ନେତୃତ୍ୱ ଘୋଷଣା

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version