• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କୋଭିଡ ୧୯ ବିପତ୍ତି କୁ ନେଇ ବିଜେଡ଼ି ରାଜ୍ୟ ଆଇଟି ଉଇଙ୍ଗ ମୁଖ୍ୟଙ୍କ ଦ୍ୱାରା ଭିଡ଼ିଓ କନ୍ଫରେନ୍ସି ମାଧ୍ୟମରେ ଯୁବବିଜେଡ଼ି ଆଇଟି ଉଇଙ୍ଗ ସଂଯୋଜକ ମାନଙ୍କ ଜିଲ୍ଲା ସ୍ଥରିୟ ସମୀକ୍ଷା ।

Proprietor Abhimanyu Maharana by Proprietor Abhimanyu Maharana
April 25, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
କୋଭିଡ ୧୯ ବିପତ୍ତି କୁ ନେଇ ବିଜେଡ଼ି ରାଜ୍ୟ ଆଇଟି ଉଇଙ୍ଗ ମୁଖ୍ୟଙ୍କ ଦ୍ୱାରା ଭିଡ଼ିଓ କନ୍ଫରେନ୍ସି ମାଧ୍ୟମରେ ଯୁବବିଜେଡ଼ି ଆଇଟି ଉଇଙ୍ଗ ସଂଯୋଜକ ମାନଙ୍କ ଜିଲ୍ଲା ସ୍ଥରିୟ ସମୀକ୍ଷା ।
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ /ସୋନାଲି ( ଓଡିଶା ତାଜା ନ୍ୟୁଜ୍‌ ) ଜିଲ୍ଲା ସ୍ଥରିୟ ସମୀକ୍ଷା , ୨୫ ଏପ୍ରିଲ, ଶନିବାର :- ଆଜି ତା ୨୫ ଏପ୍ରିଲ ୨୦୨୦ ରେ ବିଜେଡ଼ି ଆଇଟି ଉଇଙ୍ଗ ର ମୁଖ୍ୟ ତଥା ରାଜ୍ୟସଭା ସାଂସଦ ଡଃ ଅମର ପଟ୍ଟନାୟକଙ୍କ ନେତ୍ତୃତ୍ୱରେ ଅପରାହ୍ନ ୪ଟା ସମୟରେ ଭିଡ଼ିଓ କନ୍ଫରେନ୍ସି ମାଧ୍ୟମରେ ସମୀକ୍ଷା ବୈଠକର ଆୟୋଜନ କରାଯାଇଥିଲା। ଏହି ଭିଡ଼ିଓ କନ୍ଫରେନ୍ସିକୁ ପରିଚାଳନା କରିଥିଲେ ଯୁବବିଜେଡି ରାଜ୍ୟ ସଭାପତି ତଥା ବିଜେଡ଼ି ଆଇଟି ଉଇଙ୍ଗର ରାଜ୍ୟ ସଂଯୋଜକ ଅମରେଶ ପତ୍ରୀ ।

ଏହି କାର୍ଯ୍ୟକ୍ରମ ରେ ବର୍ତ୍ତମାନ ପରିସ୍ଥିତିରେ କୋଭିଡ ୧୯ ସଂକ୍ରମଣ ବିପତ୍ତି କୁ ନେଇ ସାରା ରାଜ୍ୟର ଜିଲ୍ଲାସ୍ତରୀୟ ଯୁବ ଆଇଟି ସଂଯୋଜକ ମାନଙ୍କୁ ତାଙ୍କର କାର୍ଯ୍ୟ ଧାରା ଓ ଦାୟିତ୍ୱ ସମ୍ପର୍କରେ ଡଃ ଅମର ପଟ୍ଟନାୟକ ସୂଚନା ଦେଇଥିଲେ ଏବଂ ଲକଡାଉନ ସମୟରେ ଆଇଟି ଉଇଙ୍ଗ ତରଫରୁ ନିଆଯାଇଥିବା କାର୍ଯ୍ୟପନ୍ଥା ର ସମୀକ୍ଷା ମଧ୍ୟ କରିଥିଲା। ଏହି ବୈଠକରେ ୩୦ଟି ଜିଲ୍ଲାର ଆଇଟି ସଂଯୋଜକମାନେ ତାଙ୍କ ଜିଲ୍ଲାରେ କିଭଳି ଭାବେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ବନ କ୍ରମେ ସାହାଯ୍ୟ ସହଯୋଗ ର କାର୍ଯ୍ୟକ୍ରମ ଚାଲିଛି ସେ ବିଷୟରେ ସବିଶେଷ ବିବରଣୀ ଦେଇଥିଲେ ଓ ଆଗାମୀ ଦିନରେ ଆଇଟି ଉଇଙ୍ଗ ତରଫରୁ କିଭଳି କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ସେ ବିଷୟରେ ଆଲୋଚନା ହୋଇଥିଲା।

ଏହି ସମୟରେ ପଞ୍ଚାୟତ ଓ ୱାର୍ଡ ସ୍ତରରେ କିଭଳି ଭାବେ ସରକାରଙ୍କ ଯୋଜନା ଓ ସଚେତନା କାର୍ଯ୍ୟକ୍ରମ ପହଞ୍ଚି ପାରିବ ତାର କାର୍ଯ୍ୟପନ୍ଥା ସ୍ଥିର କରାଯାଇଥିଲା । ଶେଷରେ ସବୁ ଜିଲ୍ଲା ର ଆଇଟି ସଂଯୋଜକ ମାନେ ମାନ୍ୟବର ସାଂସଦ ତଥା ବିଜେଡ଼ି ଆଇଟି ମୂଖ୍ୟ ଡଃ ଅମର ପଟ୍ଟନାୟକଙ୍କ ଏହି ଅଭିନଵ ପ୍ରୟାସ ପାଇଁ ଧନ୍ୟବାଦ ଦେଇଥିଲେ। ଏହି କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ ବିଜେଡ଼ି ଆଇଟି ଉଇଙ୍ଗ ର ରାଜ୍ୟ ସଂଯୋଜକ ପ୍ରସନ୍ନଜିତ ପତି ଓ ଯୁବବିଜେଡ଼ି ଆଇଟି ଉଇଙ୍ଗର ରାଜ୍ୟ ସଂଯୋଜକ ଡଃ ହରିଶ ଚଉଧରୀ , ତାରିଣୀ ପ୍ରସାଦ ନାୟକ , ଦୁଷ୍ମମନ୍ତ ବେହେରା, ସଂକେତ ରାୟ, ମହେକ୍ଷୀତା ମିଶ୍ର।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version