• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ବନବିଭାଗ ପକ୍ଷରୁ ୩ୟବାଟା ଲିୟନ ପୋଲିସ ଗାଡିରୁ ଟିକ୍କାଠଜବତ ଘଟଣାକୁ ନେଇ ତଦନ୍ତ ପାଇଁ ପାରଳାଖେମୁଣ୍ଡିରେ ରାଜ୍ଯ ପୋଲିସ ବିଭାଗରଏଡିଜି ଆର.ପି.କୋଚେ

Proprietor Abhimanyu Maharana by Proprietor Abhimanyu Maharana
November 8, 2021
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ବନବିଭାଗ ପକ୍ଷରୁ ୩ୟବାଟା ଲିୟନ ପୋଲିସ ଗାଡିରୁ ଟିକ୍କାଠଜବତ ଘଟଣାକୁ ନେଇ ତଦନ୍ତ ପାଇଁ ପାରଳାଖେମୁଣ୍ଡିରେ ରାଜ୍ଯ ପୋଲିସ ବିଭାଗରଏଡିଜି ଆର.ପି.କୋଚେ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୮ନଭେମ୍ବର ,ସୋମବାର ) ପାରଳାଖେମୁଣ୍ଡି :- ୩ୟ ପୋଲିସ ବାଟାଲିୟନର ଭ୍ୟାନରେ ଶାଗୁଆନ କାଠ ଚୋରାଚାଲାଣ ଓ ଜବତ ଘଟଣାକୁ ନେ଼ଇ ବଦନାମ ହୋଇ ପଡ଼ିଥିବା  ୩ୟପୋଲିସ ବାଟାଲିୟନ ରଭାବମୂର୍ତ୍ତି କୁ  ବଜାୟରଖିବାକୁ ଆଜି ତଦନ୍ତ କରିବାକୁ ରାଜ୍ୟ ପୋଲିସର ଅତିରିକ୍ତ ମହାନିର୍ଦ୍ଦେଶକ ଆର୍‌.ପି.କୋଚେ ପହଂଚି ତଦନ୍ତ କରିଥିବାର ଜଣାପଡିଛି । ଶୁକ୍ରବାର ଅପରାହ୍ନରେ ଏଡିଜି ଶ୍ରୀ କୋଚେ ପହଂଚି ଥିଲେ । ଏହାପରେ ଗଜପତି ଜିଲ୍ଲା ପୋଲିସ କାର୍ଯ୍ୟାଳୟ ଠାରେ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି । ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ପାରଳାଖେମୁଣ୍ଡି ବନଖଣ୍ଡ ଅନ୍ତର୍ଗତ ଦେବଗିରି ରେଞ୍ଜର ଫରେଷ୍ଟର ଶ୍ୟାମସୁନ୍ଦର କଳିଙ୍ଗ, ବନରକ୍ଷୀ ଶିବରାମ ସାବତ, ଅମୃତ ଜେନା, ଲକ୍ଷ୍ମୀଧର ପାଇକ, କେ.ଗିରଶ କୁମାର ଓ ସିଏଚ୍ ନାଗେଶ୍ୱର ରାଓଙ୍କ ସମେତ ୬ ଜଣଙ୍କୁ ପଚରାଉଚରା କରିବା ସହ ସେମାନଙ୍କ ବୟାନ ରେକର୍ଡ କରିଥିବା ଜଣାପଡିଛି ।

