• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କୁମାରସ୍ବାମୀ ମହୋତ୍ସବ ଉଦଯାପିତ, ବିଶିଷ୍ଟ ବ୍ୟକ୍ତି ବିଶେଷ ସମ୍ମାନିତ

Abhimanyu Maharana by Abhimanyu Maharana
November 20, 2021
in Uncategorized, କଳାହାଣ୍ଡି, ହୋମ୍
0
କୁମାରସ୍ବାମୀ ମହୋତ୍ସବ ଉଦଯାପିତ, ବିଶିଷ୍ଟ ବ୍ୟକ୍ତି ବିଶେଷ ସମ୍ମାନିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୦ ନଭେମ୍ବର ଶନିବାର) କଳାହାଣ୍ଡି :- ରାଜ୍ୟର ଅଗ୍ରଣୀ ସଂସ୍ଥା ଦେବଗିରି ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ତିନି ଦିନ ଧରି ଚାଲିଥିବା କୁମାରସ୍ବାମୀ ମହୋତ୍ସବ ଶୁକ୍ରବାର ରାତିରେ ଉଦଯାପିତ ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ବୁଢୀପଦର ଠାରେ ଦେବଗିରି ସାଂସ୍କୃତିକ ଅନୁଷ୍ଠାନର ୨୯ତମ ବାର୍ଷିକ ଉତ୍ସବ ତଥା କୁମାରସ୍ବାମୀ ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ବିଶ୍ବବିଦ୍ୟାଳୟର କୁଳପତି ଡ. ସଞ୍ଜୟ କୁମାର ଶତପଥୀ, ମୁଖ୍ୟବକ୍ତା ଭାବେ ଥୁଆମୂଳ ରାମପୁର ମା’ ମାଣିକେଶ୍ଵରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ସତ୍ୟ ନାରାୟଣ ମୁଣ୍ଡଛିନା ଓ ନାରୀନେତ୍ରୀ ପ୍ରମିଳା ପଧାନ ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଯୁବ ସମାଜସେବୀ ଦେବେନ୍ଦ୍ର ନାଏକ, ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ବିଜୟ ଧଙ୍ଗଡାମାଝୀ ଓ ଯୁବ କଳାକାର ମାନସ ରଞ୍ଜନ ସାହୁ ମଞ୍ଚାସୀନ ଥିଲେ ।

ଦେବଗିରି ସାଂସ୍କୃତିକ ଅନୁଷ୍ଠାନର ସଭାପତି ସଞ୍ଜୟ ଧଙ୍ଗଡାମାଝୀଙ୍କ ପୌରୋହିତ୍ୟରେ ଆୟୋଜିତ ସମାରୋହର ମଞ୍ଚ ପରିଚାଳନା କରିଥିଲେ ଅନୁଷ୍ଠାନର ଯୁଗ୍ମ ସମ୍ପାଦକ ସୁଧୀର କୁମାର ଧଙ୍ଗଡାମାଝୀ। ଅନୁଷ୍ଠାନର ସାଧାରଣ ସଂପାଦକ ସୁନୀଲ କୁମାର ଧଙ୍ଗଡ଼ାମାଝୀ ସ୍ୱାଗତ ଭାଷଣ ଦେଇଥିବା ବେଳେ କୋଷାଧ୍ୟକ୍ଷ ଜୟଦ୍ରଥ ଜାଲ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ହରେକୃଷ୍ଣ ଭୋଇଙ୍କୁ ଦେବଗିରି ସମ୍ମାନ, ସୁଶ୍ରୀ ଲିପ୍ସାମୟୀ ଦୁବେଙ୍କୁ ଦେବଗିରି ଯୁବ ସମ୍ମାନ, ସୁରେଶ ସାଗରଙ୍କୁ ଦେବଗିରି ସାହିତ୍ୟ ସମ୍ମାନ, ଦେବେନ୍ଦ୍ର ବିଶିଙ୍କୁ ଦେବଗିରି ସାମ୍ବାଦିକତା ସମ୍ମାନ, କୈଳାସ ଚନ୍ଦ୍ର ନାଏକଙ୍କୁ ଦେବଗିରି ନାଟ୍ୟ ସମ୍ମାନ, ସତ୍ୟ ନାରାୟଣ ନାଏକଙ୍କୁ ଦେବଗିରି ଲୋକଗୀତ ସମ୍ମାନ, ଦୀପକ ରଞ୍ଜନ ସାହୁଙ୍କୁ ଦେବଗିରି ସମାଜସେବା ସମ୍ମାନ, ସନ୍ତୋଷ କୁମାର କରଙ୍କୁ ଦେବଗିରି ଶିକ୍ଷା ସମ୍ମାନ, ସୁମିତ କୁମାର ଧଙ୍ଗଡାମାଝୀଙ୍କୁ ଦେବଗିରି ଶିଳ୍ପୀ ସମ୍ମାନ ଓ ଭୁପେନ୍ଦ୍ର ଦୀପଙ୍କୁ ଦେବଗିରି ଦେଶସେବା ସମ୍ମାନ ପ୍ରଦାନ କରାଯାଇଥିଲା। ସଭା ପ୍ରାରମ୍ଭରେ ଅନୁଷ୍ଠାନର ଧ୍ୟେୟ ସଂଗୀତ ଜୟ ଦେବଗିରି ପରିବେଷିତ ହୋଇଥିବାବେଳେ ଗୁରୁ କୈଳାସ ଚନ୍ଦ୍ର ନାଏକଙ୍କ ଦଳ ଘୁମୁରା ନୃତ୍ୟ ପରିବେଷଣ କରିଥିଲେ।

