• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home କୋରାପୁଟ

କର୍ତ୍ତବ୍ୟରତ ସମ୍ବାଦିକ ମାନଙ୍କ ସମାଜିକ ସୁରକ୍ଷା ଉପରେ ଦିଆଯିବ ଗୁରୁତ୍ବ

Proprietor Abhimanyu Maharana by Proprietor Abhimanyu Maharana
November 4, 2021
in କୋରାପୁଟ, ହୋମ୍
0
କର୍ତ୍ତବ୍ୟରତ ସମ୍ବାଦିକ ମାନଙ୍କ ସମାଜିକ ସୁରକ୍ଷା ଉପରେ  ଦିଆଯିବ ଗୁରୁତ୍ବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୩ ନଭେମ୍ବର ବୁଧବାର)  ଝାରସୁଗୁଡ଼ା :- ଝାରସୁଗୁଡ଼ା ଠାରେ ରବିବାର ଓଡିଶା ସାମ୍ବାଦିକ ୟୁନିଅନର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଅନୁଷ୍ଠିତ । ଏହି ଅବସରରେ ରାଜ୍ଯ ସଭାପତି, ଏନୟୁଜେର ମହାସଚିବ ତଥା ଭାରତୀୟ ପ୍ରେସ୍ ପରିଷଦର ସଦସ୍ଯ ପ୍ରସନ୍ନ କୁମାର ମହାନ୍ତି ଯୋଗ ଦେଇଥିଲେ । ରବିବାର ଆୟୋଜିତ ହୋଇଥିବା ସମାରୋହରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ମୁଖ୍ଯ ଅତିଥି ଭାବେ ଯୋଗ ଦେଇଥିଲା ବେଳେ ସମ୍ମାନୀତ ଅତିଥି ଭାବେ ସାଂସଦ ସୁରେଶ ଚନ୍ଦ୍ର ପୂଜାରୀ ଓ ବ୍ରଜରାଜନଗର ବିଧାୟକ କିଶୋର ଚନ୍ଦ୍ର ମହାନ୍ତି ସ୍ବତନ୍ତ୍ର ଅତିଥି ଭାବେ ଶ୍ରୀ ଯୁକ୍ତ ପ୍ରସନ୍ନ ମହାନ୍ତି ଏବଂ ଓଡିଶା ସାମ୍ବାଦିକ ୟୁନିଅନର ସାଧାରଣ ସମ୍ପାଦକ ଅଶୋକ କୁମାର ନନ୍ଦ ଯୋଗଦେଇଥିଲେ । ଏହି ସମୟରେ ଝାରସୁଗୁଡ଼ା ସାମ୍ବାଦିକ ସଂଘ ପକ୍ଷରୁ ଅତିଥିଙ୍କୁ ପୁଷ୍ପ ଗୁଚ୍ଛ ଦେଇ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ।

ଶ୍ରୀ ମହାନ୍ତି ଏକ ସୌଜନ୍ୟ ମୂଳକ ବୈଠକରେ ଯୋଗଦେଇ ସାମ୍ବାଦିକଙ୍କ ସାମାଜିକ ନିରାପତ୍ତା ଉପରେ ଗୁରୁତ୍ବ ଦିଆଯିବା ଉପରେ ସେ ନିଶ୍ଚିତ ଗୁରୁତ୍ବ ଦେବେ ବୋଲି ଶ୍ରୀ ମହାନ୍ତି କହିଥିଲେ । ସେହିପରି ଗଣମାଧ୍ୟମ ପ୍ରତିନିଧିମାନେ ନିଜ ଜୀବନକୁ ଜଳାଞ୍ଜଳୀ ଦେଇ ସମାଜ ପାଇଁ ଅନବରତ କାର୍ଯ୍ୟ ଚାଲିଛନ୍ତି । ବିଳମ୍ବରେ ହେଲେ ମଧ୍ୟ ରାଜ୍ୟ ସରକାର ସ୍ବାସ୍ଥ୍ୟ ବୀମା ସହିତ କରୋନା କାଳରେ ଆକ୍ରାନ୍ତ ହୋଇ ଜୀବନ ଦେଇଥିବା ଗଣମାଧ୍ୟମ ପ୍ରତିନିଧିମାନଙ୍କ ନିମନ୍ତେ ଯେଉଁ ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି ବୋଲି ସେ ସାଧୁବାଦ ମଧ୍ୟ ଜଣାଇଥିଲେ ।

ଅନ୍ଯ ପକ୍ଷରେ ମାଓ ପ୍ରଭାବିତ ଅଞ୍ଚଳରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ର ସୁରକ୍ଷା ଓ ନିରାପତ୍ତା ଉପରେ ଅଧିକ ଗୁରୁତ୍ଵ ଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର କୁ ପରାମର୍ଶ ଦିଆଯିବା ଉପରେ ଗୁରୁତ୍ଵ ଆରୋପ କାରାଯାଇଥିଲା । ଏ ସଂକ୍ରାନ୍ତ ରେ ଅନୁଧ୍ୟାନ କରି ରିପୋର୍ଟ କରିବା ପାଇଁ ଗଠିତ ସବ କମିଟିରେ ସଭ୍ୟ ଭାବେ ଶ୍ରୀ ମହାନ୍ତି ଙ୍କୁ ସଭ୍ୟ ଭାବେ ଗ୍ରହଣ କରାଯାଇଛି ।

ଏଠାରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ଯ ଉପସଭାପତି ଉପନ ଚରଣ ସାହୁ, ରାଜ୍ୟ ସମ୍ପାଦକ ରବିନ୍ଦ୍ର ମିଶ୍ର, ପୁର୍ବତ୍ତନ ସାଧାରଣ ସମ୍ପାଦକ ପ୍ରମୋଦ କୁମାର ସାମନ୍ତରାୟ, ଆଚାର୍ଯ୍ୟ ବିଶ୍ବରଞ୍ଜନ, ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ପରୀକ୍ଷତ ବିଶ୍ଵାଳ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶରତ ନାୟକ, କାର୍ଯ୍ୟ କାରିଣୀ ସଦସ୍ୟ ସୁମନ୍ତ ବହିଦାର ଙ୍କ ସହିତ ଜିଲ୍ଲା ସଂଘର ସଭାପତି ଜିଲ୍ଲା ସଭାପତି ବ୍ଯାସଦେବ ପଣ୍ଡା, ଉପସଭାପତି ବଂଶୀ ଗୌଡ଼, ସାଧାରଣ ସମ୍ପାଦକ ଭରତ ପାତ୍ର, ସମ୍ପାଦକ ଦୀଲେଶ୍ବର ବାଘ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version