• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରତ୍ନପ୍ରସାଦ ସ୍ମାରକୀ ରାଜ୍ୟ ସ୍ତରୀୟ କବାଡି ପ୍ରତିଯୋଗିତା ଉଦଯାପିତ : ଭଞ୍ଜନଗର ଦଳ ଚମ୍ପିୟାନ

Proprietor Abhimanyu Maharana by Proprietor Abhimanyu Maharana
November 10, 2021
in ଓଡ଼ିଶା, କନ୍ଧମାଳ, କ୍ରୀଡ଼ା, ଖେଳ, ହୋମ୍
0
ରତ୍ନପ୍ରସାଦ ସ୍ମାରକୀ ରାଜ୍ୟ ସ୍ତରୀୟ କବାଡି ପ୍ରତିଯୋଗିତା ଉଦଯାପିତ : ଭଞ୍ଜନଗର ଦଳ ଚମ୍ପିୟାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୯ ନଭେମ୍ବର ମଙ୍ଗଳବାର ) ବାଲିଗୁଡା :- ଓଡିଶାର ସୁନାମ ଧନ୍ୟ କ୍ରୀଡାବିତ ରତ୍ନପ୍ରସାଦ ସିଂଦେଓ ଙ୍କ ସ୍ମୃତି ଉଦ୍ଦେଶ୍ୟରେ ବାଲିଗୁଡା କବାଡି ସଂଘ ପକ୍ଷରୁ ବାଲିଗୁଡା ମିନିଷ୍ଟାଡିୟମ ରେ ଚଳିତ ୫ ତାରିଖରୁ ଚାଲିଥିବା ରତ୍ନପ୍ରସାଦ ସିଂଦେଓ ସ୍ମାରକୀ ରାଜ୍ୟ ସ୍ତରୀୟ କବାଡି ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥିଭାବେ ବାଲିଗୁଡା ବିଧାୟକ ଚକ୍ରମଣି କହଁର, ସମ୍ମାନିତ ଅତିଥି ଭାବେ ବାଲିଗୁଡା ଉପଜ଼ିଲ୍ଲାପାଳ ଡ଼.ଶୁଭଙ୍କର ମହାପାତ୍ର ବାଲିଗୁଡା ବିଡ଼ିଓ ଡ଼.ଜୟଦେବ ଷଡ଼ଙ୍ଗୀ, ଉପଖଣ୍ଡ କ୍ରୀଡା ସଂଘ ସମ୍ପାଦକ ଡ଼.ସୁଶାନ୍ତକୁମାର ଦାସ, ବଣିକ ସଂଘର ସଭାପତି ଶ୍ୟାମ ସୁନ୍ଦର ପାତ୍ର ପ୍ରମୁଖ ମଂଚାସୀନ ଥିଲେ l

ଏହି ରାଜ୍ୟ ସ୍ତରୀୟ କବାଡି ପ୍ରତିଯୋଗିତା ରେ ସମୁଦାୟ ଷୋହଳ ଗୋଟି ଦଳ ଅଂଶଗ୍ରହଣ କରିଥିଲେ l ସେଥିମଧ୍ୟରୁ ବୁଗୁଡ଼ା ଓ ଭଞ୍ଜନଗର ଦଳ ଫାଇନାଲ କୁ ଉନ୍ନତି ହୋଇଥିଲେ l ଫାଇନାଲ ମ୍ୟାଚ ପୂର୍ଵରୁ ବାଲିଗୁଡା ଓ ରାଇକିଆ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ମହିଳା କବାଡି ପ୍ରତିଯୋଗିତାକୁ ଦର୍ଶକ ମନଭରି ଉପଭୋଗ କରିଥିଲେ l ଫାଇନାଲ ମ୍ୟାଚ ପୂର୍ବରୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଗଣ ଓ ସିଂଦେଓ ପରିବାର ସ୍ବର୍ଗତଃ ରତ୍ନପ୍ରସାଦ ସିଂଦେଓ ଙ୍କ ଫୋଟ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ସହ ପ୍ରଦୀପ ପ୍ରଜ୍ଜଳନ କରିଥିଲେ l

ରତ୍ନ ପ୍ରସାଦଙ୍କ ସ୍ବର୍ଗତଃ ଆତ୍ମାର ସଦଗତି ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ l ଦୁଇ ଦଳ ମଧ୍ୟରେ ସଂଘର୍ଷପୂର୍ଣ୍ଣ ମ୍ୟାଚ ଅନୁଷ୍ଠିତ ହୋଇଥିଲା l ଏଥିରେ ଭଞ୍ଜନଗର ଦଳ ବିଜୟୀ ହୋଇଥିଲେ l ବିଜେତା ଭଞ୍ଜନଗର ଦଳକୁ ଟ୍ରଫି ସହିତ ନଗଦ ଏକୋଇଶି ହଜାର ଶହେଏଗାର ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଇ ଥିବା ବେଳେ ଉପ ବିଜେତା ବୁଗୁଡ଼ା ଦଳକୁ ପନ୍ଦରହଜାର ଶହେ ପନ୍ଦର ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଇଥିଲା l ଆୟୋଜକ ବାଲିଗୁଡା କବାଡି ସଂଘର ସଭାପତି ସୁରେନ୍ଦ୍ର କୁମାର ପାତ୍ର, ସମ୍ପାଦକ ଦେବବ୍ରତ୍ତ ସିଂଦେଓ ସମେତ ସମସ୍ତ କମିଟି ସଫଳ ଆୟୋଜନ କରିଥିଲେ l

ପ୍ରତ୍ୟେକ ବର୍ଷ ଏହିଭଳି ଭାବେ ରାଜ୍ୟସ୍ତରୀୟ କବାଡି ପ୍ରତିଯୋଗିତା ଆୟୋଜନ କରି ବାଲିଗୁଡାକୁ କବାଡିର ହବ ସୃଷ୍ଟି ପାଇଁ ପ୍ରୟାସ କରାଯିବ ବୋଲି ସମ୍ପାଦକ ଦେବବ୍ରତ୍ତ ସିଂଦେଓ ପ୍ରକାଶ କରିଥିଲେ l ଜ଼ିଲ୍ଲାତଥା ଜ଼ିଲ୍ଲା ବାହାରର ସୁନାମଧନ୍ୟ ରେଫରୀ ବରିଷ୍ଠ କ୍ରୀଡାବିତ ତଥା ସଫଳ ଉଦଘୋଷକ ତୀର୍ଥବାସୀ ଘଡ଼ାଇ ସୁନ୍ଦର ଭାବେ ଖେଳକୁ ପରିଚାଳନା କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

April 26, 2026
ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

April 26, 2026
ଶ୍ରୀରାମ ମନ୍ଦିର,ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ  ଅନୁଷ୍ଠିତ

ଶ୍ରୀରାମ ମନ୍ଦିର,ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ  ଅନୁଷ୍ଠିତ

April 26, 2026
ବାସନ୍ତୀ ମଡେଲ ଅପର ପ୍ରାଥମିକ ବିଦ୍ୟାଳୟର ମୁଖ୍ୟଶିକ୍ଷକଙ୍କ ବିଦାୟ ସମାରୋହ

ବାସନ୍ତୀ ମଡେଲ ଅପର ପ୍ରାଥମିକ ବିଦ୍ୟାଳୟର ମୁଖ୍ୟଶିକ୍ଷକଙ୍କ ବିଦାୟ ସମାରୋହ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

April 26, 2026
ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ ଉତ୍ସବ “ମହକ” ଉଦଘାଟିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version