• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଣନ୍ତୁ ମଙ୍ଗଳବାର ଆପଣଙ୍କର ଆଜିର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
November 9, 2021
in ଓଡ଼ିଶା, ଖୋର୍ଦ୍ଧା, ପୁରୀ, ହୋମ୍
0
ଜାଣନ୍ତୁ ମଙ୍ଗଳବାର ଆପଣଙ୍କର ଆଜିର ରାଶିଫଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୯ ନଭେମ୍ବର ମଙ୍ଗଳବାର ) ଭୁବନେଶ୍ୱର :- ମେଷ : ଆଜି ଆପଣଙ୍କ ଦିନ ଅନୁକୂଳ ଅଟେ। ସୁସ୍ଥ ମନରେ ଆଜି ସମସ୍ତ କାର୍ଯ୍ୟ କରି ପାରିବେ। ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ। ପାରିବାରିକ ସଦସ୍ୟମାନଙ୍କ ସହିତ ସମୟ କଟିବ। ମାତାଙ୍କଠାରୁ ଲାଭ ହେବ। ମିତ୍ର ଏବଂ ସ୍ନେହୀଜନମାନଙ୍କ ସହିତ ମିଶିବାରୁ ଘରେ ଖୁସିର ବାତାବରଣ ରହିବ। ଆପଣଙ୍କ ଦିନ ଆଜି ମିଶ୍ର ଫଳଦାୟୀ ରହିବ। ପରିଜନମାନଙ୍କ ସହିତ ବସିକରି ଆପଣ ମହତ୍ଵପୂର୍ଣ୍ଣ ଚର୍ଚ୍ଚା କରିବେ। ଅଫିସ୍ କିମ୍ବା ବ୍ୟବସାୟ କ୍ଷେତ୍ରରେ ଅଧିକାରୀମାନଙ୍କ ସହିତ ମଧ୍ୟ ମହତ୍ଵପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଚର୍ଚ୍ଚା ହେବ। ସରକାରୀ ଲାଭ ମିଳିବାର ସମ୍ଭାବନା ଅଛି। ଅଫିସ୍ ସମ୍ବନ୍ଧିତ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। କାର୍ଯ୍ୟଭାର ବଢ଼ି ପାରେ। ମାତାଙ୍କଠାରୁ ଲାଭ ହେବାର ସମ୍ଭାବନା ଅଛି।

ବୃଷ : ଆଜି ଆପଣଙ୍କ ମନ ଅନେକ ପ୍ରକାରର ଚିନ୍ତାରେ ଗ୍ରସ୍ତ ହୋଇପାରେ। ସ୍ଵାସ୍ଥ୍ୟ ବିଗଡ଼ି ପାରେ ଏବଂ ଆଖିରେ ଯନ୍ତ୍ରଣା ହେବାର ଆଶଂକା ଅଛି। ଆଜି ଆରମ୍ଭ କରାଯାଇଥିବା ନୂଆ କାର୍ଯ୍ୟ ଅପୂର୍ଣ୍ଣ ରହିପାରେ। ଅଯଥା ଖର୍ଚ୍ଚ ହୋଇପାରେ। ଦୁର୍ଘଟଣାରୁ ସାବଧାନ ରୁହନ୍ତୁ। ନୂଆ କାର୍ଯ୍ୟ କରିବାକୁ ପ୍ରେରଣା ମିଳିବ ଏବଂ ଆପଣ ତାକୁ ପ୍ରାରମ୍ଭ କରି ପାରିବେ। କୌଣସି ଧାର୍ମିକ ସ୍ଥଳକୁ ଯାଇ ଆପଣଙ୍କ ମନ ଭକ୍ତିମୟ ହୋଇଯିବ। ଲମ୍ବା ଯାତ୍ରାର ଯୋଗ ଅଛି। ସ୍ନେହୀଜନ କିମ୍ବା ମିତ୍ରମାନଙ୍କଠାରୁ ଶୁଭ ସମାଚାର ମିଳିବ। ବିଦେଶ ଯିବାର ସମ୍ଭାବନା ଅଛି। ବ୍ୟାପାରରେ ଆର୍ଥିକ ଲାଭ ହୋଇପାରେ। ସ୍ଵାସ୍ଥ୍ୟ ମଧ୍ୟମ ଧରଣର ରହିବ।

