• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡିସୌଜାସ୍ ସ୍କୁଲ  ଏବଂ ମଦର୍ସ ପବ୍ଲିକ ସ୍କୁଲ ମଧ୍ୟରେ ମିଳିତ ସହଭାଗିତାର ଘୋଷଣା

Proprietor Abhimanyu Maharana by Proprietor Abhimanyu Maharana
November 16, 2021
in ଓଡ଼ିଶା, ବାଣିଜ୍ୟ, ହୋମ୍
0
ଡିସୌଜାସ୍ ସ୍କୁଲ  ଏବଂ ମଦର୍ସ ପବ୍ଲିକ ସ୍କୁଲ ମଧ୍ୟରେ ମିଳିତ ସହଭାଗିତାର ଘୋଷଣା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୧୫ ନଭେମ୍ବର , ସୋମବାର ) ଭୁବନେଶ୍ୱର :- ଚଳିତ ନଭେମ୍ବର ୧୪ ତାରିଖ ଦିନ ଡିସୌଜାସ୍ ସ୍କୁଲ ଅଡିଟୋରିୟମ, ସେକ୍ଟର ୨, ରାଉରକେଲା ଠାରେ ଡିସୌଜାସ୍ ସ୍କୁଲ ରାଉରକେଲା ଏବଂ ୟୁନିଟ ୱାନ ଭୁବନେଶ୍ୱର ସ୍ଥିତ ମଦର୍ସ ପବ୍ଲିକ ସ୍କୁଲ ମଧ୍ୟରେ ଏକ ମିଳିତ ସହଭାଗିତା ସମ୍ପର୍କରେ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି । ଏହି ସମୟରେ ଶ୍ରୀ ଆଲେକ୍ସାଣ୍ଡର ଡିସୌଜା(ଡିସୌଜା ସ୍କୁଲର ଅଧ୍ୟକ୍ଷ), ଆନାବେଲ୍ ଡିସୌଜା(ଯୁଗ୍ମ ଅଧ୍ୟକ୍ଷା ଡିସୌଜା ସ୍କୁଲ), ପୋଲି ପଟ୍ଟନାୟକ(ପ୍ରତିଷ୍ଠାତା କରିକୁଲାମ ଅଧ୍ୟକ୍ଷା ଏମପିଏସ), ଶ୍ରୀଜିତ ପଟ୍ଟନାୟକ (ନିର୍ଦ୍ଦେଶକ ଏମପିଏସ), ଆଶା ଟିଆର(ଉପାଧ୍ୟକ୍ଷ ଏମପିଏସ) ପ୍ରମୁଖ ଉପସ୍ଥିତ ରହିଛନ୍ତି । ଏହା ପର ଠାରୁ ଏହି ସ୍କୁଲ ଡିସୌଜାସ୍ ମଦର ପବ୍ଲିକ ସ୍କୁଲ ନାମରେ ପରିଚିତ ହେବ, ଯାହାକି ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସିବିଏସଇ ପାଠ୍ୟକ୍ରମର ଅନୁସରଣ କରିବ । ଅଭିଭାବକ ଏବଂ ଶିକ୍ଷକମାନେ ଡିସୌଜାସ୍ ସ୍କୁଲ ଏବଂ ମଦର ପବ୍ଲିକ ସ୍କୁଲ ମଧ୍ୟରେ ହୋଇଥିବା ଏହି ନୂଆ ପ୍ରୟାସକୁ ଆନ୍ତରରୁ ପ୍ରଶଂସା କରିଛନ୍ତି ା

ଏହି ଅବସରରେ ନିଜର ମତ ରଖି ଶ୍ରୀ ଆଲେକ୍ସାଣ୍ଡର ଡିସୌଜା କହିଛନ୍ତି ଯେ, “ଡିସୌଜାସ୍ ସ୍କୁଲ ରାଉରକେଲା ଏବଂ ମଦର୍ସ ପବ୍ଲିକ ସ୍କୁଲ ଭୁବନେଶ୍ୱର ମଧ୍ୟରେ ଏହି ଶିକ୍ଷାଗତ ସହଭାଗିତା ପାଇଁ ମୁଁ ବହୁତ ଖୁସି । ମଦର୍ସ ପବ୍ଲିକ ସ୍କୁଲର ସୁନାମ, ପ୍ରତି ବର୍ଷ ସେମାନଙ୍କର ଦୀପ୍ତିମାନ ଏକାଡେମିକ ପ୍ରଦର୍ଶନ ଏବଂ ଅତିରିକ୍ତ ପାଠ୍ୟକ୍ରମ କାର୍ଯ୍ୟକଳାପକୁ ଦେଖିଲେ ମୁଁ ଏହାଠାରୁ ଏକ ଉତମ ସହଭାଗିତା ବିଷୟରେ ଚିନ୍ତା କରିପାରିନଥାନ୍ତି ।” ଆନାବେଲ୍ ଡିସୌଜା କହିଛନ୍ତିଯେ, “ଡିସୌଜାସ୍ ସ୍କୁଲ ଏବଂ ମଦର୍ସ ପବ୍ଲିକ ସ୍କୁଲ ମଧ୍ୟରେ ଏହି ସହବନ୍ଧନକୁ ନେଇ ମୁଁ ଅତ୍ୟନ୍ତ ଆନନ୍ଦିତ, ଯାହାକି ସମାନ ଚିନ୍ତାଧାରା ବିଶିଷ୍ଟ ଶିକ୍ଷାବିତ୍‌ମାନଙ୍କର ଏକ ସଂଘ !” “ଡିସୌଜାସ୍ ସ୍କୁଲ ରାଉରକେଲା ସହିତ ଯୋଡ଼ି ହୋଇ ମୁଁ ଅତ୍ୟନ୍ତ ଆନନ୍ଦିତ ଏବଂ ଗୌରବାନ୍ୱିତ ଅନୁଭବ କରୁଛି । କାରଣ ଏହା ରାଉରକେଲାର ସର୍ବ ପୁରାତନ ସ୍କୁଲ ଅଟେ ଏବଂ ଆମର ଏକ ସାଧାରଣ ଦୃଷ୍ଟିକୋଣ ଏବଂ ନୈତିକତା ରହିଛି । ଆସନ୍ତା ବର୍ଷ ଗୁଡ଼ିକରେ ଏହି ବିଦ୍ୟାଳୟ ଆହୁରି ବିକଶିତ ହେବ ।” ବୋଲି ଶ୍ରୀମତି ପୋଲି ପଟ୍ଟନାୟକ ମତ ଦେଇଛନ୍ତି । ସେହିଭଳି ଶ୍ରୀ ଶ୍ରୀଜିତ ପଟ୍ଟନାୟକ କହିଛନ୍ତିଯେ, “ମୋର ଲକ୍ଷ୍ୟ ହେଉଛି ଯେତେ ସମ୍ଭବ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା । ଏହି ନୂଆ ସହବନ୍ଧନ ସହିତ ରାଉରକେଲାରେ ମୁଁ ଏହି ସୁଯୋଗ ପାଇପାରିଛି ।”

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version