• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାପ କାମୁଡ଼ାରେ ମୃତ୍ୟୁର ଏକ ମାସ ପରେ ପୁଣି ମହୁମାଛି ଆକ୍ରମଣରେ ଯୁବକ ମୃତ୍ୟୁ, ବେସାହାରା ଦୁଇ ପରିବାର

Proprietor Abhimanyu Maharana by Proprietor Abhimanyu Maharana
October 25, 2021
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ସାପ କାମୁଡ଼ାରେ ମୃତ୍ୟୁର ଏକ ମାସ ପରେ ପୁଣି ମହୁମାଛି ଆକ୍ରମଣରେ ଯୁବକ ମୃତ୍ୟୁ, ବେସାହାରା ଦୁଇ ପରିବାର
Share on FacebookShare on TwitterWhatsapp

(ସଚେତନତାର ଅଭାବ,୨ ଗୋଟି କୁଟିଆ କନ୍ଧ ପରିବାରଙ୍କୁ ମିଳିପାରିଲା ନାହିଁ ସରକାରୀ ସହାୟତା ରାଶି)

ଓଡ଼ିଶା ତାଜା ନ୍ୟୁଜ୍ (୨୫ ଅକ୍ଟୋବର ସୋମବାର) କଳାହାଣ୍ଡି :- ଲାଞ୍ଜିଗଡ଼ ବ୍ଳକ ଅନ୍ତର୍ଗତ କାନକୁଟରୁ ପଞ୍ଚାୟତର କନ୍ଧବୋରି ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା । ସୂଚନା ଅନୁସାରେ କନ୍ଧ ବୋରି ଗାଁର ଆଦୁନୁ ମାଝୀ (୩୦) ମହୁ ସଂଗ୍ରହ କରିବା ପାଇଁ ଗାଁ ନିକଟରେ ଥିବା ଜଙ୍ଗଲକୁ ଯାଇଥିଲେ । ହେଲେ ମହୁ ଫେଣାରୁ ବହୁତ ମହୁମାଛିଙ୍କୁ ଘଉଡାଇବା ପରେ ପୁଣି ମହୁମାଛିମାନେ ମିଶି ଆଦୁନୁକୁ ଆକ୍ରମଣ କରିଥିଲେ । ମହୁମାଛିର ବିଷ କ୍ରିୟା ଯୋଗୁଁ ଯୁବକ ଅତ୍ୟନ୍ତ ଗୁରୁତର ଅବସ୍ଥାରେ ବହୁ କଷ୍ଟରେ ଗାଁ ଶେଷ ମୁଣ୍ଡରେ ଥିବା ଏକ ପୋଲ ନିକଟକୁ ପହଞ୍ଚି ପାରିଥିଲେ ଓ ପୋଲ ଉପରେ ଶୋଇ ପଡ଼ିଥିଲେ ।  ଆଦୁନୁର ଗୁରୁତର ଅବସ୍ଥା ଦେଖି ରାସ୍ତାରେ ଯାଉଥିବା ଲୋକେ ତାକୁ ନେଇ ଘରେ ଛାଡିଥିଲେ ।

ଘର ଲୋକେ ଡାକ୍ତରଖାନା ନେବା ପୂର୍ବରୁ ଆଦୁନୁର ମୃତ୍ୟୁ ହୋଇଥିଲା । କିନ୍ତୁ ସଚେତନତାର ଅଭାଵ ଯୋଗୁଁ ଆଦୁନୁ ଶବ ବ୍ୟବଚ୍ଛେଦ ହୋଇ ପାରି ନ ଥିଲା । ମୃତ୍ୟୁ ପରେ ଗାଁରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ଏହା ପରେ ଆଦୁନୁର ପରିବାର ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି । ତାର ସ୍ତ୍ରୀ ରୁଖେ ମାଝୀ ଓ ଚାରି ଛୁଆ ବେସାହାରା ହୋଇ ପଡିଛନ୍ତି । ପରିବାରର ଏକ ମାତ୍ର ରୋଜଗାରିଆ ପୁଅ କୁ ହରାଇ ମା ମଧ୍ୟ ଭାଙ୍ଗି ପଡିଛି । ବର୍ତ୍ତମାନ ପରିବାରର ପ୍ରତିପୋଷଣ କିପରି ହେବ ସମସ୍ତେ ଚିନ୍ତା ପ୍ରକଟ କରିଛନ୍ତି ।

ସେହିପରି ଗତ ସେପ୍ଟେମ୍ବର ୧୯ ତାରିଖରେ ନିୟମଗିରି ପାହାଡ଼ର ପାଦ ଦେଶରେ ଥିବା ତ୍ରିଲୋଚନପୁର ପଞ୍ଚାୟତର ଫୁଲଡୁମେର ଗାଁର ବେରେଙ୍ଗ ମାଝୀ (୪୫) ଘରେ ଶୋଇଥିବା ସମୟରେ ତାଙ୍କୁ ବିଷାକ୍ତ ସାପ କାମୁଡି ଥିଲା । ଗାଁ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାକୁ ନେବା ସମୟରେ ଅଧା ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା । ସ୍ତ୍ରୀ ପାଲାଡି ମାଝୀ ସ୍ୱାମୀ ବେରେଙ୍ଗଙ୍କ ଶବ ବ୍ୟବଚ୍ଛେଦ କରିବା ପାଇଁ ପ୍ରଶାସନ ସହିତ ଯୋଗାଯୋଗ କରିଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା । ଗାଁ ନିକଟସ୍ଥ ଏକ ଗାଡ଼ିକୁ ଭଡା ଆକାରରେ ଶବ ବ୍ୟବଚ୍ଛେଦ ପାଇଁ ଲାଞ୍ଜିଗଡ଼କୁ ନେବା ପାଇଁ ୬ ରୁ ୭ ହଜାର ଟଙ୍କା ଦାବି କରିଥିବା ଯୋଗୁଁ ସ୍ତ୍ରୀ ପାଲାଡିଙ୍କ ପକ୍ଷରୁ ଅସମ୍ଭବ ହୋଇଥିଲା ।

ପରିବାରର ରୋଜଗାରିଆ ସ୍ୱାମୀ ଚାଲିଯିବା ପରେ ପାଲାଡି ନିଜ ୩ ଗୋଟି ସନ୍ତାନକୁ କିପରି ପ୍ରତିପୋଷଣ କରିବେ ସେହି ଚିନ୍ତାରେ ଭାଙ୍ଗି ପଡ଼ିଛନ୍ତି । ଲାଞ୍ଜିଗଡ଼ ବ୍ଳକରେ ଦାୟିତ୍ୱରେ ଥିବା ମେଡ଼ିକାଲ କର୍ମଚାରୀ ମାନେ ମାସ ମାସ ଧରି ଅଞ୍ଚଳକୁ ଯାଉନଥିବା ଓ ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ କାର୍ଯ୍ୟ କରୁଥିବା ବେଳେ ଶତକଡ଼ା ୮୦ ପ୍ରତିଶତ କାର୍ଯ୍ୟ କାଗଜ ପତ୍ରରେ ଚାଲୁଥିବା ବେଳେ ଯୋଗାଯୋଗ ଅଭାବ ଯୋଗୁଁ ଏହି ଗରିବ ଆଦିମ ଜନଜାତି ବର୍ଗର ୨ ଗୋଟି ପରିବାର ଏବେ ସରକାରୀ ସହାୟତା ରାଶି ପାଇବାରୁ ବଞ୍ଚିତ ହୋଇଛନ୍ତି ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version