ମିଥୁନ : ଆଜିର ଦିନ ଆପଣଙ୍କପାଇଁ ବହୁତ ଲାଭପ୍ରଦ ଅଟେ। ଧନ ପ୍ରାପ୍ତି ପାଇଁ ଶୁଭ ଦିନ ଅଟେ। ମିତ୍ରମାନଙ୍କ ସହିତ ସାକ୍ଷାତକରି ଆନନ୍ଦପ୍ରଦ ହେବ ଏବଂ ତାଙ୍କଠାରୁ ଲାଭ ମଧ୍ୟ ହୋଇପାରେ। ଉତ୍ତମ ଭୋଜନ ସୁଖ ମିଳିବ। ସନ୍ତାନଙ୍କର ତରଫରୁ ଶୁଭ ସମାଚାର ମିଳିବ। ଚାକିରି ଏବଂ ବ୍ୟାପାରରେ ବୃଦ୍ଧି ହେବ। ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। ଆଜି ଯଦି ସମ୍ଭବ ତେବେ ନୂଆ କାର୍ଯ୍ୟର ପ୍ରାରମ୍ଭ କରନ୍ତୁ ନାହିଁ। ଉଚ୍ଚ ଅଧିକାରୀମାନଙ୍କ ସହିତ ଯୁକ୍ତି କରନ୍ତୁ ନାହିଁ। କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବାରେ ବିଳମ୍ବ ହୋଇପାରେ। ଖର୍ଚ୍ଚ ଅଧିକ ହୋଇପାରେ। ଖାଇବା ପିଇବା ଉପରେ ଧ୍ୟାନ ରଖିବେ। ବ୍ୟବସାୟ କ୍ଷେତ୍ରରେ ବିଘ୍ନ ଉପସ୍ଥିତ ହୋଇପାରେ।

କର୍କଟ : ଆଜି ଆପଣଙ୍କପାଇଁ ଅଧିକ ଆରାମଦାୟକ ଦିନ ଅଟେ। ପ୍ରତ୍ୟେକ କାର୍ଯ୍ୟ ସରଳତା ପୂର୍ବକ ସଂପନ୍ନ ହେବ। ଚାକିରିରେ ଉଚ୍ଚ ପଦାଧିକାରୀମାନେ ପ୍ରସନ୍ନ ରହିବେ। ପ୍ରମୋଶନର ଯୋଗ ଅଛି। ଉଚ୍ଚାଧିକାରିମାନଙ୍କର ମହତ୍ତ୍ଵପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଚର୍ଚ୍ଚା ହେବ। ପରିଜନମାନଙ୍କ ମଧ୍ୟରେ ବିଚାର ବିମର୍ଶ ହେବ। ଆଜି ଆମୋଦ-ପ୍ରମୋଦରେ ନିଜକୁ ଆପଣ ଭୁଲାଇ ଦେବାର ଦିନ। ମନୋରଂଜନ ପ୍ରବୃତ୍ତିରେ ଆପଣ ବୁଡ଼ି ରହିବେ। ବ୍ୟବସାୟ କ୍ଷେତ୍ରରେ ଆପଣଙ୍କୁ ଲାଭ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ଯାତ୍ରାର ଆୟୋଜନ କରିବେ। ସାମାଜିକ ରୂପରେ ସମ୍ମାନ ପ୍ରାପ୍ତି ହେବ। ଭାଗିଦାରୀରେ ଲାଭ ହେବ।

ସିଂହ : ଆପଣଙ୍କ ଦିନ ମଧ୍ୟମ ଫଳଦାୟୀ ହେବ। ନିର୍ଦ୍ଧାରିତ କାର୍ଯ୍ୟଗୁଡ଼ିକରେ ପ୍ରତି ଧ୍ୟାନ ଦିଅନ୍ତୁ। ଧାର୍ମିକ ଏବଂ ମାଙ୍ଗଳିକ କାର୍ଯ୍ୟଗୁଡ଼ିକରେ ଆଜିର ଦିନ ବିତିବ। ଧାର୍ମିକ ଯାତ୍ରାର ଆୟୋଜନ ହୋଇପାରେ। ଆଜି ଆପଣ ଟିକେ କ୍ରୋଧିତ ହୋଇପାରନ୍ତି, ଯାହା କାରଣରୁ ମାନସିକ ଅଶାନ୍ତି ହୋଇପାରେ। ଆପଣଙ୍କ ଆଜିର ଦିନ ମଧ୍ୟମ ଫଳଦାୟୀ ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ବାଣୀରେ ନିୟନ୍ତ୍ରଣ ରଖିବେ। ଦୈନିକ କାର୍ଯ୍ୟରେ ବିଘ୍ନ ଆସିପାରେ। ସେଥିପାଇଁ କାର୍ଯ୍ୟ ସଂପନ୍ନ ହେବାରେ ସହାୟତା ମିଳିବ। ଅଧିକ ପରିଶ୍ରମ ପରେ ମଧ୍ୟ ସଫଳତା ପ୍ରାପ୍ତି କମ ହେବାରୁ ହତାସା ଅନୁଭବ ହୋଇପାରେ। ମାତାଙ୍କର ସ୍ଵାସ୍ଥ୍ୟକୁ ନେଇ କରି ଚିନ୍ତା ହୋଇପାରେ।

