• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖଦି ମହିଳାମାନଙ୍କୁ ସମ୍ମାନର ସହ ଆତ୍ମନିର୍ଭରଶୀଳ ହେବା ଶିଖାଉ – ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର

Proprietor Abhimanyu Maharana by Proprietor Abhimanyu Maharana
October 27, 2021
in ଓଡ଼ିଶା, ମହାନଗର, ହୋମ୍
0
ଖଦି ମହିଳାମାନଙ୍କୁ ସମ୍ମାନର ସହ ଆତ୍ମନିର୍ଭରଶୀଳ ହେବା ଶିଖାଉ – ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୬ ଅକ୍ଟୋବର ମଙ୍ଗଳବାର ) ଭୁବନେଶ୍ୱର :- ପୂର୍ବାହ୍ନରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ଦ୍ୱାରା ଆୟୋଜିତ ବୈଠକରେ ଯୋଗ ଦେଇ ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ଖଦି ମହିଳାମାନଙ୍କୁ ସମ୍ମାନର ସହ ଆତ୍ମନିର୍ଭରଶୀଳ ହେବା ଶିଖାଉ ବୋଲି କହିଛନ୍ତି ‘ ଗରିବରୁ ଅତି ଗରିବ ମହିଳାମାନଙ୍କୁ ଆଜିର ସମାଜରେ ସଠିକ୍‌ ରୋଜଗାର ସହ ସେମାନଙ୍କୁ ଉପଯୁକ୍ତ ପ୍ରାପ୍ୟ ମିଳିପାରୁ ନାହିଁ’ ବଡ଼ ବଡ଼ ଶିଳ୍ପାନୁଷ୍ଠାନମାନଙ୍କରେ ଲାଭ ତ ରହିବ କିନ୍ତୁ ରାଜ୍ୟ ଖଦି ଭବନରେ ଏଯାବତ କାର୍ଯ୍ୟଶୈଳୀ ଅନ୍ତର୍ଗତ ଯେଉଁ ମାି୩’ ଭଉଣୀମାନେ ନିଜ ହାତରେ ସୂତା କାଟି ଲୁଗା ବୁଣୁଛନ୍ତି,

ସେମାନଙ୍କୁ ଯଥୋଚିତ ସମ୍ମାନ ମିଳି ନାହିଁ ବୋଲି ଆଜି ଭରଚୁଆଲରେ ଅନୁଷ୍ଠିତ ଏମ୍‌ଏସ୍‌ଏମ୍‌ଇ ବୈଠକରେ ମାନ୍ୟବର ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ ଉପରୋକ୍ତ ମନ୍ତବ୍ୟ ରଖିଥିଲେ ‘ ଖଦି ଭବନ ମହିଳାଙ୍କୁ ସ୍ୱାବଲମ୍ବୀ, ସ୍ୱାଭିମାନ ଓ ଆତ୍ମସମ୍ମାନ କ୍ଷେତ୍ରରେ କାର୍ଯ୍ୟ କରୁ ଏବଂ ଏହା ଏକ ବିଶ୍ୱସ୍ତରୀୟ କେନ୍ଦ୍ରରେ ପରିଣତ ହେଉ ‘ ପ୍ରସ୍ତାବିତ ଖଦି ଭବନ ରାଜ୍ୟର ଏକ ପ୍ରମୁଖ ଗ୍ରାମୀଣ କଳାକୌଶଳର ପେଣ୍ଠସ୍ଥଳ ଭାବରେ ପରିଗଣିତ ହେଉ ‘ବିଶେଷଭାବରେ ମହିଳାମାନଙ୍କୁ ଅଗ୍ରାଧିକାର ଭିତ୍ତିରେ କୁଟୀରଶିଳ୍ପ ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକୌଶଳ ତାଲିମ୍‌ ପ୍ରଦାନ ନିମନ୍ତେ ଏଠାରେ ବ୍ୟବସ୍ଥା ଉପଲବ୍ଧ ହେବା ସହ ଏହାକୁ ଏକ ଅନନ୍ୟ କେନ୍ଦ୍ର ଭାବରେ ଗଢ଼ି ତୋଳିବାକୁ ସେ ପରାମର୍ଶ ଦେଇଥିଲେ