ଏହାପରେ ଅନ୍ୟାନ୍ୟ ବିଭାଗୀୟ କର୍ମଚାରୀଙ୍କୁ ମଧ୍ୟ ତଦନ୍ତ କରିଥିବାର ମଧ୍ୟ ଜଣାପଡିଛି । ଏହାପରେ ସେ ୩ୟ ବାଟାଲିୟନର କମାଣ୍ଡେଣ୍ଟ ଜୁରିଆ ବେହେରାଙ୍କୁ ଡାକି ମଧ୍ୟ ପଚରାଉଚୁରା କରିଥିଲେ । ଗିରଫ ୪ଜଣ ଓଏସ୍ ଏପି କର୍ମଚାରୀ ଏବେ ଜେଲ ହାଜତରେ ରହିଥିବାରୁ ସେମାନଙ୍କ ଜାମିନ ପରେ ପଚରାଉଚୁରା କରାଯିବ ବୋଲି କୁହାଯାଉଛି । ଏଡିଜି ଶ୍ରୀ କୋଚେ ନିଜ ଗସ୍ତ ସମ୍ପର୍କରେ କିଛି କହିବାକୁ ମନା କରିଥିବା ବେଳେ ଗଜପତି ଏସ୍‌ପି ଜୟରାମ ଶତପଥି କହିଥିଲେ ଯେ, ଏଡିଜି ପୋଲିସ୍ ଗାଡିରେ କାଠ ଚୋରାଚାଲାଣ ଘଟଣାର ତଦନ୍ତ ପାଇଁ ଆସିଛନ୍ତି ବୋଲି ସ୍ପଷ୍ଟ କରିଥିଲେ । ତେବେ ତଦନ୍ତ ପରେ ସମସ୍ତ ଘଟଣା ସ୍ପଷ୍ଟ ହେବ ବୋଲି ଜିଲ୍ଲାପୋଲିସ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି ।

ସୂଚନା ଯୋଗ୍ୟ ଯେ, ଚଳିତ ମାସ ୩ ତାରିଖ ସକାଳ ସମୟରେ ଗଜପତି ଜିଲ୍ଲା ବନ ବିଭାଗର ଦେବଗିରି ରେଞ୍ଜ ତରଫରୁ ପାରଳାଖେମୁଣ୍ଡି ସହରର ରାମସାଗର ଛକ ଠାରେ ତଲାସୀ ଚିଲିଥିଲା । ସେହି ସମୟରେ ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ରିଜର୍ଭ ପୋଲିସ କଲୋନୀ ପରିସରରୁ ଭୁବନେଶ୍ୱର ସର୍ଭିସିଂ ପାଇଁ ଯାଉଥିବା ପୋଲିସ ବିଭାଗର ଭ୍ୟାନ ଓଡି ୦୫ଏକେ ୫୭୩୩ ନମ୍ବର ବିଶିଷ୍ଟ ଟ୍ରକକୁ ବନବିଭାଗ କର୍ମଚାରୀମାନେ ତଲାସୀ କରିଥିଲେ । ସେଥିରୁ ମୂଲ୍ୟବାନ ସାଗୁଆନ କାଠ ଥିବାର ସେମାନେ ଦେଖିଥିଲେ । ତୁରନ୍ତ ପୋଲିସ ୩୩.୮୮ କ୍ୟୁଏଫଟି କାଠ ସହ ଟ୍ରକକୁ ଜବତ କରିଥିଲେ ।

ଘଟଣାରେ ସମ୍ପୃକ୍ତ ୪ଜଣ ଓଏସ୍‌ଏପି ୩ୟ ବାଟାଲିୟନର ଗ୍ରାଡି ଡ୍ରାଇଭର ଶ୍ରୀଧର ମହାପାତ୍ର, ଜବାନ ଭରତ ମହାଙ୍ଗୁଡ, ଯଶବନ୍ତାଚାର୍ଯ୍ୟ ଓ ଚିନ୍ମୟ ବେହେରା ପ୍ରମୁଖଙ୍କୁ ପ୍ରଥମେ ଅଟକ ରଖି ପଚରାଉଚରା କରାଯାଇଥିଲା । ପରବର୍ତ୍ତୀ ସମୟରେ ଏମାନେ ଦୋଷ ସ୍ୱୀକାର କରିବାରୁ ୪ଜଣଙ୍କୁ ଗିରଫ କରିଥିଲା ପାରଳାଖେମୁଣ୍ଡି ବନଖଣ୍ଡ ବିଭାଗ । ଏହି ୪ଜଣଙ୍କୁ ୪ତାରିଖ ଦିନ ପାରଳାଖେମୁଣ୍ଡି କୋର୍ଟକୁ ଚାଲାଣ କରାଯାଇଥିଲା । ମାନ୍ୟବର କୋର୍ଟ ଏମାନଙ୍କୁ ପାରଳାଖେମୁଣ୍ଡି ଜେଲ ହାଜତକୁ ପଠାଇ ଦେଇଥିଲେ । ବର୍ତ୍ତମାନ ସୁଦ୍ଧା ଏମାନେ ପାରଳାଖେମୁଣ୍ଡି ଜେଲରେ ରହିଥିବା ସୁଚନା ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version