କନ୍ୟା : ଆଜି କୌଣସି ନୂଆ କାର୍ଯ୍ୟର ପ୍ରାରମ୍ଭ କରନ୍ତୁ ନାହିଁ। ସମ୍ଭବ ହେଲେ, ବାହରର ଖାଇବା-ପିଇବାକୁ ବାରଣ କରନ୍ତୁ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା ବନୁଥିବା କାମ ବିଗିଡ଼ି ପାରେ। ପରିଜନମାନଙ୍କ ସହିତ ଉଗ୍ର ଭାବରେ କଥା ହୁଅନ୍ତୁନାହିଁ। ଏହାର ବିଶେଷ ଧ୍ୟାନ ରଖିବେ। ଆଜିର ଦିନ କୌଣସି ଭାବରେ କଲହ ଏବଂ ଚର୍ଚ୍ଚାରୁ ଦୂରରେ ରୁହନ୍ତୁ। ଆକସ୍ମିକ ଖର୍ଚ୍ଚର ଆଶଂକା ଅଛି। ବିଦ୍ୟାର୍ଥିମାନଙ୍କପାଇଁ ପଢାରେ ବାଧା ଆସିବ। ପ୍ରିୟଜନମାନଙ୍କ ସହିତ ହୋଇଥିବା ସାକ୍ଷାତରେ ମନ ଆନନ୍ଦିତ ହେବ। ପେଟ ସମ୍ବନ୍ଧିତ ଯନ୍ତ୍ରଣା ହୋଇପାରେ। ଶେୟାର-ସଟ୍ଟାରେ ନିବେଶ କରିବାବେଳେ ସାବଧାନ ରହିବେ।

ତୁଳା : ଆଜି ଆପଣଙ୍କ ଦିନ ଆମୋଦ-ପ୍ରମୋଦରେ କଟିବ। ବିପରୀତ ଲିଙ୍ଗର ପାତ୍ର ଆପଣଙ୍କ ଜୀବନରେ ଆସିବେ। ନୂଆ ବସ୍ତ୍ର କ୍ରୟ କରିବେ। ମାନ-ସମ୍ମାନ ମିଳିବ। ଅଚାନକ ଧନ ଲାଭ ହୋଇପାରେ। ଭାଗ୍ୟ ଆପଣଙ୍କ ଭରପୂର ସାଥି ଦେବ। ସ୍ଵାସ୍ଥ୍ୟ ଭଲ ରହିବ। ଆପଣଙ୍କପାଇଁ ସମୟ ଶୁଭ ଅଟେ। ମନରେ ସମ୍ବେଦନଶୀଳତାର ମାତ୍ରା ଅଧିକ ରହିବ। ପରିବାରରେ ଆନନ୍ଦ ଏବଂ ଉଲ୍ଲାସମୟ ବାତାବରଣ ରହିବ। ବ୍ୟବସାୟରେ ଲାଭ ହେବାର ସମ୍ଭାବନା ଅଛି। ମାତାଙ୍କର ସ୍ଵାସ୍ଥ୍ୟର ଚିନ୍ତା ହୋଇପାରେ। ସମ୍ବନ୍ଧିମାନଙ୍କ ସହିତ ଝଗଡ଼ା କିମ୍ବା ବିବାଦ କାରଣରୁ ମାନସିକ ଯନ୍ତ୍ରଣା ହୋଇପାରେ।

