• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୨୫ ଏପ୍ରିଲ, ଶନିବାର : ଜାଣନ୍ତୁ ଆପଣଙ୍କର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
April 25, 2020
in Uncategorized, ଓଡ଼ିଶା, ଦେଶ, ରାଶିଫଳ, ହୋମ୍
0
୨୫ ଏପ୍ରିଲ, ଶନିବାର : ଜାଣନ୍ତୁ ଆପଣଙ୍କର ରାଶିଫଳ
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ ( ଓଡିଶା ତାଜା ନ୍ୟୁଜ୍‌ ) ୨୫ ଏପ୍ରିଲ, ଶନିବାର :- ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ :- କର୍ମକ୍ଷେତ୍ରରେ ବାକ୍‌ଯୁଦ୍ଧ,କଥା କଟାକଟି ଜନନିତ ମତାନ୍ତରର ଆଶଙ୍କା ରହିଛି । ଅବଶ୍ୟ ପରକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ । ଆନୁଷ୍ଠାନିକ କ୍ଷେତ୍ର ପାଇଁ କୈାଣସି ପ୍ରତିକୂଳ ପ୍ରଭାବ ପଡିବ ନାହିଁ । ସାମାଜିକ ସ୍ତରରେ ପାଖ ପଡୋଶୀ ମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି ।

ବୃଷ :- ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ମତନ୍ତର ଓ ଯୁକ୍ତିତର୍କ ମାଧ୍ୟମରେ ବିଜାତୀୟ ବ୍ୟକ୍ତିଙ୍କ ସହ କଳହ ଘଟିପାରେ । ଶିଳ୍ପ,ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ । କୈାଣସି ମୂଲ୍ୟବାନ୍‌ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି ।

ମିଥୁନ :- ମାନସିକ ସ୍ତରରେ ବ୍ୟଗ୍ରତା ଓ ଅସ୍ଥିରତା ଆଜିର ମୁଖ୍ୟ ସମସ୍ୟା ରୂପେ ଦେଖାଦେବ । କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା,ରପ୍ତାନୀ କାରବାରରେ କଳହ,କିମ୍ବା ବନ୍ଧୁଙ୍କ ସହ ମତାନ୍ତର ଏହାର କାରଣ ହୋଇପାରେ । ଅସୁବିଧାରେ ପଡିଥିବା ଲୋକଟି କୁ ସାହାଯ୍ୟ କରିବେ କିନ୍ତୁ ସମାଲୋଚିତ ହେବାକୁ ପଡିପାରେ ।

କର୍କଟ :- ବିଭିନ୍ନ୍‌ ପ୍ରକାରର ପାରିବାରିକ ସମସ୍ୟା କୁ କେନ୍ଦ୍ର କରି ମାନସିକ ସ୍ଥିତି ଠିକ୍‌ ରହିନପାରେ । ଶିଳ୍ପ,ବାଣିଜ୍ୟ,ବ୍ୟବସାୟ. ପରିବହନ,ହୋଟେଲ,ଯାନ୍ତ୍ରିକ ଶିଳ୍ପ,ଓ ପରିବହନରେ ସଫଳତା ମିଳିବ । ଅଫିସ୍‌ ରେ ସହକର୍ମୀ ମାନଙ୍କ ସହ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ ।

ସି˚ହ :- ନିଜର କଥା ଓ ବ୍ୟବହାରରେ ସଂଯମତା ଅବଲମ୍ବନ କଲେ ଉପକୃତ ହୋଇପାରିବେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ସଭାସମିତିରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ । ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବାର ଅଅଶା କରାଯାଇପାରେ ।

କନ୍ୟା :- ପରିବାରର ଅଶାନ୍ତ ପରିସ୍ଥିତି,ଗୃହଛିଦ୍ର.ବନ୍ଧୁଙ୍କ ଅନୁଚିତ କାର୍ଯ୍ୟକଳାପ ଦୁଃଶ୍ଚିନ୍ତାର କାରଣ ହୋଇପାରେ । ମନ ଭଲ ନଥିବାରୁ ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡିବେ । କଚେରୀ ମାମଲା ଦିଗରୁ ସାମୟିକ ଆଶ୍ୱସ୍ଥି ଲାଭର ସୂଚନା ପାଇବେ । ଅନ୍ୟମନସ୍ଥତା ହୋଇପାରନ୍ତି।

