• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୟୁରଭଞ୍ଜ ର ପୁଅ ସୀତାରାମ ମୁର୍ମୁଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ ସମ୍ପନ୍ନ ହୋଇଛି

Proprietor Abhimanyu Maharana by Proprietor Abhimanyu Maharana
September 26, 2021
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ମୟୁରଭଞ୍ଜ ର ପୁଅ ସୀତାରାମ ମୁର୍ମୁଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ ସମ୍ପନ୍ନ ହୋଇଛି
Share on FacebookShare on TwitterWhatsapp

ସୀତାରାମ ଓଡ୍ରାଫ ଟିମ ର ଜଣେ ସୁଦକ୍ଷ ବୁଡାଳି କର୍ମଚାରୀ ଥିଲେ ସେ ପ୍ରାୟ ୫୦୦ ରୁ ଉର୍ଧ୍ଵ ଲୋକଙ୍କୁ ଅକାତକାତ ପାଣି ମୁହଁରୁ ଉଧାର କରିଥିଲେ .  

ସୀତାରାମ ସାହସିକତା ପାଇଁ ରାଜ୍ୟ ର ବିଭିନ୍ନ ଅନୁଷ୍ଠାନ ପକ୍ଷ ରୁ ଅନେକବାର ପୁରସ୍କୃତ ହୋଇଛନ୍ତି .

ପୁଅ ଆଲୋକ ମୁର୍ମୁ ତାଙ୍କୁ ମୁଖାଗ୍ନି ଦେଇଥିଲେ

ଓଡ଼ିଶା ତାଜା ନ୍ୟୁଜ୍ (୨୬ ସେପ୍ଟେମ୍ବର ରବିବାର ) ମୟୁରଭଞ୍ଜ :- ମୟୁରଭଞ୍ଜ କରଞ୍ଜିଆ ଠାରେ ଥିବା ମୁକ୍ତାଝରୀ ଗାଁ ରେ ପଞ୍ଚଭୂତ ରେ ଲୀନ ହୋଇଛନ୍ତି ଓଡ୍ରାଫ ଯବାନ ସହିଦ ସୀତାରାମ ମୁର୍ମୁ I ସୀତାରାମଙ୍କୁ ଉପଯୁକ୍ତ ସମ୍ମାନ ଦିଆଯାଇ ନଥିବା ତଥା ତାଙ୍କ ମୃତଦେହରେ ଜାତୀୟ ପତାକା ଘୋଡା ଯାଇ ନ ଥିବା ଏବଂ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ମାନେ ଠିକ ସମୟ ରେ ନ ପହଞ୍ଚିବାରୁ ପରିବାର ଲିକେ ଅସନ୍ତୋଷ ପ୍ରକାଶ କରିଥିଲେ I

ଆଜି ଦିନ ପ୍ରାୟ ୧୨ଟା ୪୫ ମିନିଟ୍‌ରେ ସୀତାରାମଙ୍କ ପରିବାର ଲୋକେ ମୃତଦେହ ଗ୍ରହଣ କରିବା ପରେ ପାରମ୍ପରିକ ରୀତିନୀତି ଅନୁସାରେ କ୍ରିୟା କର୍ମ ଘରେ କରିଥିଲେ I ଏହା ପରେ ଗ୍ରାମବାସୀ ତଥା ବନ୍ଧୁବାନ୍ଧବ ଶେଷ ଦର୍ଶନ କରିଥିଲେ ଏହାପରେ ପରେ ତାଙ୍କ ମୃତଦେହକୁ ଏକ ବିରାଟ ପଟୁଆରରେ ଗାଁ ମଶାଣିକୁ ନିଆଯାଇଥିଲା। ସେଠାରେ ଗାର୍ଡ ଅଫ୍ ଅନର ଦିଆଯିବା ପରେ ଶୋକାକୂଳ ପରିବେଶରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା । ପୁଅ ଆଲୋକ ମୁର୍ମୁ ତାଙ୍କୁ ମୁଖାଗ୍ନି ଦେଇଥିଲେ।

ମୁଣ୍ଡଳି ବ୍ୟାରେଜ ନିକଟ ମହାନଦୀରେ ଏକ ଦନ୍ତା ହାତୀ ଫସିଯାଇଥିଲା I ହାତୀକୁ ଘଉଡାଇ କୂଳକୁ ଆଣିବା ପାଇଁ ଓଡ୍ରାଫ ଟିମ ର ପାଞ୍ଚ ଜଣ ସଦସ୍ୟ ଙ୍କ ସହିତ ଗଣମାଧ୍ୟମ ର ୨ ଜଣ ପ୍ରତିନିଧି ଯାଇଥିଲେ I ଓଡ୍ରାଫ ଟିମ ରେ ସୀତାରାମ ଙ୍କ ସହିତ ତାଙ୍କର ଆଉ କିଛି ସହଯୋଗୀ ସହିତ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ସେମାନେ ବୋଟ୍ ନେଇ ନଦୀ ଭିତରୁ ହାତୀକୁ ଘଉଡ଼ାଇବାକୁ ଯାଇଥିଲେ। ତେବେ ସେହି ସମୟରେ ନଦୀର ପ୍ରଖର ସ୍ରୋତରେ ବୋଟ୍‌ରେ ଓଲଟି ପଡ଼ିଥିଲା। ଫଳରେ ସୀତରାମ ଭାସି ଯାଇଥିଲେ।

ସୀତରାମଙ୍କ ସହିତ ଓଟିଭି ଚିଫ୍ ରିପୋର୍ଟର ଅରିନ୍ଦମ ଦାସଙ୍କର ମୃତ୍ୟୁ ଘଟିଥିଲା। ଅରିନ୍ଦମ ଖବର ପ୍ରସାରଣ ପାଇଁ ଓଡ୍ରାଫ୍ ଟିମ୍ ସହିତ ଯାଇଥିଲେ । ଯବାନ ସୀତାରାମ ଓଡ୍ରାଫ ଟିମ ର ଜଣେ ସୁଦକ୍ଷ ବୁଡାଳି କର୍ମଚାରୀ ଥିଲେ ସେ ପ୍ରାୟ ୫୦୦ ରୁ ଉର୍ଧ୍ଵ ଲୋକଙ୍କୁ ଅକାତକାତ ପାଣି ମୁହଁରୁ ଉଧାର କରିଥିଲେ I ତାଙ୍କର ସାହସିକତା ପାଇଁ ରାଜ୍ୟ ର ବିଭିନ୍ନ ଅନୁଷ୍ଠାନ ପକ୍ଷ ରୁ ଅନେକ ବାର ପୁରସ୍କୃତ ହୋଇଛନ୍ତି କିନ୍ତୁ ଆଜି ସେହି ପାଣି ସୀତାରାମ ଙ୍କୁ ସବୁଦିନ ପାଇଁ ଆଦରି ନେଇଛି I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026
ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 25, 2026
ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

April 25, 2026
ସାଇ ଆରାଧନା ଦିବସ 

ସାଇ ଆରାଧନା ଦିବସ 

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026
ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version