• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉତ୍କଳ ବିଶ୍ଵବିଦ୍ୟାଳୟ ମନସ୍ତତ୍ତ୍ୱ ବିଭାଗର ହୀରକ ଜୟନ୍ତୀ ଲୋଗୋ ଉନ୍ମୋଚିତ

Proprietor Abhimanyu Maharana by Proprietor Abhimanyu Maharana
October 6, 2021
in ଓଡ଼ିଶା, ବାଣିଜ୍ୟ, ହୋମ୍
0
ଉତ୍କଳ ବିଶ୍ଵବିଦ୍ୟାଳୟ ମନସ୍ତତ୍ତ୍ୱ ବିଭାଗର ହୀରକ ଜୟନ୍ତୀ ଲୋଗୋ ଉନ୍ମୋଚିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୬ ଅକ୍ଟୋବର ବୁଧବାର ) ଭୁବନେଶ୍ୱର :- ଉତ୍କଳ ବିଶ୍ଵବିଦ୍ୟାଳୟର ମନସ୍ତତ୍ତ୍ୱ ବିଭାଗର ହୀରକ ଜୟନ୍ତୀର ଉଦଘାଟନୀ ଉତ୍ସବ ଭର୍ଚୁଆଲ୍ ମାଧ୍ୟମରେ ଅନୁଷ୍ଠିତ ହୋଇଛି। ଏହି ଅବସରରେ ହୀରକ ଜୟନ୍ତୀ ର ପ୍ରତୀକାତ୍ମକ ଚିହ୍ନ ବା ଲୋଗୋ ଉନ୍ମୋଚିତ ହୋଇଥିଲା । ହୀରକ ଜୟନ୍ତୀ ବର୍ଷ ନିମନ୍ତେ ଆୟୋଜିତ ହେବାକୁ ଥିବା ସମସ୍ତ କାର୍ୟ୍ୟକ୍ରମର ରୂପରେଖ ପ୍ରସ୍ତୁତ ହୋଇଥିଲା । ଉତ୍କଳ ବିଶ୍ଵବିଦ୍ୟାଳୟ ମନସ୍ତତ୍ତ୍ୱ ବିଭାଗର ହୀରକ ଜୟନ୍ତୀ ଭବ୍ୟ ସମାରୋହକୁ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଉଦଘାଟନ କରିଥିଲେ। ଏହି ଅବସରରେ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ପୁରାତନ ଛାତ୍ରଛାତ୍ରୀ , ପ୍ରାଧ୍ୟାପକ ବୃନ୍ଦ , ରିସର୍ଚ୍ଚ ସ୍କଲାର୍ ଏବଂ ଭାରତ ତଥା ବିଦେଶ ସ୍ଥିତ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିଥିଲେ । ଦେଶରେ ମନସ୍ତତ୍ତ୍ୱର ପ୍ରଥମ ୟୁଜିସି ଉନ୍ନତ ଶିକ୍ଷାର କେନ୍ଦ୍ରସ୍ଥଳୀ (ୟୁଜିସି ସେଣ୍ଟର ଅଫ୍ ଆଡ଼ଭାନ୍ସଡ଼୍ ଷ୍ଟଡି) ହେବାର ସମ୍ମାନ ପାଇଥିବା ଏହି ବିଭାଗର ଗୌରବପୂର୍ଣ୍ଣ ଅତୀତ ଉପରେ ସେ ଆଲୋକପାତ କରିଥିଲେ । ସେ ଏହି ବିଭାଗରୁ ସୃଷ୍ଟ ଦେଶ ବିଦେଶରେ ଅବସ୍ଥାପିତ ଅନେକ ଅଧ୍ୟାପକ, ବିଶେଷଜ୍ଞ ମାନଙ୍କର ଅବଦାନ ସବୁର ମହତ୍ୱ ପ୍ରତିପାଦନ କରିଥିଲେ । ଏହି ବିଭାଗ ସୃଷ୍ଟ ସୁଯୋଗ୍ୟ ତଥା ଦକ୍ଷ ବ୍ୟକ୍ତିତ୍ୱ ମାନଙ୍କ ମଧ୍ୟରେ ଓଡ଼ିଶାରେ ମନସ୍ତତ୍ତ୍ୱର ପ୍ରତିଷ୍ଠାତା ତଥା ଜନକ ସ୍ବର୍ଗତ ପ୍ରଫେସର ରାଧାନାଥ ରଥ ,