ବିଚ୍ଛା : ଗୃହସ୍ଥ ଜୀବନରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ହେବ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଅଫିସ୍ ରେ ସାଥିରେ କାମ କରୁଥିବା ବ୍ୟକ୍ତିଙ୍କର ସମ୍ପୂର୍ଣ୍ଣ ସହଯୋଗ ମିଳିବ। ମହିଳା ମିତ୍ରମାନଙ୍କ ସହିତ ଭେଟ ହେବ ଏବଂ ମା ଘରୁ ଭଲ ସମାଚାର ମିଳିବ। ଧନ ଲାଭ ହେବ। ରୋକିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରମୋଶନ ଯୋଗ ଅଛି। ଆଜି ପୂରା ଦିନ ଆପଣ ପ୍ରସନ୍ନ ରହିବେ। କୌଣସି ନୂଆ କାର୍ଯ୍ୟର ପ୍ରାରମ୍ଭ କରି ପାରିବେ। ସାଥିମାନଙ୍କଠାରୁ ସୁଖ ଏବଂ ଆନନ୍ଦର ପ୍ରାପ୍ତି ହେବ। ମିତ୍ର ଏବଂ ସ୍ଵଜନମାନଙ୍କର ଭେଟ ହୋଇପାରେ। ଯେ କୌଣସି କାମରେ ଆଜି ଆପଣଙ୍କୁ ସଫଳତା ମିଳିବ। ଆର୍ଥିକ ଲାଭ ଏବଂ ଭାଗ୍ୟବୃଦ୍ଧିର ଯୋଗ ଅଛି। ଭାଇ-ଭଉଣୀମାନଙ୍କର ଲାଭ ହେବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କଠାରୁ ବିଜୟ ମିଳିବ।

ଧନୁ : ଆଜି ଆପଣ ଯାତ୍ରା କରନ୍ତୁନାହିଁ। କାରଣ ପେଟ ସମ୍ବନ୍ଧୀତ ରୋଗ ଏବଂ ସମସ୍ୟା ହୋଇପାରେ। କାର୍ଯ୍ୟରେ ସଫଳତା ନ ହେବାରୁ ନିରାଶା ହୋଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ସାହିତ୍ୟ ଏବଂ କଳା ପ୍ରତି ଆଜି ଆପଣଙ୍କ ରୁଚି ରହିବ। ପ୍ରିୟ ପାତ୍ରଙ୍କ ସହିତ ସମୟ ଭଲରେ କଟିବ। ଆପଣଙ୍କ ଦିନ ମିଶ୍ରିତ ଫଳଦାୟୀ ଅଟେ। ଅସାମଞ୍ଜସ୍ୟ କାରଣରୁ ନିର୍ଣ୍ଣୟ ନେବା କଠିନ ହେବ। ପରିଜନମାନଙ୍କ ସାଥିରେ ମନମାଳିନ୍ୟ ନ ହେଉ, ଏହାର ଧ୍ୟାନ ରଖିବେ। ନିର୍ଦ୍ଧାରିତ କାର୍ଯ୍ୟ ସଂପନ୍ନ ନ ହେବା କାରଣରୁ ହତାସା ଅନୁଭବ କରିପାରନ୍ତି। କାର୍ଯ୍ୟଭାର ମଧ୍ୟ ବଢ଼ିପାରେ। ନିରର୍ଥକ ଖର୍ଚ୍ଚ ହୋଇପାରେ। ମଧ୍ୟାହ୍ନ ପରେ ଫୁର୍ତ୍ତି ଏବଂ ଉଲ୍ଲାସ ଅନୁଭବ କରିବେ। ପାରିବାରିକ ବାତାବରଣ ଆନନ୍ଦପ୍ରଦ ଏବଂ ଶାନ୍ତ ରହିବ।

