No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୨୯ ଅକ୍ଟୋବର,ଶୁକ୍ରବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ଥାନା ରେ ଭିଜିଲାନ୍ସ ସପ୍ତାହ ସଚେତନ ଶିବିର ଥାନା ଭାରପ୍ରାପ୍ତ ଅଧିକାରୀ ବସନ୍ତ କୁମାର ସାହୁ ଙ୍କ ତତ୍ତ୍ଵାବଧାନରେ ରେ ପାଳିତ ହୋଇଯାଇଛି ।
ଥାନା ଭାରପ୍ରାପ୍ତ ଅଧିକାରୀ ବସନ୍ତ କୁମାର ସାହୁ ଙ୍କ ସହିତ ସମସ୍ତ ଥାନା ପୁଲିସ୍ ସମାଜରୁ ଦୁର୍ନୀତି ନିବାରଣ ପାଇଁ ଶପଥ ପାଠ କରିଥିଲେ ।
No Result
View All Result