• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଧାକୃଷ୍ଣ ସୋସିଓ କଲଚୁରାଲ ଆଣ୍ଡ ଦରିଦ୍ର ନାରାୟଣ ସେବା ସଂଘର ୩୧ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
November 15, 2021
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ରାଧାକୃଷ୍ଣ ସୋସିଓ କଲଚୁରାଲ ଆଣ୍ଡ ଦରିଦ୍ର ନାରାୟଣ ସେବା ସଂଘର ୩୧ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୪ ନଭେମ୍ବର ରବିବାର ) ଖୋର୍ଦ୍ଧା-ଜଟଣୀ :- ରାଧାକୃଷ୍ଣ ସୋସିଓ କଲଚୁରାଲ ଏବଂ ଦରିଦ୍ର ନାରାୟଣ ସେବା ସଂଘର ୩୧ତମ ବାର୍ଷିକ ଉତ୍ସବ ଜଟଣୀ ବ୍ଲକ ଭାତଖୁରୀ ଠାରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ତଥା ଅବିଭକ୍ତ ପୁରୀ ଜିଲ୍ଲାର ଅଗ୍ରଣୀ ସ୍ବେସ୍ଛା ସେବୀ ଅନୁଷ୍ଠାନ ରାଧା କୃଷ୍ଣ ସୋସିଓ କଲଚୁରାଲ ଏବଂ ଦରିଦ୍ର ନାରାୟଣ ସେବା ସଂଘର ୩୧ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅବିଭକ୍ତ ପୁରୀ ଜିଲ୍ଲାର ଏକ ହଜାରରୁ ଉର୍ଦ୍ଧ୍ବ ଭିନ୍ନକ୍ଷମ ମାନଙ୍କୁ ଅନୁଷ୍ଠାନ ପକ୍ଷରୁ ଔଷଧ ଏବଂ ବସ୍ତ୍ରଦାନ କରାଯାଇଛି ।

ଏହି କାର୍ଯ୍ୟକ୍ରମରେ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କର ରାଜ୍ୟ ମୁଖ୍ୟ ସଂଜୀବ ଭରଦ୍ବାଜ,ଜେନେରାଲ ମ୍ୟାନେଜର ପ୍ରକାଶ ଦାସ, ଡେପୁଟି ଜେନେରାଲ ମ୍ୟାନେଜର ଆଦିତ୍ୟ ପାଢ଼ୀ ଓ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଯୋଗଦେଇ ଏକ ହଜାରରୁ ଉର୍ଦ୍ଧ୍ବ ଭିନ୍ନକ୍ଷମ ମାନଙ୍କୁ ଔଷଧ ଓ ବସ୍ତ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନର ସମ୍ପାଦକ ଲଲାଟ କିଶୋର ପୃଷ୍ଟି , ଉପସଭାପତି ଭରତ ରାଉତରାୟ ପ୍ରମୁଖ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

May 8, 2026
ନାଚୁଣୀ ଥାନାରେ କୈଶୋର ସମସ୍ୟା ନିରାକରଣ ସଚେତନତା ଶିବିର

ନାଚୁଣୀ ଥାନାରେ କୈଶୋର ସମସ୍ୟା ନିରାକରଣ ସଚେତନତା ଶିବିର

May 8, 2026
ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

May 8, 2026
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

May 8, 2026
ନାଚୁଣୀ ଥାନାରେ କୈଶୋର ସମସ୍ୟା ନିରାକରଣ ସଚେତନତା ଶିବିର

ନାଚୁଣୀ ଥାନାରେ କୈଶୋର ସମସ୍ୟା ନିରାକରଣ ସଚେତନତା ଶିବିର

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version