• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଷଢେଇକଳା ଓ ଖରସୁଆଁର ଓଡ଼ିଆ ପିଲାମାନଙ୍କୁ ସ୍କୁଲରେ ଓଡ଼ିଆ ନପଢେଇବା ଚକ୍ରାନ୍ତରୁ ଝାଡ଼ଖଣ୍ଡ ସରକାର କ୍ଷାନ୍ତରହୁ

Proprietor Abhimanyu Maharana by Proprietor Abhimanyu Maharana
September 29, 2021
in ଓଡ଼ିଶା, କଟକ, ହୋମ୍
0
ଷଢେଇକଳା ଓ ଖରସୁଆଁର ଓଡ଼ିଆ ପିଲାମାନଙ୍କୁ ସ୍କୁଲରେ ଓଡ଼ିଆ ନପଢେଇବା ଚକ୍ରାନ୍ତରୁ ଝାଡ଼ଖଣ୍ଡ ସରକାର କ୍ଷାନ୍ତରହୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୯ ସେପ୍ଟେମ୍ବର ବୁଧବାର) କଟକ :- ଗତ କିଛିଦିନ ହେଲାଣି ଝାଡ଼ଖଣ୍ଡ ସରକାର ଏବଂ ଝାଡ଼ଖଣ୍ଡର ଓଡ଼ିଆ ନାଗରିକଙ୍କୁ ତାଙ୍କର ନ୍ଯାର୍ଯ୍ଯ ଦାବିକୁ ଅଣଦେଖା କରିବା ସହିତ ଚକ୍ରାନ୍ତ କରୁଛନ୍ତି ଆଉ ଝାଡ଼ଖଣ୍ଡରେ ଓଡ଼ିଆ ପିଲାଙ୍କୁ ଓଡ଼ିଆ ପଢେଇଦେବେନି । ଓଡ଼ିଶାର ବିଛିନ୍ନାଞ୍ଚଳ ଖରସୁଆଁ ଓ ଷଢେଇକଳାର ଓଡ଼ିଆ ଭାଷାଭାଷୀ ମାନଙ୍କ ଅନେକ ବର୍ଷର ଆନ୍ଦୋଳନ ଓ ଦାବି ପରେ ୨୦୧୧ ମସିହା ସେପ୍ଟେମ୍ବର ୧୧ ତାରିଖରେ ଝାଡ଼ଖଣ୍ଡ ସରକାର ଓଡ଼ିଆ ଭାଷାକୁ ଦ୍ବିତୀୟ ରାଜ୍ଯଭାଷା ମାନ୍ଯତା ଦେଇଥିଲେ । ଫଳରେ ରାଜ୍ୟରେ ଓଡ଼ିଆ ପିଲାମାନେ ଓଡ଼ିଆ ଭାଷାରେ ପଢୁଥିଲେ ।

ହେଲେ ବିଡମ୍ବନାର ବିଷୟ ଝାଡ଼ଖଣ୍ଡ ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ନିଷ୍ପତି ନେଇଛନ୍ତି ୨୦୨୧ – ୨୦୨୨ ଶିକ୍ଷା ବର୍ଷରେ ଦ୍ବିତୀୟ ଭାଷା ଓଡ଼ିଆକୁ ଉଛେଦ କରିବେ । ଫଳରେ ଝାଡ଼ଖଣ୍ଡରେ ରହୁଥିବା ଓଡ଼ିଆ ଭାଷାଭାଷୀ ଏବଂ ଓଡ଼ିଶାର ବିଛିନ୍ନାଞ୍ଚଳ ଷଢେଇକଳା ଓ ଖରସୁଆଁର ଓଡ଼ିଆ ଭାଇ ଓ ଭଉଣୀ ମାନେ ଚାହିଁଲେବି ସ୍କୁଲରେ ଆଉ ଓଡ଼ିଆ ପଢ଼ି ପାରିବେ ନାହିଁ । ଏହାକୁ ନିନ୍ଦା କରିବା ସହିତ ଝାଡ଼ଖଣ୍ଡ ରାଜ୍ୟ ସରକାରଙ୍କୁ ଏଭଳି ନିଷ୍ପତିରୁ ଓହରିବା ପାଇଁ ନୀଳଶୈଳ ଏବଂ ବିଶ୍ବ ଓଡ଼ିଆ ସମ୍ମିଳନୀ ପକ୍ଷରୁ ଦାବି କରାଯାଉଛି । (ରିପୋର୍ଟ/ବିଭୁ ପ୍ରସାଦ ନାୟକ)
 
Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version