ନୃତ୍ୟ ଆସରରେ ପଶ୍ଚିମ ଓଡିଶାର ଶତାଧିକ କଳାକାର ଭାଗନେଇ କଳା ପ୍ରଦର୍ଶନ କରିଥିଲେ। ଏଥିରେ ଯୁବ ଲେଖକ ଡିଲେଶ୍ୱର ରଣା, ତ୍ରିନାଥ ଶ୍ୟାମ କୁମାର, ତପନ କୁମାର ଭୋଇ, ଜିତେନ୍ଦ୍ର କୁମାର ସାହୁ, ବିନୟ କୁମାର ସାହୁ, ସୁଶ୍ରୀ ବିଜୟଲଷ୍ମୀ ଧଙ୍ଗଡ଼ାମାଝୀ, ସଲିଲ କୁମାର ଧଙ୍ଗଡ଼ାମାଝୀ, ସୁନିତା ଧଙ୍ଗଡ଼ାମାଝୀ, ବାଲ୍ମୀକି କରୁଆଁ, ପୀୟୂଷ ଧଙ୍ଗଡ଼ାମାଝୀ ପ୍ରମୁଖ ସହଯୋଗ କରିଥିଲେ। ନୃତ୍ୟ ଆସରକୁ ବିଶିଷ୍ଟ ମଞ୍ଚ ଉପସ୍ଥାପକ ସୁଧୀର ନାଏକ ସଂଯୋଜନା କରିଥିବାବେଳେ ରଙ୍ଗବତୀ ଡେନ୍ସ ଗୃପ୍ ସମ୍ବଲପୁର ପ୍ରଥମ, କିଲର୍ ଗୃପ୍ ବଲାଙ୍ଗୀର ଦ୍ବିତୀୟ, ବି.ଟି. ଡେନ୍ସ ଗୃପ୍ ସଇଁତଲା ତୃତୀୟ ଏବଂ କେତନ ନାଏକ ବରଗଡ ଚତୁର୍ଥ ସ୍ଥାନ ଅଧିକାର କରିଥିଲେ।

Abhimanyu Maharana

Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

February 24, 2020
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

0
ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

0
ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

0
ଲଗାଣ ବର୍ଷାରେ ଧୋଇଗଲା ମୁରୁଡ଼ି କୁପୁଡ଼ା ଆପ୍ରୋଚ ରୋଡର ପାର୍ଶ୍ଵ : ବିପଦ ସଙ୍କୁଳ ଅବସ୍ଥାରେ ଯାନବାହନ ଚଳାଚଳ

ଲଗାଣ ବର୍ଷାରେ ଧୋଇଗଲା ମୁରୁଡ଼ି କୁପୁଡ଼ା ଆପ୍ରୋଚ ରୋଡର ପାର୍ଶ୍ଵ : ବିପଦ ସଙ୍କୁଳ ଅବସ୍ଥାରେ ଯାନବାହନ ଚଳାଚଳ

August 9, 2022
“ମୋଦି@୨୦” ପୁସ୍ତକର ଓଡ଼ିଶା ଚାପ୍ଟର ଲୋକାର୍ପଣ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

“ମୋଦି@୨୦” ପୁସ୍ତକର ଓଡ଼ିଶା ଚାପ୍ଟର ଲୋକାର୍ପଣ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 9, 2022
କଟକ ଠାରେ ‘ପ୍ରଜାତନ୍ତ୍ର ଅମୃତ ଉତ୍ସବ’ର ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

କଟକ ଠାରେ ‘ପ୍ରଜାତନ୍ତ୍ର ଅମୃତ ଉତ୍ସବ’ର ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 9, 2022
ଭୁବନେଶ୍ୱର ବିମାନ ବନ୍ଦରରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କୁ ଭବ୍ୟ ସ୍ୱାଗତ

ଭୁବନେଶ୍ୱର ବିମାନ ବନ୍ଦରରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କୁ ଭବ୍ୟ ସ୍ୱାଗତ

August 9, 2022

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲଗାଣ ବର୍ଷାରେ ଧୋଇଗଲା ମୁରୁଡ଼ି କୁପୁଡ଼ା ଆପ୍ରୋଚ ରୋଡର ପାର୍ଶ୍ଵ : ବିପଦ ସଙ୍କୁଳ ଅବସ୍ଥାରେ ଯାନବାହନ ଚଳାଚଳ

ଲଗାଣ ବର୍ଷାରେ ଧୋଇଗଲା ମୁରୁଡ଼ି କୁପୁଡ଼ା ଆପ୍ରୋଚ ରୋଡର ପାର୍ଶ୍ଵ : ବିପଦ ସଙ୍କୁଳ ଅବସ୍ଥାରେ ଯାନବାହନ ଚଳାଚଳ

August 9, 2022
“ମୋଦି@୨୦” ପୁସ୍ତକର ଓଡ଼ିଶା ଚାପ୍ଟର ଲୋକାର୍ପଣ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

“ମୋଦି@୨୦” ପୁସ୍ତକର ଓଡ଼ିଶା ଚାପ୍ଟର ଲୋକାର୍ପଣ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 9, 2022
  • About
  • Advertise
  • Privacy & Policy
  • Contact

© 2020 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2020 Odisha Taza News.