• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବ୍ରହ୍ମଗିରିର ସାତପଡ଼ା ଅଞ୍ଚଳରେ ଥିବା ନାଥପୁର ନିକଟରେ : ଉଗ୍ର ରୂପ ନେଲା ଗୋଷ୍ଠୀ କନ୍ଦଳ – ଫୁଟିଲା ୨୦ରୁ ଅଧିକ ବୋମା

Proprietor Abhimanyu Maharana by Proprietor Abhimanyu Maharana
November 7, 2021
in ଅପରାଧ, ଓଡ଼ିଶା, ପୁରୀ, ହୋମ୍
0
ବ୍ରହ୍ମଗିରିର ସାତପଡ଼ା ଅଞ୍ଚଳରେ ଥିବା ନାଥପୁର ନିକଟରେ : ଉଗ୍ର ରୂପ ନେଲା ଗୋଷ୍ଠୀ କନ୍ଦଳ – ଫୁଟିଲା ୨୦ରୁ ଅଧିକ ବୋମା
Share on FacebookShare on TwitterWhatsapp

ଖବର ପାଇ ପୁରୀ ଅତିରିକ୍ତ ଏସ୍‌ପି, ଏସ୍‌ଡିପିଓ, ବ୍ରହ୍ମଗିରି IIC ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ଆୟତ କରିଚନ୍ତି । ବୋମାମାଡ଼ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି

ଓଡ଼ିଶା ତାଜା ନ୍ୟୁଜ୍ (୦୭ ନଭେମ୍ବର ରବିବାର ) ବ୍ରହ୍ମଗିରି :- ବ୍ରହ୍ମଗିରିରେ ଫୁଟିଲା ୨୦ରୁ ଅଧିକ ବୋମା । ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଅସାନ୍ତ ହୋଇଛି ବ୍ରହ୍ମଗିରି ଅଞ୍ଚଳ । ସୂଚନାନୁଯାୟୀ , ବ୍ରହ୍ମଗିରିର ସାତପଡ଼ା ଅଞ୍ଚଳରେ ଥିବା ନାଥପୁର ନିକଟରେ ଏଭଳି ବୋମାମାଡ଼ ହୋଇଛି ।

ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକଙ୍କ ଦ୍ୱାରା ୨୦ରୁ ଉର୍ଦ୍ଧ୍ୱ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି । ଗୋଷ୍ଠି କନ୍ଦଳ ଯୋଗୁଁ ଏଭଳି ଘଟଣା ଘଟିଛି । ଜମି ଜବରଜଖଲକୁ ନେଇ ପ୍ରଥମେ ଦୁଇ ଗୋଷ୍ଠି ମଧ୍ୟରେ ବଚସା ହୋଇଥିଲା ଓ ପରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା । ଏହା ପରେ ବୋମାମାଡ଼ ହୋଇଥିବା ଜଣାପଡିଛି । ୩୫ ମୌଜାର କିଛି ଜମିକୁ ନିର୍ଦ୍ଦିଷ୍ଟ ଏକ ଗୋଷ୍ଠୀ ଜବରଦଖଲ କରିଥିବା ଅଭିଯୋଗ ହୋଇଥିଲା । ସେ ନେଇ ଆଜି ୩୫ ମୌଜାର ଲୋକେ ଏକ ବୈଠକ ଡାକିଥିଲେ ।

କିନ୍ତୁ ଗୋଟିଏ ଗୋଷ୍ଠୀର ଲୋକେ ଏହି ବୈଠକକୁ ଆସିନଥିଲେ । ଯାହାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା । ପରେ ସେଠାରେ ଘନ ଘନ ବୋମାମାଡ଼ ହୋଇଥିଲା । ଖବର ପାଇ ପୁରୀ ଅତିରିକ୍ତ ଏସ୍‌ପି, ଏସ୍‌ଡିପିଓ, ବ୍ରହ୍ମଗିରି IIC ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ଆୟତ କରିଚନ୍ତି । ବୋମାମାଡ଼ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୮୦ତମ ସ୍ଵାଧୀନତା ଦିବସ ଚିଲିକା ବ୍ଲକ ଅନ୍ତର୍ଗତ ଅପର୍ତ୍ତୀ ଉଚ୍ଚ ବିଦ୍ୟାଳୟ ନଈରୀରେ ପାଳିତ ହୋଇଯାଇଛି

୮୦ତମ ସ୍ଵାଧୀନତା ଦିବସ ଚିଲିକା ବ୍ଲକ ଅନ୍ତର୍ଗତ ଅପର୍ତ୍ତୀ ଉଚ୍ଚ ବିଦ୍ୟାଳୟ ନଈରୀରେ ପାଳିତ ହୋଇଯାଇଛି

August 17, 2026
ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

August 17, 2026
ଜାଗ୍ରୃତିକା ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

ଜାଗ୍ରୃତିକା ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

August 17, 2026
ଆଇପିଏସ ଅଧିକାରୀ ଶ୍ରୀ ବିନୟତୋଷ ମିଶ୍ର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଭାବେ ଦାୟିତ୍ୱ ଗ୍ରହଣ

ଆଇପିଏସ ଅଧିକାରୀ ଶ୍ରୀ ବିନୟତୋଷ ମିଶ୍ର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଭାବେ ଦାୟିତ୍ୱ ଗ୍ରହଣ

August 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୮୦ତମ ସ୍ଵାଧୀନତା ଦିବସ ଚିଲିକା ବ୍ଲକ ଅନ୍ତର୍ଗତ ଅପର୍ତ୍ତୀ ଉଚ୍ଚ ବିଦ୍ୟାଳୟ ନଈରୀରେ ପାଳିତ ହୋଇଯାଇଛି

୮୦ତମ ସ୍ଵାଧୀନତା ଦିବସ ଚିଲିକା ବ୍ଲକ ଅନ୍ତର୍ଗତ ଅପର୍ତ୍ତୀ ଉଚ୍ଚ ବିଦ୍ୟାଳୟ ନଈରୀରେ ପାଳିତ ହୋଇଯାଇଛି

August 17, 2026
ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

August 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version