No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୨୦ ଅକ୍ଟୋବର ବୁଧବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ କୋରଡ଼ା ପଞ୍ଚାୟତ ଅଧିନରେ ଥିବା ମହିତମା ଗ୍ରାମରେ ମା ଗଜଲକ୍ଷ୍ମୀ ଙ୍କ ପୂଜା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ମା ଙ୍କୁ ଭକ୍ତିପୂତ ପ୍ରଣାମ ଜଣାଇବା ଆଶୀର୍ବାଦ ନେଇଥିଲେ ।
ସମ୍ମାନୀତ ଅତିଥି ଭାବେ ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା,ଜିଲ୍ଲା ଯୁବ ସାଧାରଣ ସମ୍ପାଦକ ଗୋଲଖ ବିହାରୀ ଗୋଚ୍ଛାୟତ,ପୂର୍ବତନ ସମିତି ସଭ୍ୟ ସୁବ୍ରତ ମିଶ୍ର, ବଣିକ ସଂଘର ସଭାପତି ସୁରେନ୍ଦ୍ର ସୁବୁଦ୍ଧି ପ୍ରମୁଖ ଉପସ୍ଥିତ ଥିଲେ । ସେହିପରି ଭାବେ ନୂଆଗାଁ ପୋଖରୀ ସାହି ରେ ଅନୁଷ୍ଠିତ ମା ଗଜଲକ୍ଷ୍ମୀ ପୂଜାରେ ଦଶପଲ୍ଲା ବିଧାୟକ ଯୋଗଦେଇ ମା ଙ୍କୁ ଦର୍ଶନ କରି ଭକ୍ତିପୂତ ପ୍ରଣାମ କରିଥିଲେ ।

No Result
View All Result