No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୧୦ ନଭେମ୍ବର ବୁଧବାର ) ବରଗଡ଼ :- ଜିଲ୍ଲା ପଞ୍ଚାୟତ ରାଜ ବିଭାଗ ଦ୍ଵାରା ନିଯୁକ୍ତ ପାଇଥିବା ଜିଆରଏସ ଙ୍କ ଦୁଇ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆଜି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ମୋନୀଷା ବାନାର୍ଜୀ ଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ନବ ନିଯୁକ୍ତ ଜିଆରଏସ ମାନଙ୍କୁ ଗରିବଙ୍କ
ଏବଂ ଖଟିଖିଆ ଙ୍କ ପାଇଁ ପଞ୍ଚାୟତ ସ୍ତରରେ ଲାଗୁ ହୋଇଥିବା ଯୋଜନା ଗୁଡ଼ିକର ଠିକ୍ ତଦାରଖ କରି ସମାଜର ଉନ୍ନତି କରିବାକୁ ଆହ୍ବାନ ଦେଇଥିଲେ । ଏଥିରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ନିର୍ଦ୍ଦେଶକ କୃତି ବାସ ରାଉତ ମଧ୍ୟ ପ୍ରଶିକ୍ଷାର୍ଥୀଙ୍କୁ ଠିକ୍ ଭାବରେ ତାଲିମ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ ।

No Result
View All Result