• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡି.ଏ.ଭି କଳିଙ୍ଗ ନଗର ପକ୍ଷରୁ ମାନସିକ ସ୍ଵାସ୍ଥ୍ୟ ସଚେତନତା କାର‌୍ୟ୍ୟକ୍ରମ ଚାପ ମୁକ୍ତ ହେବାକୁ ଯୋଗ କରନ୍ତୁ ଛାତ୍ରଛତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
November 18, 2021
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଡି.ଏ.ଭି କଳିଙ୍ଗ ନଗର ପକ୍ଷରୁ ମାନସିକ ସ୍ଵାସ୍ଥ୍ୟ ସଚେତନତା କାର‌୍ୟ୍ୟକ୍ରମ ଚାପ ମୁକ୍ତ ହେବାକୁ ଯୋଗ କରନ୍ତୁ ଛାତ୍ରଛତ୍ରୀ
Share on FacebookShare on TwitterWhatsapp

ଚାପଠାରୁ ଦୂରେଇ ନଯାଇ ଏହାକୁ ସାମନା କରି ଜିତିବା ପାଇଁ ଆହ୍ୱାନ – ଡ. ଶୁଭେନ୍ଦୁ ନାରାୟଣ ମିଶ୍ର

ଓଡ଼ିଶା ତାଜା ନ୍ୟୁଜ୍ (୧୮ ନଭେମ୍ବର ଗୁରୁବାର) ଭୁବନେଶ୍ୱର :- କରୋନା ଭୟାବହତା ସମୟରେ ଛାତ୍ରଛାତ୍ରୀ ମାନଙ୍କର ଅସନ୍ତୁଳିତ ମାନସିକ ସ୍ଥିତି ଓ ଏହାର ନିରାକରଣକୁ ଦୃଷ୍ଟିରେ ରଖି ଡି.ଏ. ଭି ସ୍କୁଲ୍‌, କଳିଙ୍ଗ ନଗର ଠାରେ ମାନସିକ ସ୍ଵାସ୍ଥ୍ୟ ସଚେତନତା କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ପାଳନ ପରିପ୍ରେକ୍ଷୀରେ ଆଲୁମ୍ନି ଆସୋସିଏସନ୍ ତରଫରୁ ଆୟୋଜିତ ଏହି ଆଲୋଚନାଚକ୍ରରେ ସମ୍ ହସପିଟାଲର ମାନସିକ ରୋଗ ଚିକିତ୍ସକ ଡ. ଶୁଭେନ୍ଦୁ ନାରାୟଣ ମିଶ୍ର ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ମାନାସିକ ରୋଗର କାରଣ ଓ ନିରାକାରଣ ବାବଦରେ ବୁଝାଇଥିଲେ ।

ଡ. ମିଶ୍ର ଉଭୟ ସଫଳତା ଓ ବିଫଳତା ସମାନ ଭାବରେ ଗ୍ରହଣ କରିବାକୁ ପରାମର୍ଶ ଦେବା ସହ ସଫଳତା ରେ ଅଧିକ ଖୁସି କିମ୍ବା ବିଫଳତାରେ ନିରାଶ ନ ହୋଇ ନୂତନ କାର‌୍ୟ୍ୟ ଆରମ୍ଭ କରିବା ଆବଶ୍ୟକ ବୋଲି ପରାମର୍ଶ ଦେଇଥିଲେ। ଜୀବନରେ ବିଭିନ୍ନ ପ୍ରକାରର ଚାପ ଥାଏ, କେତେବେଳେ ପାରିବାରିକ ଚାପ, କେତେବେଳେ ଶିକ୍ଷା ଗତ ଚାପ ଏ ସବୁ ଚାପରୁ ମୁକ୍ତି ପାଇବାକୁ ଛାତ୍ରଛାତ୍ରୀ ଯୋଗ ଓ ପ୍ରାଣାୟାମ୍ କରିବା ସହ ଚାପଠାରୁ ଦୂରେଇ ନଯାଇ ଏହାକୁ ସାମନା କରି ଜିତିବା ପାଇଁ ଆହ୍ୱାନ ଦେଇଥିଲେ ।

ଏହି କାର‌୍ୟ୍ୟକ୍ରମରେ ବିଦ୍ୟାଳୟର ଅଧ୍ୟକ୍ଷ ବିପିନ୍ କୁମାର ସାହୁ ଏକ ସନ୍ତୁଳିତ ମସ୍ତିଷ୍କ ନୂତନ ଉଦ୍‌ଭାବନର ମାଧ୍ୟମ ବୋଲି ମତବ୍ୟକ୍ତ କରିଥିଲେ । ପୁରାତନ ଛାତ୍ର ଛାତ୍ରୀ ମାନେ ବିଦ୍ୟାଳୟର କାର୍ଯ୍ୟକ୍ରମରେ ଭାଗ ନେଉଥିବାରୁ ଅତିଥିବୃନ୍ଦ ଏହି ଅବସରରେ ପ୍ରଶଂସା କରିଥିଲେ । ଡି. ଏ. ଭି. ଆଲୁମ୍ନି ଆସୋସିଏସନ୍ ତରଫରୁ ପୁରାତନ ଛାତ୍ର ଛାତ୍ରୀ ଆଶ୍ରିବାଦ୍ ମହାନ୍ତି, ସମ୍ପାଦକ ଦେବଶ୍ରିତା ଶତପଥୀ, ସହ ସମ୍ପାଦକ ଶତାବ୍ଦୀ ପଲାଇ କାର‌୍ୟ୍ୟକ୍ରମକୁ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର

ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର

March 14, 2026
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର

ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର

March 14, 2026
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version