ପ୍ରଫେସର ଜେ.ପି ଦାସ , ପ୍ରଫେସର ସରୋଜ ମିଶ୍ର , ସ୍ବର୍ଗତ ପ୍ରଫେସର ବି.ଏନ୍ ପୁହାଣ , ପ୍ରଫେସର ଅଜିତ୍ କୁମାର ମହାନ୍ତି , ପ୍ରଫେସର ଉଦୟ ନାଥ ଦାଶ ଓ ଅନ୍ୟାନ୍ୟ ବ୍ୟକ୍ତି ବିଶିଷ୍ଠଙ୍କ ସମ୍ବନ୍ଧରେ ଆଲୋଚନା କରିଥିଲେ । ଏହି ସମାରୋହରେ କାନାଡ଼ାସ୍ଥିତ ଜେ.ପି ଦାସ ବିକାଶାତ୍ମକ ଓ ଶିକ୍ଷାଗତ ଅକ୍ଷମତା କେନ୍ଦ୍ରର ନିର୍ଦ୍ଦେଶକ ଏବଂ ଆଲବର୍ଟା ବିଶ୍ୱବିଦ୍ୟାଳୟର ମନସ୍ତତ୍ତ୍ୱ ବିଭାଗର ଅବସରପ୍ରାପ୍ତ ପ୍ରାଧ୍ୟାପକ ପ୍ରଫେସର ଜେ. ପି ଦାସ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ସେ ହେଉଛନ୍ତି ବିଶ୍ୱ ବିଖ୍ୟାତ ସଂଜ୍ଞାନାତ୍ମକ ମନୋସ୍ତତ୍ତ୍ୱବିତ୍ଏ ବଂ ଉତ୍କଳ ବିଶ୍ଵବିଦ୍ୟାଳୟ, ମନସ୍ତତ୍ତ୍ୱ ବିଭାଗର ପୂର୍ବତନ ପ୍ରାଧ୍ୟାପକ । ପିଜି କାଉନସିଲ୍ ଅଧ୍ୟକ୍ଷ ପ୍ରଫେସର ବସନ୍ତ କୁମାର ମଲ୍ଲିକ ମଧ୍ୟ ଏହି କାର୍ୟ୍ୟକ୍ରମର ଶୋଭାବର୍ଦ୍ଧନ କରିଥିଲେ ଏବଂ ବିଭାଗର ବିକାଶ ଓ ଉନ୍ନତି ଦିଗରେ ସେ ଆଶାବାଦୀ ଥିବା ମତାମତ ଦେଇଥିଲେ । ଦେଶ ବିଦେଶରୁ ନିମନ୍ତ୍ରିତ ଅନେକ ବିଶିଷ୍ଟ ବିଶ୍ଵବିଦ୍ୟାଳୟର ପ୍ରାଧ୍ୟାପକ ବୃନ୍ଦ ଏହି ଐତିହାସିକ ସମାରୋହର ଶୋଭାବର୍ଦ୍ଧନ କରିବା ସହିତ ମନୋବିଜ୍ଞାନ କ୍ଷେତ୍ରରେ ବିଭାଗର ଅବଦାନକୁ ପ୍ରଶଂସା କରିଥିଲେ । ଏହି ସମାରୋହରେ ଉତ୍କଳ ବିଶ୍ଵବିଦ୍ୟାଳୟ ର ମନସ୍ତତ୍ତ୍ୱ ବିଭାଗ ମୁଖ୍ୟ ପ୍ରଫେସର ଭାସ୍ବତୀ ପଟ୍ଟନାୟକ ସ୍ବାଗତୋକ୍ତି ପ୍ରତିପାଦନ କରିଥିଲେ ଏବଂ ମନସ୍ତତ୍ତ୍ୱ ବିଭାଗର ଆସିଷ୍ଟାଣ୍ଟ୍ ପ୍ରଫେସର ଶ୍ରୀମତୀ ଲୁସି ସୋନାଲି ହେମ୍ବ୍ରମ୍ କୃତଜ୍ଞତା ଜ୍ଞାପନ କରିଥିଲେ । ୫ ଅକ୍ଟୋବର ୨୦୨୧ରୁ ଉତ୍କଳ ବିଶ୍ଵବିଦ୍ୟାଳୟରେ ମନସ୍ତତ୍ତ୍ୱ ଯାତ୍ରାର ସ୍ମୃତିଚାରଣ ନିମନ୍ତେ ଏହାର ୬୦ତମ ବାର୍ଷିକ – ହୀରକ ଜୟନ୍ତୀ ବର୍ଷ ପାଳନ କରୁଛି । ୧୯୬୨ ମସିହାରେ ଉତ୍କଳ ବିଶ୍ଵବିଦ୍ୟାଳୟ, ଭୁବନେଶ୍ୱର ଓଡ଼ିଶା ଠାରେ ସ୍ନାତକୋତ୍ତର ମନସ୍ତତ୍ତ୍ୱ ବିଭାଗ ସ୍ଥାପିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version