• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାନବିକତା ଦେଖାଇଲେ ନିର୍ବାହୀଅଧିକାରୀ ଓ କେସିଙ୍ଗା ଥାନା ଅଧିକାରୀ, ଅଫିସ ଗାଡ଼ିରେ ଚିକିତ୍ସା ପାଇଁ ନେଲେ ମୁର୍ମୁଷୁ ମହିଳାଙ୍କୁ

Proprietor Abhimanyu Maharana by Proprietor Abhimanyu Maharana
October 9, 2021
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ମାନବିକତା ଦେଖାଇଲେ ନିର୍ବାହୀଅଧିକାରୀ ଓ କେସିଙ୍ଗା ଥାନା ଅଧିକାରୀ, ଅଫିସ ଗାଡ଼ିରେ ଚିକିତ୍ସା ପାଇଁ ନେଲେ ମୁର୍ମୁଷୁ ମହିଳାଙ୍କୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୯ ଅକ୍ଟୋବର ଶନିବାର ) କଳାହାଣ୍ଡି :- କଳାହାଣ୍ଡି ଜିଲ୍ଲା କେସିଙ୍ଗା ଅମ୍ବାଜି ମନ୍ଦିର ପାଖରେ ଏକ ନିରାଶ୍ରୟ ମହିଳା ଗତ ଦୁଇଦିନ ଧରି ରୋଗରେ ପୀଡିତ ହୋଇ ମୁର୍ମୁଷୁ ଅବସ୍ଥାରେ ପଡ଼ିଥିଲେ । ଗୁରୁବାର ରାତି ୧୦ରେ ଖବର ପାଇ ନିର୍ବାହୀଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକ ଓ ଆଇ ଆଇ ସି ସତ୍ୟ କୁମାର ନନ୍ଦ ପହଞ୍ଚି ଏହି ମହିଳାଙ୍କୁ ଉଦ୍ଧାର କରିଥିଲେ । ଆମ୍ବୁଲାନ୍ସ ଆସିବା ପ୍ରକ୍ରିୟା ବିଳମ୍ବ ହେବା ଦେଖି ଏହି ଦୁଇ ଅଧିକାରୀ ନିର୍ବାହୀ ଅଧିକାରୀଙ୍କ ଅଫିସ ବୋଲେରୋରେ ଏହି ବୃଦ୍ଧା ମୁର୍ମୁଷୁ ମହିଳାଙ୍କୁ ନେଇ କେସିଙ୍ଗା ହସ୍ପିଟାଲରେ ଚିକିତ୍ସା କରାଇଥିଲେ । ମହିଳା ଜଣକ ଗତ ଦୁଇଦିନ ହେଲା ଜ୍ବରରେ ଆକ୍ରାନ୍ତ ହୋଇ ପଡ଼ିଥିଲେ ।

ଏହି ବୃଦ୍ଧା ନିରାଶ୍ରୟ ଥିବାବେଳେ ଅମ୍ବାଜି ମନ୍ଦିର ନିକଟରେ ଭିକ୍ଷା ବୃତ୍ତି କରି ଚଳୁଥିଲେ । ଏହି ଦୁଇ ଅଧିକାରୀଙ୍କ ରାତି ୧୦ ଟାରେ ଏଭଳି ତୁରନ୍ତ ପଦକ୍ଷେପକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି । ବର୍ତ୍ତମାନ ସେହି ମୁର୍ମୁଷୁ ମହିଳାଙ୍କ ଚିକିତ୍ସା କେସିଙ୍ଗା ହସ୍ପିଟାଲରେ ଚାଲୁଛି । ପୂର୍ବରୁ ବି ନିର୍ବାହୀଅଧିକାରୀ ନିଜ ସରକାରୀ ବୋଲେରୋରେ ବୃଦ୍ଧାଙ୍କୁ ଟୀକା କରଣ ପାଇଁ ନେବା ଏବଂ ଦୁର୍ଘଟଣାରେ ଗୁରୁତର ଆହାତଙ୍କୁ ନିଜ ଗାଡିରେ ନେଇ ଚିକିତ୍ସା କରାଇବା ନେଇ ନିଜ ମାନବିକତାର ପରିଚୟ ଦେଇଛନ୍ତି । ଅନ୍ୟମାନଙ୍କ ପାଇଁ ପ୍ରେରଣା ମଧ୍ୟ ସାଜିଛନ୍ତି । ( ରିପୋର୍ଟ ପ୍ରଦୀପ କୁମାର ଗଉଡ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version