• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବରଗଡ଼ ଜିଲ୍ଲା କନିଷ୍ଠ ଶିକ୍ଷକ ସଂଘ ର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
November 6, 2021
in ଓଡ଼ିଶା, ବରଗଡ଼, ହୋମ୍
0
ବରଗଡ଼ ଜିଲ୍ଲା କନିଷ୍ଠ ଶିକ୍ଷକ ସଂଘ ର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୬ ନଭେମ୍ବର ଶନିବାର ) ବରଗଡ଼ :- ବରଗଡ଼ ଜିଲ୍ଲା କନିଷ୍ଠ ଶିକ୍ଷକ ସଂଘର ପକ୍ଷରୁ ଆଜି ପାରିଶ୍ରମିକ ବୃଦ୍ଧି ଓ ୨୦୧୩ ଚୁକ୍ତିଭିତ୍ତିକ ନିୟମରେ ସଂଶୋଧନ କରି ଅନ୍ତର୍ଭୁକ୍ତ କରିବା ଆଦି ୩ଦଫା ଦାବୀରେ ବରଗଡ଼ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଓଡିଶା କନିଷ୍ଠ ଶିକ୍ଷକ ସଂଘ ଆହ୍ବାନ କ୍ରମେ ବରଗଡ଼ ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲା ସଭାପତି ସୈ।ମ୍ୟ ରଞ୍ଜନ ପ୍ରଧାନ ଙ୍କ ନେତୃତ୍ବରେ ସଂଘ ର ଶିକ୍ଷକ, ଶିକ୍ଷୟତ୍ରୀ ମାନେ ବରଗଡ଼ ସହରର ଲୋକ ମଣ୍ଡପ ପଡ଼ିଆରୁ ଆଜି ଏକ ରାଲି ବାହାରି ସହର ପରିକ୍ରମା କରିଥିଲେ। ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ବିକ୍ଷୋଭ ସଭାରେ ସଂଘ ପକ୍ଷରୁ ଗତ ପାଞ୍ଚ ବର୍ଷ ହେଲା ପାରିଶ୍ରମିକ ବୃଦ୍ଧି ପାଇଁ ସରକାରଙ୍କୁ ନିବେଦନ ଓ ବାରମ୍ବାର ଦାବୀ କରି ଆସୁଥିଲେ ମଧ୍ୟ ସରକାର କନିଷ୍ଠ ଶିକ୍ଷକମାନଙ୍କର ପାରିଶ୍ରମିକ ଏକ ଟଙ୍କା ମଧ୍ୟ ବୃଦ୍ଧି କରିନଥିବା କ୍ଷୋଭ ପ୍ରକାଶ କରିଥିଲେ। ପ୍ରମୁଖ ଦାବି ମଧ୍ୟରେ ପିଏବି ହାରରେ ପରିତୋଷିକ ବୃଦ୍ଧି, ଚୁକ୍ତିଭିତ୍ତିକ ନିୟମରେ ସଂଶୋଧନ କରି କନିଷ୍ଠ ଶିକ୍ଷକଙ୍କୁ ଅନ୍ତର୍ଭୁକ୍ତ କରିବା ଓ ସମସ୍ତ ବର୍ଗର କନିଷ୍ଠ ଶିକ୍ଷକଙ୍କୁ ମୃତ୍ୟୁ କାଳୀନ ସହାୟତା ୧୦ ଲକ୍ଷ ଟଙ୍କା ପ୍ରଦାନ ଦାବୀ ରହିଥିଲା ।

ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ରେ ଏକ ଦାବିପତ୍ର ଅତିରିକ୍ତ ଜିଲ୍ଲାପାଳ ନବୀନ ପଟେଲ ଙ୍କୁ ପ୍ରଦାନ କରାଯାଇଥିଲା। ଏଥିରେ ଜିଲ୍ଲା ସଭାପତି ଙ୍କ ସମେତ ସମ୍ପାଦକ ଦୁର୍ଗା ପ୍ରସାଦ ଷଡ଼ଙ୍ଗୀ, ଅକ୍ଷୟ କୁମାର ପ୍ରଧାନ, ଶୁଶିଲ କୁମାର ଦୁଆନ, ଅଭିଷେକ ପ୍ରଧାନ,ଫିରୋଜ ନାଗ, ଅଂଶୁମାନ ପଧାନ, ସୁଶ୍ରୀ ଅର୍ଚ୍ଚିତା ପାଣିଗ୍ରାହୀ, ଚିନୁ ସୁନା, ସୁଶ୍ରୀ ସ୍ବାତୀ ସାଗରୀକା ତ୍ରିପାଠୀ, ପଲ୍ଲବୀ ସାହୁ ପ୍ରମୁଖ ସଂଘ ର କର୍ମକର୍ତ୍ତା ଉଦବୋଧନ ଦେଇଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ ମଣ୍ଡଳରେ ସମୂହ ଅବସର କାଳୀନ ସମ୍ବର୍ଦ୍ଧନାସଭା

ଖୋର୍ଦ୍ଧାରୋଡ ମଣ୍ଡଳରେ ସମୂହ ଅବସର କାଳୀନ ସମ୍ବର୍ଦ୍ଧନାସଭା

August 1, 2026
ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

Exim Bank to Set Up Regional Office in Bhubaneswar, to Deepen its Engagement with Odisha’s Exporters

ସୂଚନା ବିଭାଗର ନିକ୍ଷେପକଙ୍କୁ ଅବସର ସମ୍ବର୍ଦ୍ଧନା

ସୂଚନା ବିଭାଗର ନିକ୍ଷେପକଙ୍କୁ ଅବସର ସମ୍ବର୍ଦ୍ଧନା

August 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ ମଣ୍ଡଳରେ ସମୂହ ଅବସର କାଳୀନ ସମ୍ବର୍ଦ୍ଧନାସଭା

ଖୋର୍ଦ୍ଧାରୋଡ ମଣ୍ଡଳରେ ସମୂହ ଅବସର କାଳୀନ ସମ୍ବର୍ଦ୍ଧନାସଭା

August 1, 2026
ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

Exim Bank to Set Up Regional Office in Bhubaneswar, to Deepen its Engagement with Odisha’s Exporters

August 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version