 ଏହାର ନିର୍ମାଣ କାର୍ଯ୍ୟକୁ ନିର୍ଧାରିତ ସମୟ ମଧ୍ୟରେ ଶେଷ କରିବା ପାଇଁ ସେ କହିଥିଲେ ‘ ଏଥିସହିତ ଖଦି ଭବନ ମହାତ୍ମା ଗାନ୍ଧୀ ଦେଖାଇଥିବା ‘କୁଟି ଖାଅ, କାଟି ପିନ୍ଧ’ ନୀତିକୁ ସମାଜରେ ପ୍ରତିଫଳିତ କରୁ ବୋଲି ବୈଠକରେ ମନ୍ତ୍ରୀ କହିଥିଲେ ‘ ଆମ ସମସ୍ତଙ୍କ ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହୋଦୟ ଗାନ୍ଧୀ ପ୍ରଦର୍ଶିତ ନୀତି ଆଦର୍ଶରେ ବିଶ୍ୱାସ କରନ୍ତି’ ତେଣୁ ଗରିବ ମା’ ଭଉଣୀଙ୍କ ବିକାଶ ଆମର ମୂଳ ଉଦ୍ଦେଶ୍ୟ ହେବା ଆବଶ୍ୟକ ‘ ଏହି ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚୁ ‘ ମହିଳାଙ୍କ ବିକାଶ ହେଲେ ଆମର ବଜାର ଚାହିଦା ବୃଦ୍ଧି ପାଇବ ‘

ତେବେ ଯାଇ ବିଶ୍ୱସ୍ତରୀୟ ଖଦି ଭବନର ସ୍ୱପ୍ନ ସାକାର ହୋଇପାରିବ ବୋଲି ମନ୍ତ୍ରୀ କ୍ୟାପ୍‌ଟେନ୍‌ ମିଶ୍ର କହିଥିଲେ ‘ ତତ୍‌ସହିତ ଆଦିବାସୀ ମହିଳାମାନଙ୍କୁ ମଧ୍ୟ ଏ କ୍ଷେତ୍ରରେ କେମିତି ସୁବିଧା ସୁଯୋଗ ମିଳିପାରିବ ଏମ୍‌ଏସ୍‌ଏମ୍‌ଇ ସହାୟତାରେ ସେମାନଙ୍କୁ ମୁଖ୍ୟ ସ୍ରୋତକୁ ଆଣିବାକୁ ଚେଷ୍ଟା ହେବା ଆବଶ୍ୟକ ବୋଲି ମନ୍ତ୍ରୀ ଉପସ୍ଥିତ ସମସ୍ତ ଅଧିକାରୀଙ୍କୁ ଉଦ୍‌ବୋଧନ ଦେଇଥିଲେ ‘

ହଳଦୀ ଚାଷୀ, ଅଦା ଚାଷୀ, ତେନ୍ତୁଳି ସଂଗ୍ରହକାରୀଙ୍କୁ କେମିତି ବୈଷୟିକ ସହାୟତା ମିଳିପାରିବ ସେ ସମ୍ପର୍କରେ ଜିଲ୍ଲା ଶିଳ୍ପ ଅଧିକାରୀଙ୍କୁ ଅଧିକ ଯନିବାନ ହେବା ଉପରେ ଗୁରୁତ୍ୱାରୋପ କରିଥିଲେ’ ଶିଳ୍ପ କେନ୍ଦ୍ର ଅଧିକାରୀମାନେ ଅଧିକରୁ ଅଧିକ ଜନହିତୈଷୀ ହେବା ଆବଶ୍ୟକ ‘ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଭାବେ ଉପସ୍ଥିତ ଅଧିକାରୀଙ୍କୁ ମନ୍ତ୍ରୀ ଶିଳ୍ପ ଅନୁନ୍ନତ କଳାହାଣ୍ଡି ଜିଲ୍ଲାରେ ପ୍ରଥମେ ଏମ୍‌ଏସ୍‌ଏମ୍‌ଇ ତାର ବିକାଶ କାର୍ଯ୍ୟ ଆରମ୍ଭ କରିବାକୁ ମନ୍ତ୍ରୀ ଆହ୍ୱାନ ଜଣାଇଥିଲେ ‘

ଏମ୍‌ଏସ୍‌ଏମ୍‌ଇ ବିଭାଗ ତା’ର ବିଭିନ୍ନ କାର୍ଯ୍ୟକ୍ରମରେ ସରଳ ଋଣ ବ୍ୟବସ୍ଥା, ସହଜ ବୈଷୟିକ ସହାୟତା ଯୋଗାଇ ଜିଲ୍ଲାର ଯୁବକଯୁବତୀଙ୍କୁ ଆତ୍ମନିର୍ଭରଶୀଳ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ’ ଆଜିର ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଏମ୍‌ଏସ୍‌ଏମ୍‌ଇ ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଶିଳ୍ପ ନିର୍ଦ୍ଦେଶକ ମହମ୍ମଦ ସାଦ୍ଦିକ୍‌ ଆଲାମ୍‌, ଅତିରିକ୍ତ ସଚିବ ଶ୍ରୀ ଉଦୟ ନାରାୟଣ ଦାସ ଓ ସମସ୍ତ ଜିଲ୍ଲାର ଶିଳ୍ପ କେନ୍ଦ୍ର ସାଧାରଣ ପରିଚାଳକ ପ୍ରମୁଖ ଉପସ୍ଥିତ ଥିଲେ ‘

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026

Recent News

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version