• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଅସଲି ପୋଷାକରେ ନକଲି ଆଇପିଏସ୍‌ ଅଫିସର ଧରାପଡିଲେ..

Proprietor Abhimanyu Maharana by Proprietor Abhimanyu Maharana
April 25, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
ଅସଲି ପୋଷାକରେ ନକଲି ଆଇପିଏସ୍‌ ଅଫିସର  ଧରାପଡିଲେ..
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ /ସୋନାଲି ( ଓଡିଶା ତାଜା ନ୍ୟୁଜ୍‌ ) ନକଲି ଆଇପିଏସ୍‌ ଅଫିସର ,୨୫ ଏପ୍ରିଲ, ଶନିବାର :- ‘ହାଲୋ ମୁଁ ୨୦୧୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଶର୍ମିଷ୍ଠା କହୁଛି । ମୁଁ କୋଭିଡ୍‌-୧୯ ଡ୍ୟୁଟିରେ ସେଣ୍ଟ୍ରାଲ ଡେପୁଟେଶନରେ ଭୁବନେଶ୍ୱର ଆସିଛି । ମୋ ପାଇଁ ଗାଡି, ଘର, ଚାକର, ରାଶନ ଦରକାର ।’ କମିଶନରେଟ ପୋଲିସକୁ ଏଭଳି ଫୋନ୍‌ କରି ନାକେଦମ୍‌ କରିଥିବା ଜଣେ ନକଲି ମହିଳା ଆଇପିଏସ୍‌ ଅଫିସର ଶୁକ୍ରବାର ଧରାପଡିଛନ୍ତି । ତାଙ୍କ ନିକଟରୁ ଅସଲି ପୋଲିସ ପୋଷାକ, ନକଲି ବନ୍ଧୁକ, ଆଇପିଏସ୍‌ ବ୍ୟାଜ୍‌, ପରିଚୟପତ୍ର ମିଳିଛି । ଏଥିସହ ତାଙ୍କ ମୋବାଇଲ୍‌ ଫୋନ୍‌କୁ ଜବତ କରାଯାଇଛି । ପୋଲିସ ଚାକିରି କରିଥିବା ସ୍ବାମୀ ଓ ଭାଇଙ୍କ ବଦଳି ପାଇଁ ସେ ଏପରି ନାଟକ ରଚିଥିବା ଜଣାପଡିଛି । ପୋଲିସ ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଉକ୍ତ ମହିଳାଙ୍କ ଘର ଖୋର୍ଦ୍ଧା ଜିଲା ବାଲୁଗାଁ ଅଞ୍ଚଳରେ ହୋଇଥିବାବେଳେ ସେ ଭୁବନେଶ୍ୱର ଫରେଷ୍ଟ ପାର୍କ ଅଞ୍ଚଳରେ ରହୁଛନ୍ତି । ତାଙ୍କ ସ୍ବାମୀ ଓ ଭାଇ ପୋଲିସ ଚାକିରି କରିଛନ୍ତି । ସ୍ବାମୀ କୋରାପୁଟରେ ଅବସ୍ଥାପିତ ଥିବାବେଳେ ଭାଇ ମଧ୍ୟ ଦୂରରେ କାର୍ଯ୍ୟରତ । ମହିଳା ଜଣକ ଗର୍ଭବତୀ ଅଛନ୍ତି । ତେଣୁ ସେ ନିଜକୁ ଜଣେ ଆଇପିଏସ୍‌ ଅଫିସର ପରିଚୟ ଦେଇ ଜଣେ କନ୍‌ଷ୍ଟେବଳଙ୍କ ବଦଳି ଓ ଲକ୍‌ଡାଉନ୍‌ ଡ୍ୟୁଟିକୁ କୋହଳ କରିବାକୁ ବହୁ ପୋଲିସ ଅଧିକାରୀଙ୍କୁ ଫୋନ୍‌ କରି ଚାପ ପକାନ୍ତି । ଏପରିକି ସେମାନଙ୍କୁ ଖରାରେ ଡ୍ୟୁଟି ନ ଦେବାକୁ ଧମକ ଦିଅନ୍ତି। ଏହାକୁ ନେଇ କିଛିଦିନ ହେବ ଅନେକ ପୋଲିସ ଅଧିକାରୀ ଅସ୍ତବ୍ୟସ୍ତ ହୋଇପଡିଥିଲେ । ଶେଷରେ ସନ୍ଦେହ ହେବାରୁ ତାଙ୍କ ଫୋନ୍‌ ନମ୍ବରକୁ ଟ୍ରେସ୍‌ କରାଯିବା ପରେ ସେ ଆଇପିଏସ୍‌ ଅଫିସର ନ ଥିବା ଜଣାପଡିଥିଲା । ଶୁକ୍ରବାର ରିଜର୍ଭ ଇନ୍ସପେକ୍ଟର ବିଜୟ ରତ୍ନ ଏନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ଟିମ୍‌ ଫରେଷ୍ଟ ପାର୍କ ନିକଟ ଘରୁ ତାଙ୍କୁ ଧରି ଥାନାକୁ ଆଣି ପଚରାଉଚରା କରିବା ପରେ ଘଟଣାର ପର୍ଦ୍ଦାଫାଶ ହୋଇଥିଲା । ତାଙ୍କ ଘରୁ ବିଭିନ୍ନ ନକଲି ସାମଗ୍ରୀ ଓ ମୋବାଇଲ୍‌ ଫୋନ୍‌ ଜବତ କରାଯାଇଥିଲା। ଅଧିକ ତଦନ୍ତ ପରେ ତାଙ୍କ ଫେସବୁକ୍‌ ଆକାଉଣ୍ଟରେ ମଧ୍ୟ ଓଡ଼ିଶା ପ୍ରଶାସନିକ ସେବାରେ ସେ ଚାକିରି କରିଥିବା ମିଛ ପୋଷ୍ଟ କରିଥିବା ଦେଖିବାକୁ ମିଳିଥିଲା । ହେଲେ ପୋଲିସ ତାଙ୍କୁ କୋର୍ଟ ଚାଲାଣ କରିବା ବଦଳରେ ସିଆର୍‌ପିସି ୪୧ରେ ନୋଟିସ ଦେଇ ଛାଡିଥିବା ଜଣାପଡିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026
ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version