No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୧୭ ଅକ୍ଟୋବର ରବିବାର ) ପାରଳାଖେମୁଣ୍ଡି :- ଗଜପତିଜିଲ୍ଲା ଅଡବାଥାନା ଅନ୍ତର୍ଗତ ଉଲିଆପଦା ଗ୍ରାମଠାରେ ଓଲଟିଲା ମନ୍ତ୍ରୀଙ୍କ ପାଇଲଟିଂ ଗାଡ଼ି । ଦୁର୍ଘଟଣାରେ ୫ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ଭୁବନେଶ୍ୱରରୁ ରାୟଗଡା ଫେରୁଥିଲେ ମନ୍ତ୍ରୀ ଜଗନ୍ନାଥ ସାର୍କା । ହେଲେ ଗଜପତି ଅଡ଼ବା ଥାନା ଉଲିଆପଦା ଗାଁ ନିକଟରେ ମନ୍ତ୍ରୀଙ୍କ ପାଇଲଟିଂ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିଲାଗାଡ଼ିଟିରେ ବସିଥିବା ୫ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଖବର ପାଇ ଘଟଣା ସ୍ଥଳରେ ଅଡବା ପୋଲିସ ପହଞ୍ଚିଚ୍ଛି l

No Result
View All Result