• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ ‘କଟା ଘା ରେ ଚୁନ’ ସଦୃଶ – ବାବୁ ସିଂ

Proprietor Abhimanyu Maharana by Proprietor Abhimanyu Maharana
November 10, 2021
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ ‘କଟା ଘା ରେ ଚୁନ’ ସଦୃଶ – ବାବୁ ସିଂ
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ଜୋରଦାର ବିରୋଧ, ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ
1. ନବୀନ ନିବାସ ଆଗରେ କଳାପତାକା ପ୍ରଦର୍ଶନ ବେଳେ ଉଠାଇନେଲା ପୋଲିସ
2. ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏବଂ ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ କୁଶ ପୁତଳିକା ଦାହ କରାଗଲା
3. ମୃତ ମମିତାକୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଲଢେଇ ଜାରି ରହିବ
4. ଶାସକ ଦଳର ମନ୍ତ୍ରୀ ଅପହରଣ, ଧର୍ଷଣ କରୁଛନ୍ତି କିନ୍ତୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସୁରକ୍ଷା ଯୋଗାଇ ଦେଉଛନ୍ତି : ଦିଲୀପ ମହାନ୍ତି

ଓଡ଼ିଶା ତାଜା ନ୍ୟୁଜ୍ (୧୦ ନଭେମ୍ବର ବୁଧବାର) ଭୁବନେଶ୍ୱର :- ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ସୁରକ୍ଷା ଦେଉଥିବା ଅଭିଯୋଗରେ ମୁଖ୍ୟମନ୍ତ୍ରୀଙ୍କୁ ସାମାଜିକ ବାସନ୍ଦ ପାଇଁ ବିଜେପି ତରଫରୁ ରାଜ୍ୟବାସୀଙ୍କୁ ଆହ୍ୱାନ ଦିଆଯାଇଛି । ରାଜ୍ୟ ସରକାର ପୀଡିତା ଓ ତା ପରିବାରକୁ ନ୍ୟାୟ ଦେଉପାରୁନାହାଁନ୍ତି, ଦୋଷୀଙ୍କୁ ଘଂଟ ଘୋଡାଉଛନ୍ତି ଓ ବର୍ତମାନ ଯେପରି ମୃତ ମମିତାଙ୍କ ମାସିକ ଶ୍ରାଦ୍ଧ ଦେବାକୁ କଳାହାଣ୍ଡି ଯାଉଛନ୍ତି । ସେଥିପାଇଁ ଭୂବନେଶ୍ୱରରୁ ଆରମ୍ଭ କରି କଳାହାଣ୍ଡି ପର୍ଯ୍ୟନ୍ତ ସବୁ ସ୍ଥାନରେ ବିଜେପି ଆନ୍ଦୋଳନକୁ ଓହ୍ଲାଇଛି । ମୁଖ୍ୟମନ୍ତ୍ରୀ ଯେଉଁ ସ୍ଥାନକୁ ଯିବେ ସେଠାରେ ତାଙ୍କୁ ବିରୋଧ କରାଯିବ ବୋଲି ଦଳ ପୂର୍ବରୁ ଚେତାବନୀ ଦେଇଥିଲା ।

ଭୂବନେଶ୍ୱର ଜିଲ୍ଲା ବିଜେପି ପକ୍ଷରୁ ଏକ ଶୋଭାଯାତ୍ରା ନବୀନ ନିବାସ ଅଭିମୁଖେ ଯାଉଥିବା ସମୟରେ କଳାପତାକା ପ୍ରଦର୍ଶନ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଏଥି ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏବଂ ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ କୁଶ ପୁତଳିକା ଦାହ କରାଯାଇଥିଲା । ବିକ୍ଷୋଭକାରୀଙ୍କୁ ଶିଶୁଭବନ ଛକ ପାଖରେ ପୋଲିସ ଅଟକ ରଖିବା ସହ ଗିରଫ କରିଥିଲା । ମମିତା ହତ୍ୟାକାଣ୍ଡ ଘଟଣା ଘଟିବାର ମାସେ ବିତିଲାଣି ଏବଂ ମୁଖ୍ୟମନ୍ତ୍ରୀ ନୀରବ ରହିଛନ୍ତି ।

