• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଆଇଆଇଏଫ୍‌ଏଲ୍ ଫାଇନାନ୍ସ ହ୍ୱାଟସ୍‌ଆପ୍‌ ଋଣରେ ଏବେ ରିଜର୍ଭ ବ୍ୟାଙ୍କ୍‌ର “ଆକାଉଂଟ୍‌ ଏଗ୍ରିଗେଟର୍‌’ ସେବା

Proprietor Abhimanyu Maharana by Proprietor Abhimanyu Maharana
November 17, 2021
in Uncategorized
0
ଆଇଆଇଏଫ୍‌ଏଲ୍ ଫାଇନାନ୍ସ ହ୍ୱାଟସ୍‌ଆପ୍‌ ଋଣରେ ଏବେ ରିଜର୍ଭ ବ୍ୟାଙ୍କ୍‌ର “ଆକାଉଂଟ୍‌ ଏଗ୍ରିଗେଟର୍‌’ ସେବା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୭ ନଭେମ୍ବର ବୁଧବାର) ଭୁବନେଶ୍ୱର :- ଭାରତର ଅନ୍ୟତମ ଅଗ୍ରଣୀ ଅଣ ବ୍ୟାଙ୍କିଙ୍ଗ୍ ଆର୍ଥିକ ସଂସ୍ଥା ଆଇଆଇଏଫ୍‌ଏଲ୍ ଫାଇନାନ୍ସ ଏହାର ହ୍ୱାଟସ୍‌ଆପ୍ ନମ୍ବର (୯୦୧୯୭୦୨୧୮୪) ରେ ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ର ଆକାଉଂଟ୍‌ ଏଗ୍ରିଗେଟର୍ ସେବା ଆରମ୍ଭ କରାଯାଇଛି । ଏକ ମାସ ପୂର୍ବେ କଂପାନି ପକ୍ଷରୁ ପ୍ରଥମ ଥର ପାଇଁ ଭାରତରେ ହ୍ୱାଟସ୍‌ଆପ୍ ଜରିଆରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରିବା ବ୍ୟବସ୍ଥା ଆରମ୍ଭ କରାଯାଇଥିଲା । ମାସକ ଭିତରେ ହ୍ୱାଟସ୍‌ଆପ୍‌ରେ ୧୦୦,୦୦୦ରୁ ଅଧିକ ବ୍ୟବହାରକାରୀଙ୍କୁ ଋଣ ଦିଆଯାଇଛି । ଏବେ ଆଇଆଇଏଫ୍‌ଏଲ୍ ଫାଇନାନ୍ସର ବ୍ୟବହାରକାରୀମାନେ ରିଜର୍ଭ ବ୍ୟାଙ୍କ୍‌ର ଆକାଉଂଟ୍ ଏଗ୍ରିଗେଟର୍ ଜରିଆରେ ସେମାନଙ୍କ ବ୍ୟାଙ୍କ୍‌ ବିବରଣୀକୁ ଭେରିଫାଏ କରିପାରିବେ । ୬୦ ଲକ୍ଷରୁ ଅଧିକ ଗ୍ରାହକ ଥିବା ପ୍ରଥମ ଏନ୍‌ବିଏଫ୍‌ସି ଭାବେ ଆଇଆଇଏଫ୍‌ଏଲ୍ ଏହି ମାଇଲଖୁଂଟରେ ପହଂଚିଛି । ଆକାଉଂଟ୍ ଏଗ୍ରିଗେଟର୍‌ ମାନେ ହେଉଛନ୍ତି ସେଭଳି ସଂସ୍ଥା ଯେଉଁମାନେ ଗୋଟିଏ ସଂସ୍ଥାର ବ୍ୟବହାରକାରୀ ମାନଙ୍କ ଆର୍ଥିକ ବିବରଣୀ ସଂଗ୍ରହ କରି ତାହାକୁ ଅନ୍ୟ ସଂସ୍ଥା ସହ ବାଂଟିଥାନ୍ତି ।

ଆକାଉଂଟ୍‌ ଏଗ୍ରିଗେଟର୍‌ମାନଙ୍କ ଜରିଆରେ ଆଇଆଇଏଫ୍‌ଏଲ୍ ଫାଇନାନ୍ସ ଅପହଂଚ ଅଂଚଳର ଲୋକମାନଙ୍କ ନିକଟରେ ପହଂଚିବାକୁ ଲକ୍ଷ୍ୟ ରଖିଛି । ପୁନଶ୍ଚ, ବ୍ୟବହାରକାରୀ ବିଶେଷ କରି ଏମ୍‌ଏସ୍‌ଏମ୍‌ଇ ମାନଙ୍କ ସହିତ ଯୋଗାଯୋଗ ରକ୍ଷା କରିବା ଲାଗି ହ୍ୱାଟସ୍‌ଆପ୍ ହେଉଛି ସବୁଠୁ ଶକ୍ତିଶାଳୀ ଉପକରଣ । ଶ୍ରୀଯୁକ୍ତ ସଂଜୀବ୍ ଶ୍ରୀବାସ୍ତବ୍‌, ଚିଫ୍ ରିସ୍କ ଅଫିସର, ଆଇଆଇଏଫ୍‌ଏଲ୍ ଫାଇନାନ୍ସ କହିଛନ୍ତି ଯେ, “ନିଜ ଘରେ ସହଜ ଓ ସୁରକ୍ଷିତ ରହି-୨୪ ଘଂଟା ଯେକୌଣସି ସମୟରେ ଆଇଆଇଏଫ୍‌ଏଲ୍ ଠାରୁ ସହଜ, ସୁରକ୍ଷିତ ଓ ସ୍ୱଚ୍ଛତାର ସହ ଋଣ ହାସଲ କରିବା ଲାଗି ବ୍ୟବସାୟୀମାନଙ୍କ ଲାଗି କାର୍ଯ୍ୟକୁ ହ୍ୱାଟସ୍‌ଆପ୍ ସହଜ କରିଛି । ଆବଂଟନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଯାତ୍ରା ହ୍ୱାଟସ୍‌ଆପ୍‌ରେ ଶେଷ କରାଯାଉଛି ।’’ ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ମାନଙ୍କୁ ୧୦ ହଜାର ଟଙ୍କାରୁ ଆରମ୍ଭ କରି ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯାଉଛି । ସୁଧ ହାର ୧୧.୭୫%ରୁ ଆରମ୍ଭ ହୋଇଛି ଏବଂ ସର୍ବନିମ୍ନ ଅବଧି ହେଉଛି ୬ ମାସ । ଋଣ ୪୮ ମାସ ଲାଗି ପ୍ରଦାନ କରାଯିବ । କମ୍ କାଗଜପତ୍ରରେ ୧୦୦% ଡିଜିଟାଲ୍‌ ପ୍ରକ୍ରିୟାରେ ବ୍ୟବହାରକାରୀ ମାନେ ଆବେଦନ ପ୍ରକ୍ରିୟା ଶେଷ କରିପାରିବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version