• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିରି ମାଡ଼ ଦେଖି କୋଳଥ ଚେପା : ‌ସୋସିଆଲ ମିଡିଆରୁ ବାଇକ୍ ଷ୍ଟଣ୍ଟ୍ ଗ୍ରୁପ୍ ଆଇଡି ଗାୟବ୍‌ !

Proprietor Abhimanyu Maharana by Proprietor Abhimanyu Maharana
November 14, 2021
in ଓଡ଼ିଶା, କନ୍ଧମାଳ, ହୋମ୍
0
ବିରି ମାଡ଼ ଦେଖି କୋଳଥ ଚେପା : ‌ସୋସିଆଲ ମିଡିଆରୁ ବାଇକ୍ ଷ୍ଟଣ୍ଟ୍ ଗ୍ରୁପ୍ ଆଇଡି ଗାୟବ୍‌ !
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୪ ନଭେମ୍ବର ରବିବାର ) ଭୁବନେଶ୍ୱର :- ରାଜଧାନୀରେ ଖଣ୍ଡା, ଭୁଜାଲି, ବନ୍ଧୁକ ଧରି ସଂଘବଦ୍ଧ ଆତଙ୍କ ଖେଳାଉଥିବା କେବିଏନ୍‌ ଗ୍ରୁପ୍‌ର ପର୍ଦ୍ଦାଫାସ୍‌ କରିବା ପାଇଁ କମିସନରେଟ୍‌ ପୁଲିସ ଜୋରଦାର ଉଦ୍ୟମ ଚଳାଇଛି । ସୋସିଆଲ ମିଡିଆରେ ଭୟାନକ ଭିଡିଓ ପୋଷ୍ଟ କରି ରାଜଧାନୀବାସୀଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରୁଥିବାରୁ ପୁଲିସ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁଲିସ ଜଣଙ୍କ ପରେ ଜଣେ ଅଭିଯୁକ୍ତଙ୍କ ଘରେ ଚଢ଼ଉ କରୁଛି । ଇତି ମଧ୍ୟରେ ୭ଜଣଙ୍କୁ ଗିରଫ କରିଥିବା ବେଳେ କାର୍ଯ୍ୟାନୁଷ୍ଠାନ ଭୟରେ ୨ଜଣ ଆତ୍ମସମର୍ପଣ କରିସାରିଛନ୍ତି । କଟକରେ ବି ମାତିଥିବା ଏଭଳି ଏକ ଗ୍ରୁପ୍‌ (ପବ୍ଲିକ୍‌ ଷଣ୍ଢ, ଅମାନିଆ ବାଘ)ର କିଛି ସଦସ୍ୟଙ୍କୁ ଗିରଫ କରାଯାଇଛି ।

ତେବେ କମିସନରେଟ୍‌ ପୁଲିସର ଏଭଳି କଡ଼ା ଆଭିମୁଖ୍ୟ ଦେଖି ରାଜଧାନୀରେ ଉତ୍ପାତ କରୁଥିବା ଆଉ କିଛି ଗୋଷ୍ଠୀଙ୍କ ଭିତରେ କୋକୁଆ ଭୟ ଖେଳି ଯାଇଛି । ବିଶେଷକରି ବାଇକ୍‌ରେ ଷ୍ଟଣ୍ଟ ଦେଖାଇ ସର୍ବସାଧାରଣ ସ୍ଥାନରେ ଆତଙ୍କ ଖେଳାଇବାର ଭିଡିଓ ଅପଲୋଡ୍‌ କରୁଥିବା ଗ୍ରୁପ୍‌ର ନିଦ ହଜି ଯାଇଛି । କମିସନରେଟ୍‌ ପୁଲିସ କାଳେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ, ସେହି ଭୟରେ ସେମାନେ ସୋସିଆଲ ମିଡିଆରୁ ଗାୟବ୍‌ ହୋଇ ଯାଇଛନ୍ତି । ଗତ କିଛି ଦିନ ହେଲା, ସେମାନଙ୍କ ଆକାଉଣ୍ଟ ଆଉ ସୋସିଆଲ ମିଡିଆରେ ଦେଖିବାକୁ ମିଳୁନାହିଁ ।
ସୂଚନା ଅନୁଯାୟୀ, ଚନ୍ଦ୍ରଶେଖରପୁର ଓ ମଞ୍ଚେଶ୍ବର ଅଞ୍ଚଳରେ ୪ଟି ବାଇକ୍ ଷ୍ଟଣ୍ଟ ଗ୍ରୁପ୍ ସାଧାରଣ ଲୋକଙ୍କ ନିଦ ହଜାଇ ଦେଇଥିଲେ ।