ଆଜି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ ‘କଟା ଘା ରେ ଚୁନ’ ସଦୃଶ । ଯେ ପର୍ଯ୍ୟନ୍ତ ମୃତ ମମିତାକୁ ନ୍ୟାୟ ନମିଳିଛି ସେ ପର୍ଯ୍ୟନ୍ତ ଲଢେଇ ଜାରି ରହିବ ବୋଲି ଜିଲ୍ଲା ସଭାପତି ଶ୍ରୀ ବାବୁ ସିଂ କହିଛନ୍ତି ।
ମହିଳା ସମାଜ ଏଠାରେ ନ୍ୟାୟ ପାଇବାରୁ ବଂଚିତ ହେଉଛନ୍ତି । ଶାସକ ଦଳର ମନ୍ତ୍ରୀ ଅପହରଣ, ଧର୍ଷଣ କରୁଛନ୍ତି କିନ୍ତୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସୁରକ୍ଷା ଯୋଗାଇ ଦେଉଛନ୍ତି ବୋଲି ବରିଷ୍ଠ ନେତା ଦିଲ୍ଲିପ ମହାନ୍ତି କହିଛନ୍ତି । ସେହିପରି ଏୟାରପୋର୍ଟ ଛକରେ ଯୁବମୋର୍ଚ୍ଚା ଜିଲ୍ଲା ସଭାପତି ରଶ୍ମୀରଂଜନ ମୁଦୁଲିଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ମୁଖ୍ୟମନ୍ତ୍ରୀଙ୍କୁ କଳାପତାକା ପ୍ରଦର୍ଶନ କରାଯାଇଛି ।

ଜିଲ୍ଲା ସଭାପତି ବାବୁ ସିଂଙ୍କ ନେତୃତ୍ୱରେ ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷା ଅର୍ପିତା ଅପରାଜିତା ବଡଜେନା, ରାଜ୍ୟ ମୁଖପାତ୍ର ରାଜେନ୍ଦ୍ର ପଣ୍ଡା, ରାଜ୍ୟ ସମ୍ପାଦିକା ପିଙ୍କି ପ୍ରଧାନ, ଭୂବନେଶ୍ୱର ସାଂଗଠନିକ ଜିଲ୍ଲା ସାଧାରଣ ସମ୍ପାଦକ ଅଭିଷେକ ଆଚାର୍ଯ୍ୟ, ହିମାଂଶୁ ଶେଖର ଛୋଟରାୟ, ଦିଲ୍ଲୀପ ବେହେରା, ଜିଲ୍ଲା ମଣ୍ଡଳ ସଭାପତି ଦାମଦୋର ବେହେରା, ରାମଚନ୍ଦ୍ର ରଣସିଂହ, ସୁରେନ୍ଦ୍ର ପ୍ରଧାନ, ଅଞ୍ଜନ ନାଥ, ଅରୁଣ ପୁରହିତ, ଅମରଜ୍ୟୋତି ଜଗଦ୍ଦେବ, ବିଜୟ ରାଉତ, ଜିଲ୍ଲା ମହିଳା ମୋର୍ଚ୍ଚା ସଭାପତି ମନ୍ଦାକିନୀ ପାତ୍ର, ଜିଲ୍ଲା ଉପସଭାପତି ନିରଞ୍ଜନ ରାଉତରାୟ, ଶିବ ବେହେରା, ତୃପ୍ତିମୟୀ ମକଦ୍ଦମ,

 

 

