• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ରାସ୍ତା କଡ଼ରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକ ଉଦ୍ଧାର : ତଣ୍ଟିରେ ଲାଗିଛି ଗଭୀର ଆଘାତ – ତଦନ୍ତ ଅବ୍ୟାହତ

Proprietor Abhimanyu Maharana by Proprietor Abhimanyu Maharana
October 16, 2021
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ରାସ୍ତା କଡ଼ରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକ ଉଦ୍ଧାର : ତଣ୍ଟିରେ ଲାଗିଛି ଗଭୀର ଆଘାତ – ତଦନ୍ତ ଅବ୍ୟାହତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୬ ଅକ୍ଟୋବର ଶନିବାର  ) କନ୍ଧମାଳ :- ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି । ଫିରିଙ୍ଗିଆ ମୁଖ୍ୟ ରାସ୍ତାର ଟେଲାପାଲି ଶ୍ରାସାନଣ୍ଡା ଗାଁ ନିକଟ ରାସ୍ତା କଡ଼ରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛିl ଶନିବାର ଭୋର ସକାଳୁ ରାସ୍ତା କଡରେ ଯୁବକ ଜଣକ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ସ୍ଥାନୀୟ ଗାଁ ଲୋକ ଦେଖିବାକୁ ପାଇଥିଲେ । ଗ୍ରାମବାସୀ ଯୁବକ ଜଣକୁ ଉଦ୍ଧାର କରି ପ୍ରଥମେ ଫିରିଙ୍ଗିଆ ମେଡିକାଲକୁ ଚିକିତ୍ସା ପାଇଁ ଆଣିଥିଲେ । ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଫିରିଙ୍ଗିଆ ମେଡିକାଲରୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟକୁ ସ୍ଥାନାନ୍ତର କରାଯାଇଛି ।

ଅନ୍ୟପଟେ ଯୁବକଙ୍କ ତଣ୍ଟିରେ ଗଭୀର ଆଘାତ ଲାଗିଥିବାରୁ କୌଣସି ଧାରୁଆ ଅସ୍ତ୍ରରେ ତାଙ୍କ ତଣ୍ଟି କଟାଯାଇଥିବା ଜଣାପଡୁଛି । ଯୁବକ ଜଣକ କନ୍ଧମାଳ ଜିଲ୍ଲା ଟିକାବାଲି ଥାନା ଖଣ୍ଡିକଟା ଗାଁର ପ୍ରମୋଦ କହଁର ବୋଲି ଜଣାପଡିଛି । ସେ ଟେଲାପାଲିରେ ଥିବା ତାଙ୍କ ମାମୁ ଘରକୁ ବୁଲିବା ପାଇଁ ଆସିଥିଲେ । ତେବେ ଯୁବକ ଜଣକ ଉକ୍ତ ସ୍ଥାନକୁ କେମିତି ଆସିଲେ ଏବଂ ତାଙ୍କ ତଣ୍ଟି କାଟି କିଏ ରାସ୍ତା କଡରେ ପକାଇ ଦେଇଛି ତାହା ସ୍ପଷ୍ଟ ହୋଇନାହିଁ। ପୋଲିସ ବିଭାଗ ପକ୍ଷରୁ ତଦନ୍ତ ଅବ୍ୟାହତ ରହିଥିବା ଜଣାପଡିଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାବାର୍ଡ ଓ ନିଗମ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ନାବାର୍ଡ ଓ ନିଗମ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 11, 2026
ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

March 11, 2026
୨୨ ମାର୍ଚ୍ଚରେ ଅନୁଷ୍ଠିତ ହେବ ସବୁଠାରୁ ବଡ଼ ଫାର୍ମା ଜାତୀୟ ସମ୍ମିଳନୀ “ଫାର୍ମା ଅନୱେଶନ – ୨୦୨୬”

୨୨ ମାର୍ଚ୍ଚରେ ଅନୁଷ୍ଠିତ ହେବ ସବୁଠାରୁ ବଡ଼ ଫାର୍ମା ଜାତୀୟ ସମ୍ମିଳନୀ “ଫାର୍ମା ଅନୱେଶନ – ୨୦୨୬”

March 11, 2026
International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାବାର୍ଡ ଓ ନିଗମ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ନାବାର୍ଡ ଓ ନିଗମ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 11, 2026
ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version