ସଂଧ୍ୟା ହେବା ମାତ୍ରେ ଏମାନେ ଅଞ୍ଚଳରେ ସଂଘବଦ୍ଧ ଭାବେ ଘୂରି ବୁଲି ଉତ୍ପାତ କରୁଥିଲେ । ଦ୍ରୁତଗତିରେ ବାଇକ୍‌ ଚଳାଇବା ସହ ବାଇକ୍‌ ଷ୍ଟାଣ୍ଡକୁ ରାସ୍ତାରେ ଘଷି ନିଆଁ ବାହାର କରିବା, ବିକଟାଳ ହର୍ଣ୍ଣ ମାରି ଲୋକଙ୍କୁ ହଇରାଣ ହରକତ କରୁଥିଲେ । ଏପରିକି ଲୁଟ୍‌, ଛିନ୍‌ତାଇ କରିବାକୁ ବି ପଛାଉ ନ’ଥିଲେ । ଆଉ ଏ ସବୁର ଭିଡିଓ ସେମାନେ ସୋସିଆଲ ମିଡିଆରେ ଅପଲୋଡ୍‌ କରୁଥିଲେ । କିନ୍ତୁ ପୁଲିସ୍ କେବିଏନ୍ ଗ୍ରୁପ୍ ଉପରେ ଆକ୍ସନ ନେବା ପରେ ଏହି ଗ୍ରୁପ୍‌ଗୁଡ଼ିକ ନିଜ ସୋସିଆଲ ମିଡିଆ ଆକାଉଣ୍ଟ ବନ୍ଦ କରିଦେଇଛନ୍ତି । ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ଗ୍ରୁପ୍‌ରେ ପଟିଆ ଅଞ୍ଚଳର ଦୁଇଟି ପ୍ରତିଷ୍ଠିତ ପରିବାରର ପିଲା ଓ ମଞ୍ଚେଶ୍ବର ଅଞ୍ଚଳର ଦୁଇ ଅଟୋ ଚାଳକ ସାମିଲ ଅଛନ୍ତି ।

ଅଟୋ ଚାଳକ ଦ୍ବୟଙ୍କ ନାମରେ ମଞ୍ଚେଶ୍ବର ଥାନାରେ ଅନେକ ଚୋରି ଅଭିଯୋଗ ମଧ୍ୟ ରହିଛି । ସେହିଭଳି ଇନ୍‌ଫୋସିଟି ଥାନା ଅଧୀନ କିଛି ବସ୍ତିର ଅସାମାଜିକ ଯୁବକ ମଧ୍ୟ ଏହି ଗ୍ରୁପରେ ସାମିଲ ଅଛନ୍ତି । ଆଇଡି ବ୍ଲକ୍ ହୋଇଥିଲେ ମଧ୍ୟ ପୁଲିସ୍ ଏମାନଙ୍କ ଗତିବିଧି ଉପରେ ନଜର ରଖିଛି । ପ୍ରମାଣ ପାଇଲା ମାତ୍ରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସଂପୃକ୍ତ ଥାନା ଅଧିକାରୀମାନେ କହିଛନ୍ତି । (ଇଫତେଖାର ଅଲ୍ଲୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

March 11, 2026
୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version