ଜିଲ୍ଲା ସମ୍ପାଦକ ତାପସ ଦଳାଇ, ଉନ୍ନତି ପରିଡା, ରଜନୀ ବାଳା ଦାସ, ରାଜ୍ୟ କୃଷକ ମୋର୍ଚ୍ଚା ସଂଯୋଜକ ସୁନୀଲ ପ୍ରଧାନ, ରାଜ୍ୟ ଯୁବ ମୋର୍ଚ୍ଚା ସମ୍ପାଦକ ମନୋଜ ପଶ୍ଚିମକବାଟ, ରାଜ୍ୟ ମହିଳା ମୋର୍ଚ୍ଚା ଉପସଭାପତି କସ୍ତୁରୀ ମିଶ୍ର, ଜିଲ୍ଲା ଓବିସି ମୋର୍ଚ୍ଚା ସଭାପତି ଉପେନ୍ଦ୍ର ଭଞ୍ଜ, ଜିଲ୍ଲା କାର୍ଯ୍ୟକର୍ତା କାର୍ତିକ ସୁନ୍ଦରାୟ, ବସନ୍ତ ରାଉତ, ସୁଶାନ୍ତ ସାବତ, ମନରଞ୍ଜନ ସ୍ୱାଇଁ, ପ୍ରଶାନ୍ତ ମହାନ୍ତି, ଅଶୋକ ସେଠୀ, ବିଶ୍ୱନାଥ ସେଠୀ, ସୁନୀଲ ସ୍ୱାଇଁ, ନାରୀ ନେତ୍ରୀ ଉମାରାଣୀ ମହାପାତ୍ର, ପ୍ରତୀକ୍ଷା ମହାପାତ୍ର, ଲିପା ଦାସ, ଗୀତାଞ୍ଜଳି ଦାସ, ସୁମିତ୍ରା ଆଚାର୍ଯ୍ୟ, ବିନ୍ଦୁଲତା ବଳିଆରସିଂ, ବବିତା ଜେନା, ପ୍ରତୀକ୍ଷା ଆଚାର୍ଯ୍ୟ, ସୁପ୍ରିୟା ରଥ, ଜ୍ୟୋତିରେଖା ନାୟକ ପ୍ରମୁଖ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ଚକାଶିଳା କ୍ଷେତ୍ରରେ ନୀଳାଦ୍ରୀ ବିଜେ

ରଣପୁର ଚକାଶିଳା କ୍ଷେତ୍ରରେ ନୀଳାଦ୍ରୀ ବିଜେ

July 28, 2026
ଡେଙ୍ଗାଝରୀ ଗ୍ରାମରେ ପାନୀୟ ଜଳ ସମସ୍ୟା ସମାଧାନ କଲେ, ସରପଞ୍ଚ

ଡେଙ୍ଗାଝରୀ ଗ୍ରାମରେ ପାନୀୟ ଜଳ ସମସ୍ୟା ସମାଧାନ କଲେ, ସରପଞ୍ଚ

July 28, 2026
ରଣପୁର ପ୍ରେସ କ୍ଲବର ନୂତନ ଗୃହ ଉଦ୍‌ଘାଟନ କଲେ ବାଚସ୍ପତି 

ରଣପୁର ପ୍ରେସ କ୍ଲବର ନୂତନ ଗୃହ ଉଦ୍‌ଘାଟନ କଲେ ବାଚସ୍ପତି 

July 28, 2026
ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026

Recent News

ରଣପୁର ଚକାଶିଳା କ୍ଷେତ୍ରରେ ନୀଳାଦ୍ରୀ ବିଜେ

ରଣପୁର ଚକାଶିଳା କ୍ଷେତ୍ରରେ ନୀଳାଦ୍ରୀ ବିଜେ

July 28, 2026
ଡେଙ୍ଗାଝରୀ ଗ୍ରାମରେ ପାନୀୟ ଜଳ ସମସ୍ୟା ସମାଧାନ କଲେ, ସରପଞ୍ଚ

ଡେଙ୍ଗାଝରୀ ଗ୍ରାମରେ ପାନୀୟ ଜଳ ସମସ୍ୟା ସମାଧାନ କଲେ, ସରପଞ୍ଚ

July 28, 2026
ରଣପୁର ପ୍ରେସ କ୍ଲବର ନୂତନ ଗୃହ ଉଦ୍‌ଘାଟନ କଲେ ବାଚସ୍ପତି 

ରଣପୁର ପ୍ରେସ କ୍ଲବର ନୂତନ ଗୃହ ଉଦ୍‌ଘାଟନ କଲେ ବାଚସ୍ପତି 

July 28, 2026
ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ଚକାଶିଳା କ୍ଷେତ୍ରରେ ନୀଳାଦ୍ରୀ ବିଜେ

ରଣପୁର ଚକାଶିଳା କ୍ଷେତ୍ରରେ ନୀଳାଦ୍ରୀ ବିଜେ

July 28, 2026
ଡେଙ୍ଗାଝରୀ ଗ୍ରାମରେ ପାନୀୟ ଜଳ ସମସ୍ୟା ସମାଧାନ କଲେ, ସରପଞ୍ଚ

ଡେଙ୍ଗାଝରୀ ଗ୍ରାମରେ ପାନୀୟ ଜଳ ସମସ୍ୟା ସମାଧାନ କଲେ, ସରପଞ୍ଚ

July 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version