• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଜଡିବୁଟି ଔଷଧ ଯୋଗାଇଦେବାକୁ କହି ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ : ଜଣେ ଅଟକ  – ଟାଟା ସୁମୋ ଗାଡି ଜବତ 

Proprietor Abhimanyu Maharana by Proprietor Abhimanyu Maharana
October 22, 2021
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ଜଡିବୁଟି ଔଷଧ ଯୋଗାଇଦେବାକୁ କହି ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ : ଜଣେ ଅଟକ  – ଟାଟା ସୁମୋ ଗାଡି ଜବତ 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୨ ଅକ୍ଟୋବର ଶୁକ୍ରବାର ) କନ୍ଧମାଳ :- ଆପଣ କୌଣସି ରୋଗରେ ପିଡିତ ହୋଇଛନ୍ତି କି..? ଆଉ ଏଥିରୁ ଭଲ ହେବାପାଇଁ କିଛି ଜଡ଼ି ବୁଟି ଔଷଧ ସେବନ କରୁଛନ୍ତି ବା ସେବନ କରିବାଲାଗି ଚାହୁଁଛୁନ୍ତି କି? ଯଦି ଆପଣଙ୍କ ଉତ୍ତର ହଁ, ତେବେ ସାବଧାନ l ଆପଣ ଠକେଇର ଶୀକାର ହୋଇପାରନ୍ତି । ଜଡିବୁଟି ଔଷଧ ଦେବା ଲାଗି କହି କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରର ଜଣେ ଜଣାଶୁଣା ଶିକ୍ଷିତ ବ୍ୟକ୍ତିଙ୍କଠାରୁ ୩ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଠକେଇ କରି ନେଇଥିବା ଫୁଲବାଣୀ ଟାଉନ ଥାନାରେ ଅଭିଯୋଗ ହେବା ପରେ ପୋଲିସ ସୁନୀଲ ନାମକ ଜଣେ ଜଡିବୁଟି ବ୍ୟବସାୟୀ କୁ ଅଟକ ରଖି ପଚରାଉଚୁରା କରୁଛି । ତାର ଟାଟା ସୁମୋ ଗାଡିକୁ ମଧ୍ୟ ଜବତ କରିଛି । ସୂଚନାଯୋଗ୍ୟ କଲେଜ ଛକ ନିକଟରେ ରାସ୍ତା କଡରେ ପସରା ମେଲାଇ ଜଡିବୁଟି ବିକ୍ରି କରୁଥିବା ସୁନୀଲ ଙ୍କଠାରୁ ନିଜ ରୋଗ ସମ୍ବନ୍ଧରେ ବର୍ଣ୍ଣନା କରି ପ୍ରଥମେ କିଛି ଔଷଧ ଖାଇଥିଲେ ।

ଖାଇବା ପରେ ଭଲ ଲାଗିବା ଫଳରେ ବ୍ୟକ୍ତି ଜଣକ ଆଉ ଅଧିକ ଦିନ ଖାଇବା ଲାଗି ଔଷଧ କିଣିବା ପାଇଁ ଚାହିଁଥିଲେ । ତେବେ ସେହି ଔଷଧ ର ଷ୍ଟକ ତାଙ୍କ ପାଖରେ ନ ଥିବା କହି ମଗାଇଦେବାକୁ କହି ଦୁଇ ତିନିଟି ପ୍ରର୍ଯ୍ୟାୟରେ ୩ଲକ୍ଷ ଟଙ୍କାରୁ ଉର୍ଦ୍ଧ ଟଙ୍କା ନେଇ ଔଷଧ ନ ଦେଇ ଜଡିବୁଟି ବ୍ୟବସାୟୀ ଜଣଙ୍କ ଏଠାରୁ ଟେଣ୍ଟ ଉଠାଇ ଲୁଚି ପଳାଇ ଥିଲେ । ବ୍ୟକ୍ତି ଜଣଙ୍କ ତାଙ୍କୁ ଖୋଜାଖୋଜି କରି ନ ପାଇବା ଫଳରେ ଶେଷରେ ନିରାଶ ହୋଇ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ତେବେ ସେ ଦେଇଥିବା ଫୋନ ନମ୍ବରରେ ପ୍ରଥମେ ପୋଲିସ ଗ୍ରାହକ ସାଜି ଫୋନ କରିବାରୁ ସେ ରାଉରକେଲାରେ ବର୍ତ୍ତମାନ ଥିବା କହିଥିଲେ ।

ତେବେ ତାଙ୍କ ଫୋନ ଲୋକେସନ କିନ୍ତୁ ଭବାନିପାଟଣା ଅଞ୍ଚଳ ଦେଖାଇବା ଫଳରେ ଫୁଲବାଣୀ ପୋଲିସ ଭବାନିପାଟଣା ପୋଲିସକୁ ଜଣାଇବା ପରେ ଭବାନିପାଟଣା ପୋଲିସ ଜଡିବୁଟି ବ୍ୟବସାୟୀ ସୁନୀଲକୁ ଥାନାକୁ ଆଣି ରଖିଥିଲା ଆଉ ଫୁଲବାଣୀ ପୋଲିସ ଭବାନିପାଟଣା ଯାଇ ଏଠାକୁ ଆଣି ଅଟକ ରଖି ପଚରାଉଚୁରା କରୁଛି । ତେବେ ବିଭିନ୍ନ ସମୟରେ ରାଜସ୍ଥାନ, ଗୁଜରାଟ, କଲିକତା ଆଦି ବାହାର ରାଜ୍ୟରୁ ଜଡିବୁଟି ବ୍ୟବସାୟୀ ମାନେ ଏଠାକୁ ରିତିମତ ଆସି ଔଷଧ ନାରେ ନିରିହ ଲୋକମାନଙ୍କୁ ଠକୁଥିବା ଅଭିଯୋଗ ହେଉଛି । ଲୋକେ ବି ସେମାନଙ୍କ କଥାରେ ବଶବର୍ତ୍ତୀ ହୋଇ ଠକାମୀର ଶୀକାର ହେଉଛନ୍ତି ଆଉ ଲୋକ ଲଜ୍ୟାରେ କାହାରିକୁ ନ କହି ଚୁପ ରହୁଛନ୍ତି । ଏଣୁ କିଛି ନ ବୁଝି ନଶୁଝି ବାହାରର ବୁଲା ବିକାଳୀ ମାନଙ୍କ ଠାରୁ ଔଷଧ ନ କିଣିବା ଲାଗି ପୋଲିସ ପର।ମର୍ଶ ଦେଇଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାବାର୍ଡ ଓ ନିଗମ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ନାବାର୍ଡ ଓ ନିଗମ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 11, 2026
ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

March 11, 2026
୨୨ ମାର୍ଚ୍ଚରେ ଅନୁଷ୍ଠିତ ହେବ ସବୁଠାରୁ ବଡ଼ ଫାର୍ମା ଜାତୀୟ ସମ୍ମିଳନୀ “ଫାର୍ମା ଅନୱେଶନ – ୨୦୨୬”

୨୨ ମାର୍ଚ୍ଚରେ ଅନୁଷ୍ଠିତ ହେବ ସବୁଠାରୁ ବଡ଼ ଫାର୍ମା ଜାତୀୟ ସମ୍ମିଳନୀ “ଫାର୍ମା ଅନୱେଶନ – ୨୦୨୬”

March 11, 2026
International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାବାର୍ଡ ଓ ନିଗମ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ନାବାର୍ଡ ଓ ନିଗମ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 11, 2026
ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version