• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗବାଷୋଳ ଫୁଟ୍‌ବଲ୍ ଟୁର୍ଣ୍ଣାମେଣ୍ଟ : କଳିଙ୍ଗନଗର ଚାମ୍ପିଆନ

Proprietor Abhimanyu Maharana by Proprietor Abhimanyu Maharana
October 17, 2021
in ଓଡ଼ିଶା, କଟକ, ଯାଜପୁର, ହୋମ୍
0
ଗବାଷୋଳ ଫୁଟ୍‌ବଲ୍ ଟୁର୍ଣ୍ଣାମେଣ୍ଟ : କଳିଙ୍ଗନଗର ଚାମ୍ପିଆନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୭ ଅକ୍ଟୋବର ରବିବାର ) ବଡଚଣା :- ବଡଚଣା ବ୍ଲକ ଅନ୍ତର୍ଗତ ସମିଆଁ ପଂଚାୟତ ଗବାଷୋଳ ଫୁଟ୍‌ବଲ୍ ଖେଳ ପଡିଆଠାରେ ଦାନଗଦି ଦେଶାଉଲି ୟୁଥ୍ କ୍ଲବ, ଗବାଷୋଳ ତରଫରୁ ଆୟୋଜିତ ୨୬ତମ ବାର୍ଷିକ ଫୁଟ୍‌ବଲ୍ ଟୁର୍ଣ୍ଣାମେଣ୍ଟରେ ଆଜିର ଫାଇନାଲ ମ୍ୟାଚରେ କଳିଙ୍ଗନଗର ଫୁଟ୍‌ବଲ୍ କ୍ଲବ, ଯାଜପୁର ,ଗ୍ଲୋବାଲ୍ ହେଡ୍ ସ୍ପୋଟସ କ୍ଲବ ,ଧାନମଣ୍ଡଳକୁ ପାନାଲଟି ସ୍କୋର ୩-୦ ଗୋଲ ଜରିଆରେ ପରାସ୍ତ କରି ଚାମ୍ପିଆନ ହୋଇଛି ।

ସମିଆଁ ପଂଚାୟତର ପୂର୍ବତନ ସରପଞ୍ଚ ତଥା ପଞ୍ଚାୟତ ବିଜେଡି ସଭାପତି ଯୁଗଳ କିଶୋର ଖିଲାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରଷ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଡଚଣାର ବିଧାୟକ ଅମର ପ୍ରସାଦ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏପରି ଟୁର୍ଣ୍ଣାମେଣ୍ଟର ଆୟୋଜନ କରାଯିବା ଦ୍ବାରା କ୍ରିଡାବିତ୍ ମାନଙ୍କ ମଧ୍ୟରେ ସୁସଂର୍ପକ ସୃଷ୍ଟି ହେବା ସହ କ୍ରିଡାର ବିକାଶ ହୋଇ ପାରିବ ଓ ସରକାରୀ ଆବଶ୍ୟକୀୟ ସହଯୋଗ କରିବା ପାଇଁ  ମତ ରଖିଥିଲେ ।

ସମ୍ମାନୀତ ଅତିଥି ଭାବେ ବଡଚଣା ବ୍ଲକ ଆତ୍ମାର ଅଧ୍ୟକ୍ଷ ନିରଞ୍ଜନ ସେନାପତି, ଯୁବ ବିଜେଡି ସଭାପତି ଗଣେଶ୍ବର ବରାଳ, ପୂର୍ବତନ ସରପଞ୍ଚ ରଞ୍ଜନ କୁମାର ଦାସ, ପୂର୍ବତନ ସମିତି ସଭ୍ୟ ବିବେକ ରଞ୍ଜନ ସୁବୁଦ୍ଧି,ନାରୀନେତ୍ରୀ ପୁଷ୍ପଲତା ନାଥ, ଅବସରପ୍ରାପ୍ତ ବ୍ୟାଙ୍କ୍ କର୍ମଚାରୀ ଗୌରାଙ୍ଗ ଚରଣ ଜାମୁଦା, ସମାଜସେବୀ ବିନୋଦ ହେମ୍ରମ ପ୍ରମୁଖ ଯୋଗଦେଇ ଆୟୋଜକ ମାନଙ୍କୁ ପ୍ରଶଂସା କରିଥିଲେ । ଶେଷରେ ଚମ୍ପିୟାନ ଓ ରନର୍ସଅଫ ଦଳକୁ ଅତିଥି ମାନେ ଟ୍ରଫି ପ୍ରଦାନ କରିଥିଲେ । ଖେଳକୁ ଡମ୍ବରୁଧର ଜାମୁଦା ଓ କୁମାର ଜାମୁଦା ରେଫରି ଭାବରେ ପରିଚାଳନା କରିଥିବା ବେଳେ ବାବୁଲି ଜାମୁଦା,ସନାତନ ଗାଗରାଇ,ଗୌରାଙ୍ଗ ସୁଣ୍ଡି ଓ ମଙ୍ଗଲ ଜାମୁଦା ସ୍କୋରର ଓ ଧାରାବିବରଣୀ ପ୍ରଦାନ କରିଥିଲେ ।

ଏହି ଟୁର୍ଣ୍ଣାମେଣ୍ଟ ପାଞ୍ଚଦିନ ଧରି ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଓଡିଶାର ବିଭିନ୍ନ ଜିଲ୍ଲାରୁ ୬୪ ଗୋଟି ଆଦିବାସୀ ଫୁଟ୍‌ବଲ୍ ଟିମ୍ ଅଂଶଗ୍ରହଣ କରିଥିଲେ ବୋଲି ଅନୁଷ୍ଠାନ ତରଫରୁ ସୂଚନା ମିଳିଛି । ଏହି ଟୁର୍ଣ୍ଣାମେଣ୍ଟକୁ କ୍ଲବ ତରଫରୁ ସଭାପତି ଜଗୁସିଂ ଜାମୁଦା,ଉପସଭାପତି ସଂଜୀତ୍ କୁମାର ଜାମୁଦା, ସମ୍ପାଦକ କୈଳାଶ ସିଂଙ୍କୁ,ସହ ସମ୍ପାଦକ ଦୀପକ କୁମାର ଜାମୁଦା,ବିଜୟ ଜାମୁଦା,ବିଜୟ ଗୁପ୍,କରନ ଜାମୁଦା,ରାଇସିଂ ଜାମୁଦା ପ୍ରମୁଖ ଅନୁଷ୍ଠାନର କର୍ମକର୍ତ୍ତା ଖେଳ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version