• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବ୍ରଜପାତରେ ଚାଷୀ ମୃତ ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
April 24, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ବ୍ରଜପାତରେ ଚାଷୀ ମୃତ ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ହିଞ୍ଜିଳିକାଟୁ , ଶେଷଦେବସାହୁ,ରିପୋର୍ଟ ( ଓଡିଶାତାଜାନ୍ୟୁଜ୍‌ ) ବ୍ରଜପାତରେ ଚାଷୀ ମୃତ .୨୪ଏପ୍ରିଲ, ଶୁକ୍ରବାର :- ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ସାଙ୍ଗକୁ ଆକାଶରେ ବିଜୁଳି ଚମକି ଉଠିଥିଲା । ବ୍ରଜପାତରେ ହିଂଜିଳି ଥାନା ବୁରୁପୋଡ଼ା ଗ୍ରାମର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ସଂପୃକ୍ତ ଗ୍ରାମ ପେଣ୍ଠ ସାହିର ବୁଲୁ ଖଟେଇ (୩୦) । ପ୍ରକାଶ ଯେ, ଗୁରୁବାର ଅପରାହ୍ନରେ ବୁରୁପୋଡ଼ା ଗ୍ରାମର ସୁଦାମ ଖଟେଇ ଓ ତାଙ୍କ ସାନ ପୁଅ ବୁଲୁ ମିଶି ପରିବା କ୍ଷେତକୁ କାମ କରିବାକୁ ଯାଇଥିଲେ । ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ସାଙ୍ଗକୁ ଆକାଶରେ ବିଜୁଳି ଚମକି ଉଠିଥିଲା । ବାପା ଶ୍ରୀଘ ଘରକୁ ଫେରି ଆସିଥିବା ବେଳେ ଯୁବକ ଜଣକ ଚାଷ ଜମିରେ କାମ କରୁଥିଲେ ।

ଉକ୍ତ ସମୟରେ ବ୍ରଜପାତ ଘଟିବାରୁ ଯୁବକ ଜଣକ ଚାଷ ଜମିରେ ହିଁ ଟଳି ପଡ଼ିଥିଲେ । ଅନ୍ୟପଟେ ଯୁଂବକ ଜଣକ ଘରକୁ ନଫେରିବାରୁ ପରିବାର ଲୋକେ ଚାରିଆଡ଼େ ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ସନ୍ଧାନ ମିଳିପାରିନଥିଲା । ଶୁକ୍ରବାର ଭୋରରୁ କିଛି ଚାଷୀ ଚାଷଜମିକୁ ଯିବା ସମୟରେ ଯୁବକଙ୍କ ମୃତଦେହ ଚାଷ ଜମିରେ ପଡ଼ିଥିବାର ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ । ଖବର ପାଇ ହିଂଜିଳି ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ ଓ ତହସିଲଦାର ଗୋପିନାଥ କୁଅଁର ଘଟଣଶ ସ୍ଥଳରେ ପଂହଚିଥିଲେ । ସ୍ଥାନୀୟ ଅଂଚଳ ଶେରଗଡ଼ ଥାନା ଅଧିନରେ ରହିଥିବା ଯୋଗୁଁ ଘଟଣା ନେଇ ଶେଣଗଡ଼ ଥାନକୁ ଖବର ଦିଆଯାଇଥିଲା । ଖବର ପାଇ ଶେରଗଡ଼ ଥାନା ଆଇଆଇସି ରମେଶ ଚନ୍ଦ୍ର ଦାଶ ଓ ତହସିଲଦାର ଡ଼ଃ. କୃପାସିନ୍ଧୁ ପରିଡ଼ା ଘଟଣଶ ସ୍ଥଳରେ ପଂହଚିଥିଲେ । ଏ ନେଇ ଶେରଗଡ଼ ଥାନାରେ ନଂ- ୧/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ଜବତ କରିବା ସହ ବ୍ୟବଛେଦ ସକାଶେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ପଠାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

March 11, 2026
୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version