• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହିଙ୍ଗୁଳା ହାଇସ୍କୁଲ ପୁରାତନ ଛାତ୍ର ସଂସଦର ୨୮ତମ ବାର୍ଷିକ ବୈଠକ ‘ଶିକ୍ଷାବିତ ଉଦୟ ମଲ୍ଲିକଙ୍କୁ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
October 18, 2021
in ଓଡ଼ିଶା, ଯାଜପୁର, ହୋମ୍
0
ହିଙ୍ଗୁଳା ହାଇସ୍କୁଲ ପୁରାତନ ଛାତ୍ର ସଂସଦର ୨୮ତମ ବାର୍ଷିକ ବୈଠକ ‘ଶିକ୍ଷାବିତ ଉଦୟ ମଲ୍ଲିକଙ୍କୁ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୮ ଅକ୍ଟୋବର ସୋମବାର)  କୋରାଇ :- କୋରାଇ ବ୍ଲକ ଅନ୍ତର୍ଗତ ଖମଣ ପଂଚାୟତର ଶଙ୍ଖଚିଲା ସ୍ଥିତ ହିଙ୍ଗୁଳା ହାଇସ୍କୁଲର ପୁରାତନ ଛାତ୍ର ସଂସଦର ୨୯ତମ ବାର୍ଷିକ ବୈଠକ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଯାଇଛି । ସ୍ଥାନୀୟ ମା’ହିଙ୍ଗୁଳା ପୀଠର ସମ୍ମିଳନୀ କକ୍ଷରେ ସଂସଦସର ସଭାପତି ଦୀନବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ମୁଖ୍ୟଅତିଥିଭାବେ ବ୍ୟାସନଗର ସ୍ୱଂୟ ଶାସିତ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଶିବଚରଣ ମାଝୀ ଯୋଗଦେଇଥିଲା ବେଳେ ସମ୍ମାନିତ ଅତିଥିଭାବେ ବ୍ୟାସନଗର ସ୍ୱଂୟ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର କୁଶଚନ୍ଦ୍ର ପ୍ରଧାନ ଯୋଗଦେଇ ପୁରତନ ଛାତଛାତ୍ରୀ ସଂପୃକ୍ତ ବିଦ୍ୟାଳୟର ପରିଚୟ ବୋଲି ବକ୍ତବ୍ୟ ପ୍ରସଙ୍ଗରେ କହିଥିଲେ । ଅନ୍ୟତମ ଅତିଥିଭାବେ ଅବସରପ୍ରାପ୍ତ ଶିକ୍ଷକ କୈଳାଶଚନ୍ଦ୍ର କୁଅଁର ଯୋଗଦେଇ ଅଭିଭାଷଣ ଦେଇଥିଲେ ।

ସହସଂପାଦକ ବିନୋଦ ବିହାରୀ ସାହୁ ସଂପାଦକୀୟ ବିବରଣ ପାଠ କରିଥିଲା ବେଳେ ଆର୍ଯ୍ୟବିଭାସ କୁମାର ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ଅବସରରେ ରବିନ୍ଦ୍ରକୁମାର ଶତପଥୀଙ୍କୁ ବୋଲେହୁଁଟି ସମ୍ମାନ ପ୍ରଦାନକରାଯିବା ସହ ସଂପୃକ୍ତ ବିଦ୍ୟାଳୟର ଅବସରପ୍ରାପ୍ତ ସହକାରୀ ଶିକ୍ଷକ ଉଦୟକୁମାର ମଲ୍ଲିକଙ୍କୁ ‘ବିଶିଷ୍ଟ ଶିକ୍ଷାବିତ’ଭାବେ ଅନୁଷ୍ଠାନ ପକ୍ଷରୁ ପୁଷ୍ପଗୁଚ୍ଛ, ଉପଢୌକନ ଓ ମାନପତ୍ର ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଥିଲା । ପୁରାତନ ଛାତ୍ର ରବି ଶତପଥୀଙ୍କ ଦ୍ୱାରା ଲିଖିତ ପୁସ୍ତକ ‘ଅପରାହ୍ଣର ଛାଇ’ ଓ ତୈୟମାସିକ ହିନ୍ଦୀ ପତ୍ରିକା ‘ଆଶା କିରଣ’ ଅତିଥିମାନଙ୍କ ଦ୍ୱରା ଉନ୍ମୋଚିତ ହୋଇଥିଲା । ଶେଷରେ ହାଇସ୍କୁଲର ପ୍ରକ୍ତନ ପ୍ରଧାନ ଶିକ୍ଷତ ତଥା ପୁରାତନ ଛାତ୍ର ବିଷ୍ଣୁଚରଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ସଭାପ୍ରାରମ୍ଭରେ ମା’ହିଙ୍ଗୁଳାଙ୍କୁ ଦୀପାର୍ଘ୍ୟ ପ୍ରଦାନ କରାଯିବା ପରେ ଦିବଂଗତ ଶିକ୍ଷକ ଓ ପୁରାତନ ଛାତ୍ରଙ୍କ ସ୍ମୃତି ଉଦେଶ୍ୟରେ ୧ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା ।

ବୈଠକର ଦ୍ୱିତୀୟ ଅଧିବେଶନରେ ସଂସଦର ନୂତନ କମିଟି ଚୟନ କରାଯାଇଥିଲା । ସଦସ୍ୟ ଦେବପ୍ରକାଶ ସାହୁଙ୍କ ପ୍ରସ୍ତାବ କ୍ରମେ ସ୍ଥାୟୀ ସଭାପତିଭାବେ ଦୀନବନ୍ଧୁ ନାୟକଙ୍କୁ ଚୟନ କରାଯିଥିଲା ବେଳେ ସଂପାଦକଭାବେ ବିନୋଦ ବିହାରୀ ସାହୁ, କାର୍ଯ୍ୟକାରୀ ସଭାପତି ଶ୍ରୀଧର ଦାସ, ଉପସଭାପତି ବିଷ୍ଣୁଚରଣ ସାହୁ ଓ ସସ୍ମିତେଶ ସାହୁ, ସହସଂପାଦକ ନରୋତମ ଜେନା ଓ ଦେବପ୍ରକାଶ ସାହୁ, ଯୁଗ୍ମସଂପାଦକ ଅକ୍ଷୟକୁମାର ଜେନା, କୋଷାଧ୍ୟକ୍ଷ ରଘୁନାଥ ସାହୁ ଓ ସହକାରୀଭାବେ ସୌମ୍ୟବ୍ରତ ସାହୁଙ୍କୁ ସର୍ବସମ୍ମତିକ୍ରମେ ମନୋନୀତ କରାଯାଇଥିଲା । ନୂତନ ସଦସ୍ୟମାନେ ମା’ହିଙ୍ଗୁଳାଙ୍କ ଆଶୀର୍ବାଦ ନେଇ ସଂସଦର ଉନ୍ନତି ଲାଗି ସାମୂହିକଭାବେ କାର୍ଯ୍ୟକରିବାକୁ ଶପଥ ନେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version