• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଞ୍ଚାୟତ ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ : ବିଜେପିରେ ଯୋଗଦେଲେ ୨୦ ରୁ ଉର୍ଦ୍ଧ ଯୁବକ

Proprietor Abhimanyu Maharana by Proprietor Abhimanyu Maharana
September 30, 2021
in ଓଡ଼ିଶା, କୋରାପୁଟ, ହୋମ୍
0
ପଞ୍ଚାୟତ ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ  : ବିଜେପିରେ ଯୋଗଦେଲେ ୨୦ ରୁ ଉର୍ଦ୍ଧ ଯୁବକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୯ ସେପ୍ଟେମ୍ବର ବୁଧବାର ) ବୈପାରିଗୁଡା :- ପଞ୍ଚାୟତ ନିର୍ବାଚନ କୁ ଆଖି ଆଗରେ ରଖି ବ୍ଲକର ସମସ୍ତ ଦଳ ପକ୍ଷରୁ ମିଶ୍ରଣ ପର୍ବ ଆୟୋଜନ କରି ଯୁବଗୋଷ୍ଠୀକୁ ନିଜ ଦଳ ରେ ସାମିଲ କରି ପଞ୍ଚାୟତକୁ ନିଜ ଅଧିନ କୁ ନେବା ପାଇଁ ଲାଗିପଡିଥିବା ବେଳେ ବିଜେପିଦଳ ପକ୍ଷରୁ ମଧ୍ୟ କେନ୍ଦୁଗୁଡା ପଞ୍ଚାୟତର ଭାତଡଙ୍ଗର ଠାରେ କାର୍ଯ୍ୟକାରିଣୀ ବୈଠକ କରି ୨୦ ରୁ ଉର୍ଦ୍ଧ ଯୁବକଙ୍କୁ ବିଜେପି ଦଳରେ ସାମିଲ କରିଥିବାର ଜଣାପଡିଛି ! ବିଜେପି ପକ୍ଷରୁ ଆୟୋଜିତ ପଞ୍ଚାୟତ ସ୍ତରୀୟ କାର୍ଯ୍ୟକାରିଣୀ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ଭରସା କରି ଓ ବିଜେପି ଦଳର ନିତୀ ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ପଞ୍ଚାୟତର ବିକାଶ ଲକ୍ଷ୍ୟରେ ବୈପାରିଗୁଡା ମଣ୍ଡଳ ସଭାପତି ଉମେଶ ଚନ୍ଦ୍ର ପଟନାୟକ ଓ କେନ୍ଦୁଗୁଡା ପଞ୍ଚାୟତ ସଭାପତି ରଘୁନାଥ ପ୍ରଧାନୀଙ୍କ ନେତୃତ୍ୱରେ ୨୦ରୁ ଉର୍ଦ୍ଧଯୁବକ ବିଜେପି ଦଳରେ ଯୋଗ ଦେଇଛନ୍ତି ।

କେନ୍ଦୁଗୁଡା ପଞ୍ଚାୟତ ସଭାପତି ରଘୁନାଥ ପ୍ରଧାନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକାରିଣୀ ବୈଠକରେ ବୈପାରିଗୁଡା ମଣ୍ଡଳସଭାପତି ଉମେଶ ପଟନାୟକ. ସମ୍ପାଦକ ମକର ମାଳୀ,କଷାଧିକ୍ଷ ପ୍ରତାପ ମୁଜିଆ, ସାଧାରଣ ସମ୍ପାଦକ ଚକ୍ର ବୈରାଣୀ, ବ୍ଲକ ଆଦିବାସୀ ମୋର୍ଚ୍ଛା ସଭାପତି ଧନପତି ନାୟକ,ପ୍ରମୁଖ ଅତିଥି ଭାବେ ଯୋଗଦେଇ କେନ୍ଦ୍ର ମୋଦୀ ସରକାରଙ୍କ ବିଭିନ୍ନ ଗରୀବକଲ୍ୟାଣ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ ।

ଦଳରେ ଯୋଗ ଦେଇଥିବା ଯୁବକ ମାନଙ୍କୁ ଅତିଥିମାନେ ଦଳୀୟ ଉତ୍ତରୀୟ ଦେଇ ସ୍ୱାଗତ କରିଥିଲେ। ପଞ୍ଚାୟତ ଉନ୍ନତି ସହ ରାଜ୍ୟସରକାରଙ୍କ ବିଫଳତା ଲୋକଲୋଚନକୁ ନେଇ ପଞ୍ଚାୟତ ନିର୍ବାଚନ ରେ ବିଜେପି ଦଳ ପକ୍ଷରୁ ଠିଆ ହୋଇ କେନ୍ଦ୍ର ସରକାର ଙ୍କ ସମସ୍ତ ଯୋଜନା ଜନସାଧାରଣଙ୍କ ନିକଟ ରେ ଉପସ୍ଥାପନା କରାଯିବ ବୋଲି ମଣ୍ଡଳ ସଭାପତି ଉମେଶ ଚନ୍ଦ୍ର ପଟନାୟକ କହିଛନ୍ତି ! ଜନସାଧାରଣ ମାନେ କେମିତି ସରକାରୀ ସହାୟତାରୁ ବଞ୍ଚତ ନ ହେବେ ସେଥି ପ୍ରତି ଏହି ଯୁବକ ମାନଙ୍କ ନଜର ରହିବ ବୋଲି ଜଣାପଡିଛି !କେନ୍ଦ୍ରସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା କେହିଁ ମଧ୍ୟ କେମିତି ବାଦ ନ ପଡିବେ ସେଥି ପ୍ରତି ଗୁରୁତ ଦେବ ବୈପାରିଗୁଡା ବିଜେପି ! (ରିପୋର୍ଟ – ବିକ୍ରାନ୍ତ କୁମାର ବେବର୍ତ୍ତା/ବୈପାରିଗୁଡା)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶୁଭ ମୁହୂର୍ତ୍ତରେ ଶୁଭ ଖୁଣ୍ଟି ପଡ଼ିଲା, ଐତିହାସିକ ବାଣପୁର ପଞ୍ଚୁଦୋଳଯାତ୍ରା ଶୁଭାରମ୍ଭ

ଶୁଭ ମୁହୂର୍ତ୍ତରେ ଶୁଭ ଖୁଣ୍ଟି ପଡ଼ିଲା, ଐତିହାସିକ ବାଣପୁର ପଞ୍ଚୁଦୋଳଯାତ୍ରା ଶୁଭାରମ୍ଭ

March 7, 2026
ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶୁଭ ମୁହୂର୍ତ୍ତରେ ଶୁଭ ଖୁଣ୍ଟି ପଡ଼ିଲା, ଐତିହାସିକ ବାଣପୁର ପଞ୍ଚୁଦୋଳଯାତ୍ରା ଶୁଭାରମ୍ଭ

ଶୁଭ ମୁହୂର୍ତ୍ତରେ ଶୁଭ ଖୁଣ୍ଟି ପଡ଼ିଲା, ଐତିହାସିକ ବାଣପୁର ପଞ୍ଚୁଦୋଳଯାତ୍ରା ଶୁଭାରମ୍ଭ

March 7, 2026
ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version