• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୫-ଟି ଉପକ୍ରମରେ ପ୍ରଥମ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲ୍ଲାର ୩୮ଟି ସ୍କୁଲର ରୂପାନ୍ତରଣକୁ ଲୋକାର୍ପଣ କଲେ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
November 19, 2021
in ଓଡ଼ିଶା, ମହାନଗର, ହୋମ୍
0
୫-ଟି ଉପକ୍ରମରେ ପ୍ରଥମ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲ୍ଲାର ୩୮ଟି ସ୍କୁଲର ରୂପାନ୍ତରଣକୁ ଲୋକାର୍ପଣ କଲେ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୮ ନଭେମ୍ବର ଗୁରୁବାର) ଭୁବନେଶ୍ୱର :- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ରାଜ୍ୟର ମାଲକାନଗିରି, ଝାରସୁଗୁଡା, କଳାହାଣ୍ଡି, ମୟୂରଭଂଜର ଓ ଖୋର୍ଦ୍ଧା ଆଦି ୫ଟି ଜିଲ୍ଲାର ୧୫୮ଟି ହାଇସ୍କୁଲର ରୂପାନ୍ତରଣକୁ ଲୋକାର୍ପଣ କରିଛନ୍ତି । ତନ୍ମଧ୍ୟରେ ପ୍ରଥମ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲ୍ଲାର ୩୮ଟି ସ୍କୁଲ ମଧ୍ୟ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହୋଇଛି । ଲୋକସେବା ଭବନରୁ ଆଭାସୀ ମାଧ୍ୟମରେ ଏହି ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ ଆଜି ଖୋର୍ଦ୍ଧା ଜିଲ୍ଲାରେ ରୂପାନ୍ତରକରଣ ହୋଇଥିବା ଭୁବନେଶ୍ୱର ୟୁନିଟ୍‌-୮ ବାଳକ ହାଇସ୍କୁଲ ପରିସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଏଠାରେ ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲାରେ “ମୋ ସ୍କୁଲ” ରୂପାନ୍ତରଣ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ରାଜ୍ୟ ସାଧାରଣ ଉଦ୍ୟୋଗ, ଭିନ୍ନକ୍ଷମ ସଶକ୍ତିକରଣ, ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତନାରାୟଣ ଜେନା, ଜୟଦେବ ବିଧାୟକ ଶ୍ରୀ ଅରବିନ୍ଦ ଢାଲି, ବେଗୁନିଆ ବିଧାୟକ ଶ୍ରୀ ରାଜେନ୍ଦ୍ର କୁମାର ସାହୁ, ଖୋର୍ଦ୍ଧା ବିଧାୟକ ଶ୍ରୀ ଜ୍ୟୋତିରିନ୍ଦ୍ର ନାଥ ମିତ୍ର, ଜିଲ୍ଲା ପରିଷଦ ସଭାପତି ଶ୍ରୀ ପ୍ରଫୁଲ୍ଲ କୁମାର ଦଳାଇ, ଭୁବନେଶ୍ୱର ମହାନଗର ନିଗମ କମିଶନର ଶ୍ରୀ ସଂଜୟ କୁମାର ସିଂହ ପ୍ରମୁଖ ଉପସ୍ଥିତ ଥିଲେ ା

ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ଶ୍ରୀ ଉଦ୍ଧବ ପ୍ରକାଶ ବେହେରାଙ୍କ ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ରୂପାନ୍ତରକରଣ ସଂପର୍କରେ କଥା ହୋଇଥିଲେ । ଏହି ଅବସରରେ ମାନ୍ୟବର ମନ୍ତ୍ରୀ, ମାନ୍ୟବର ବିଧାୟକଗଣ, ଜିଲ୍ଲାପାଳ ତଥା ବିଦ୍ୟାଳୟ ତରଫରୁ ୫-ଟି ଉପକ୍ରମ ଆଧାରରେ ବିଦ୍ୟାଳୟ ରୂପାନ୍ତରକରଣ ହୋଇଥିବା ଯୋଗୁଁ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ୫-ଟି ସଚିବ ଶ୍ରୀ ଭି.କେ.ପାଣ୍ଡିଆନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

May 10, 2026
ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version