ମକର : ଆଜି ଆପଣଙ୍କ ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ପରିବାରରେ ଝଗଡ଼ା ନ ହେଉ, ଏହାର ଧ୍ୟାନ ରଖିବେ। ଶରୀରରେ ଫୂର୍ତ୍ତି ତଥା ଊର୍ଜାର ଅଭାବ ହୋଇପାରେ। କୌଣସି ଅର୍ଥ ଦେବା ନେବାରୁ ଦାୟିତ୍ୱହୀନତାରୁ ବଞ୍ଚନ୍ତୁ। ଅଧିକ ଲାଭରୁ ଲୋଭରେ ହାନି ନ ହେଉ ଏହାର ଧ୍ୟାନ ରଖିବେ। ଆଜି ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ସରଳତାରେ ପୂର୍ଣ୍ଣ ହେବ। କାର୍ଯ୍ୟାଳୟ ତଥା ବ୍ୟବସାୟ ସ୍ଥଳ ଉପରେ ଆପଣଙ୍କ ପ୍ରତିଷ୍ଠାରେ ବୃଦ୍ଧି ହେବ। ପ୍ରମୋସନର ଯୋଗ ଅଛି। ଗୃହସ୍ଥଜୀବନରେ ଆନନ୍ଦର ବାତାବରଣ ରହିବ। ଶରୀର ହାନୀର ଯୋଗ ଅଛି ସମ୍ଭାଳି କରି ରୁହନ୍ତୁ ତଥା ତଳେ ପଡ଼ିଯାଇପାରନ୍ତି ନିଜକୁ ରକ୍ଷା କରନ୍ତୁ। ମିତ୍ର, ସ୍ନେହୀଜନମାନଙ୍କ ସହିତ ଭେଟ ହେବ। ମାନସିକ ରୂପରେ ଶାନ୍ତି ମିଳିବ।

କୁମ୍ଭ : ଆଜି ଆପଣ ମାନସିକ ରୂପରେ ବହୁତ ହାଲୁକା ଅନୁଭବ କରିବେ। ଭାଇ-ଭଉଣୀମାନଙ୍କ ସହିତ ମିଶିକରି କୌଣସି ନୂଆ କାର୍ଯ୍ୟ କରିବେ। ମିତ୍ରମାନଙ୍କ ଏବଂ ସ୍ଵଜନମାନଙ୍କର ଭେଟ ହେବ ଏବଂ ଛୋଟ ପ୍ରବାସର ଆୟୋଜନ ମଧ୍ୟ ହୋଇପାରେ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସମକ୍ଷ ବିଜୟ ମଧ୍ୟ ପ୍ରାପ୍ତ ହେବ। ସ୍ଵାସ୍ଥ୍ୟ ପ୍ରତି ସତର୍କ ରୁହନ୍ତୁ। ମାନସିକ ସୁସ୍ଥତା କମ ରହିପାରେ। କୋର୍ଟ-କଚେରୀର ଝିନଝଟରେ ପଡ଼ନ୍ତୁନାହିଁ। ଅନୁଚିତ ସ୍ଥାନରେ ପୁଞ୍ଜି ନିବେଶ ନ ହେଉ, ଏହାର ଧ୍ୟାନ ରଖିବେ। ପରିବାରର ସଦସ୍ୟ ବିରୋଧୀ ବ୍ୟବହାର କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ସ୍ଵାସ୍ଥ୍ୟ ବିଗିଡ଼ିବାର ଆଶଂକା ରହିବ, ଆବେଶପୂର୍ଣ୍ଣ ମନକୁ ନିୟନ୍ତ୍ରଣରେ ରଖିବେ। ଧନ ଅଧିକ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ।

ମୀନ : ଆପଣଙ୍କୁ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ। କାହା ସହିତ ଯୁକ୍ତି କିମ୍ବା ମନମାଳିନ୍ୟ ହେବାର ଆଶଂକା ଅଛି। ଧନ ଦବା-ନବାରେ ସାବଧାନ ରହିବେ। ସ୍ଵଜନମାନଙ୍କ ସହିତ ମତପାର୍ଥକ୍ୟ ହେବାର ଆଶଂକା ଅଛି। ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ମଧ୍ୟମ ରହିବ। ଆଜି ଆପଣ ପାରିବାରିକ ତଥା ସାମାଜିକ କଥାଗୁଡ଼ିକରେ ବିଶେଷ ଲିପ୍ତ ରହିବେ। ମିତ୍ରମାନଙ୍କ ସହ ଭେଟ ହେବ ଏବଂ ତାଙ୍କ ପଛରେ ଖର୍ଚ୍ଚ କରିବାକୁ ପଡ଼ିପାରେ। ରମଣୀୟ ସ୍ଥାନକୁ ଯାତ୍ରା କରିବାର ସମ୍ଭାବନା ଅଛି। ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ଲାଭ ହେବ। ଜୀବନସାଥୀ ଇଚ୍ଛୁକଙ୍କୁ ଭଲ ଜୀବନସାଥୀ ମିଳିବାର ଯୋଗ ଅଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

March 12, 2026
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

Over 1 Lakh Citizens Witness the Historic “Nyaya Sanhita” Exhibition as Bhubaneswar Becomes the Epicentre of India’s New Justice Era

March 12, 2026
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version