• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କଉପସ୍ଥିତି ରେ ଗଜପତି ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
October 17, 2021
in ଓଡ଼ିଶା, ଗଜପତି, ହୋମ୍
0
ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କଉପସ୍ଥିତି ରେ ଗଜପତି ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମ ଦିବସ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୭ ଅକ୍ଟୋବର ରବିବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାରେ ବିଜୁ ଜନତା ଦଳ ତରଫରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମ ଦିବସ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କ ଉପସ୍ଥିତିରେ ପାଳିତ ହୋଇଯାଇଛି । ଜିଲ୍ଳାରସଦରମହକୁମା ପାରଳାଖେମୁଣ୍ଡି କଲେଜ ଛକ ସ୍ଥିତ ସ୍ଥିତ ବିଜୁ ପଟନାୟକଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ କେକ୍ କାଟି ଜନ୍ମ ଦିବସ ପାଳିତହୋଇଥିବାବେଳେ ଗଜପତି ଜିଲ୍ଲ୍ ବିଜେଡିର ଯୁବ ସଭାପତି ଏସ୍ ଲିଙ୍ଗରାଜଙ୍କ ନେତୃତ୍ୱରେ ଗୋଷାଣୀ ବ୍ଲକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମ ଦିବସ ପାଳନ ଅବସରରେ ଏକ କେକ୍ କଟାଯାଇ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରାଯାଇଥିଲା ।

ଏଥିସହ ଗୋଷାଣୀ ବ୍ଲକରେ ବିଜେଡିର ଯୁବ ସଂଗଠନ ଦ୍ୱାରା ବିଭିନ୍ନ ସାମାଜିକ ସେବା କାର୍ଯ୍ୟକ୍ରମ ସହଗରିବଲୋକ ମାନଙ୍କୁ ଖାଦ୍ୟ ଦ୍ରବ୍ୟ ପ୍ରଦାନ କରାଯାଇଥିଲା । ସେହିପରି ଗଜପତି ଜିଲ୍ଲାର ଚନ୍ଦ୍ରଗିରି ଠାରେ ଓଡିଶା ମୋ ପରିବାର ତରଫରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମ ଦିବସ ପାଳନ ଅବସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।

ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ଶିବିରକୁ ଉଦ୍‌ଘାଟନ କରିଥିଲେ ଓଡିଶା ମୋ ପରିବାର ଓ ଜୀବନବିନ୍ଦୁ କାର୍ଯ୍ୟକ୍ରମର ଗଜପତି ଜିଲ୍ଲାର ମୁଖ୍ୟ ଇନ୍ଦୀରା ପଟ୍ଟନାୟକଙ୍କ ପରିଚାଳନାରେ ଆୟୋଜିତ ଏହି ରକ୍ତଦାନ ଶିବିରରେ ୪୦ଜଣ ସ୍ୱେଚ୍ଛାସେବୀ ୪୦ୟୁନିଟ୍ ରକ୍ତ ଦାନ କରିଛନ୍ତି । ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମରେ ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକଙ୍କ ସମେତ ବରିଷ୍ଠ ବିଜେଡି ନେତା ଅନ୍ତର୍ଯ୍ୟମୀ ଗମାଙ୍ଗ, ଲକ୍ଷ୍ମୀକାନ୍ତ ପରିଚ୍ଛା, ହାଇଟେକ୍ ଗ୍ରୁପ ର ଅଧକ୍ଷ ତିରୁପତି ପାଣିଗ୍ରାହୀ, ମାରୁତ ପାଳ ଜିଲ୍ଲା ମହିଳା ବିଜେଡି ସଭାନେତ୍ରୀ ପୂର୍ଣ୍ଣବାସୀନାୟକ ନଗର ବିଜୁମହିଳା ସମ୍ପାଦିକା ତନୁଜା ଶତପଥି ପ୍ରମୁଖଏଥିରେ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version