ତୁଳା :- ଯାହା ଚାହୁଁଛନ୍ତି ତାହା କରିପାରିବେ,ପ୍ରତିବନ୍ଧକ ବିନା ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ । ଜମିଜମା କିମ୍ବା ନିର୍ମାଣ ଓ ସାଂଗଠନିକ କ୍ଷେତ୍ରରେ ବିତର୍କର ସମ୍ଭାବନା ରହିଛି । ଯାନାବାହନ ଚାଳନାରେ ସତର୍କ ରହନ୍ତୁ,ଅନ୍ୟଥା ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ । ବନ୍ଧୁ ଗହଣରେ ବ୍ୟବହାରିକ ବ୍ୟତିକ୍ରମ ସାମୟିକ ବାଧା ସୃଷ୍ଟି କରିପାରେ।

ବିଛା :- ନିର୍ଦ୍ଦିଷ୍ଟ ସମୟରେ ଆପଣଙ୍କ ଅନୁପସ୍ଥିତି ପାଇଁ କୈଫିୟତ ଦେବାକୁ ପଡିପାରେ । ଆପଣଙ୍କ ଆସିବା ବାଟକୁ ଚାହିଁ ବସିଥିବା ବନ୍ଧୁଟି ମନେ ମନେ ବହୁତ ବିରକ୍ତି ପ୍ରକାଶ କରିବ । ପୂର୍ବର ଅସୁବିଧାଜନକ ସମୟ କ୍ରମଶଃ ବଦଳି ଯିବ ଓ ବନ୍ଧୁ ମାନେ ସହେଯାଗର ହାତ ବଢାଇବେ । ଯାନବାହନ,ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ ।

ଧନୁ :- ପରିବାର ମଧ୍ୟରେ ବୁଝାମଣାର ଅଭାବ ଜନିତ ସମସ୍ୟା ଯୋଗୁଁ ଅଧିକାଂଶ ସମୟ ଅନ୍ୟମନସ୍କ ରହିବେ । ମାନସିକ ଅସ୍ଥିରତା ମଧ୍ୟରେ ପଡୋଶୀମାନେ ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥାରେ ମଧ୍ୟ କଳହ କରିପାରନ୍ତି । ଆର୍ଥିକ ସ୍ଥିତି ବହୁତ ଭଲ ରହିବ ଏବଂ କୈାଣସି ମୂଲ୍ୟବାନ ଜିନିଷ ଖରିଦ କରିପାରନ୍ତି ।

ମକର :- ପାରିବାରିକ କ୍ଷେତ୍ରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ । ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ସଭାସମିତିରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇଁ ମନୋବଳ ବୃଦ୍ଧି ପାଇବ । ଶୀଘ୍ର ଆସିବାକୁ କହି ଆସିନଥିବା ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ ।

କୁମ୍ଭ :- ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବା ହେତୁ ବିବାଦ ଅପସରି ଯିବ ଓ କାମ ମଧ୍ୟ ସନ୍ତୋଷଜନକ ରହିବ । ତଥାପି ପିଲା ମାନଙ୍କ ସକାଶେ କୈାଣସି ବ୍ୟକ୍ତିଙ୍କ ସହ ତର୍କର ସମ୍ମୁଖୀନ ହୋଇପାରନ୍ତି । ବ୍ୟବସାୟ,ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନର ଆଶା ରହିଛି ।

ମୀନ :- ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ଅନ୍ୟ ମାନଙ୍କ କଥାକୁ ନେଇ ମାନସିକ ସୁସ୍ଥତା କେତେକାଂଶରେ ବାଧାପ୍ରାପ୍ତ ହେବ । ଆର୍ଥିକ ଦିଗରୁ ଦିନଟି ସନ୍ତୋଷଜନକ ରହିବା ସହ ପାରିବାରିକ ସଦ୍‌ଭାବ ଜନିତ ମନ ଖୁସୀ ରହିବ । ବନ୍ଧୁ ଗହଣରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ କାରଣ ଅଯଥା ମନାନ୍ତର ସୃଷ୍ଟି ହୋଇପାରେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version