• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ଶ୍ରଦ୍ଧା ଉତ୍ସବ’ରେ ଅବନୀ ବରାଳଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି କବି ଅମରେଶ ପଟ୍ଟନାୟକ ଓ ନାଟ୍ୟକାର ସୁବୋଧ ପଟ୍ଟନାୟକ ସମ୍ମାନିତ

Proprietor Abhimanyu Maharana by Proprietor Abhimanyu Maharana
November 10, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
‘ଶ୍ରଦ୍ଧା ଉତ୍ସବ’ରେ ଅବନୀ ବରାଳଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି କବି ଅମରେଶ ପଟ୍ଟନାୟକ ଓ ନାଟ୍ୟକାର ସୁବୋଧ ପଟ୍ଟନାୟକ ସମ୍ମାନିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୯ ନଭେମ୍ବର ମଙ୍ଗଳବାର ) ଭୁବନେଶ୍ୱର :- ରାଜ୍ୟର ଶୈକ୍ଷିକ ପରିବେଶକୁ ସଶକ୍ତ କରିବାରେ ଶିକ୍ଷକନେତା ଅବନୀ ବରାଳଙ୍କ ଭୂମିକା ଅବିସ୍ମରଣୀୟ । ଶିକ୍ଷାବିତ୍‌, ଲେଖକ, ସଂଗଠକ ଓ ସର୍ବୋପରି ଜଣେ ସାମ୍ୟବାଦୀ ପ୍ରବକ୍ତା ଭାବରେ ତାଙ୍କ ଅବଦାନ ଭବିଷ୍ୟତ ପିଢ଼ିକୁ ଅନୁପ୍ରେରିତ କରୁଥିବ ବୋଲି ଏଠାରେ ଅତିଥିମାନେ ତାଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାର୍ପଣପୂର୍ବକ ଉଲ୍ଲେଖ କରିଛନ୍ତି । ଆଜି ସନ୍ଧ୍ୟାରେ ସ୍ଥାନୀୟ ବୁଦ୍ଧ ମନ୍ଦିରରେ ଅବନୀ ବରାଳ ଫାଉଣ୍ଡେସନ୍‌ ଆନୁକୂଲ୍ୟରେ ତଥା ବରିଷ୍ଠ ସାମ୍ବାଦିକ ତଥା ସ୍ତମ୍ଭକାର ପ୍ରଦୋଷ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଶ୍ରଦ୍ଧାଉତ୍ସବରେ ସମାଲୋଚକ ତଥା ଅନୁବାଦକ କମଳା ପ୍ରସାଦ ମହାପାତ୍ର, ଶିକ୍ଷକ ନେତା ନିକୁଞ୍ଜ ପ୍ରସାଦ ମହାନ୍ତି ଓ ଆଡ୍‌ଭୋକେଟ୍‌ ଆକାଶ ବରାଳ ପ୍ରମୁଖ ବକ୍ତବ୍ୟ ରଖି ଅବନୀ ବରାଳଙ୍କ ବହୁମୁଖୀ ବ୍ୟକ୍ତିତ୍ୱର ବିଭିନ୍ନ ଦିଗ ସଂପର୍କରେ ଆଲୋଚନା କରିଥିଲେ ।

ଓଡ଼ିଶାରେ ଶିକ୍ଷା-ସଂସ୍କାର ଆନ୍ଦୋଳନ, ନାଟକ ଓ ଗଳ୍ପ ରଚନା, ସଂଗଠନ ତଥା ସଂପାଦନା କ୍ଷେତ୍ରରେ ତାଙ୍କର ଅମ୍ଳାନ ସ୍ୱାକ୍ଷର ତରୁଣମାନଙ୍କୁ ପ୍ରଭାବିତ କରିବ ବୋଲି ଅତିଥିମାନେ ମତ ଦେଇଥିଲେ । ଅତିଥିମାନେ ଅବନୀ ବରାଳଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ା ଡ. ଅମୀୟ ମହାନ୍ତି ପ୍ରାରମ୍ଭିକ ସୂଚନା ଦେବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ଅବସରରେ ଫାଉଣ୍ଡେସନ୍‌ ପକ୍ଷରୁ ବିଶିଷ୍ଟ କବି ଅମରେଶ ପଟ୍ଟନାୟକଙ୍କୁ ଅବନୀ ବରାଳ ସାହିତ୍ୟ ସମ୍ମାନ ଏବଂ ‘ନାଟ୍ୟଚେତନା’ର ପ୍ରତିଷ୍ଠାତା, ନାଟ୍ୟ ନିର୍ଦ୍ଦେଶକ ତଥା ସଂସ୍କୃତିକର୍ମୀ ସୁବୋଧ ପଟ୍ଟନାୟକଙ୍କୁ ଆଦରମଣୀ ମଂଚକଳା ସମ୍ମାନ ପ୍ରଦାନ କରାଯାଇଥିଲା ।

ଫାଉଣ୍ଡେସନ୍‌ ପକ୍ଷରୁ ଅଧ୍ୟାପକ ଆଭାସ ବରାଳ, ଆହୁତି ବରାଳ ଓ ଆରତି ବରାଳ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ସକାଳେ ଖୋର୍ଦ୍ଧା ସହରରେ ସ୍ଥାପିତ ଓ ନବନିର୍ମିତ ଅବନୀ ବରାଳଙ୍କ ଏକ ପ୍ରତିମୂର୍ତ୍ତି ଅନାବରଣ ହୋଇଥିଲା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ, ପୂର୍ବତନ ମନ୍ତ୍ରୀ ପଞ୍ଚାନନ କାନୁନ୍‌ଗୋ, ବିଧାୟକ ଜିତୁ ମିତ୍ର ଓ ପ୍ରଫେସର କ୍ଷୀରୋଦ ପ୍ରସାଦ ମହାନ୍ତିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version